ସ୍ତ୍ରୀର ତଣ୍ଟି କାଟିଲା ସ୍ୱାମୀ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କୋଣାର୍କ: ସ୍ତ୍ରୀର ତଣ୍ଟିକାଟି ହତ୍ୟା କଲା ସ୍ବାମୀ। ଏହି ଘଟଣା ଘଟିଛି ପୁରୀ ଜିଲ୍ଲା ନିମାପଡା ଥାନା ଦିଘାଳ ବସ୍ତିରେ । ପାରିବାରିକ କଳହରୁ ହତ୍ୟାକାଣ୍ଡ ହୋଇଥିବା ଅନୁମାନ କରାଯାଉଛି। ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖିଛି ପୋଲିସ।

powered by social2s