ଆଠଗଡ଼: କଟକ ଜିଲ୍ଲା ଆଠଗଡ଼ ତହସିଲ ଅନ୍ତର୍ଗତ ଜେନାପଦା ମଝିସାହିରେ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ଗୁଳିମାଡ଼ରେ ବାପା, ପୁଅ ଓ ଜଣେ ସମ୍ପର୍କୀୟ ଗୁରୁତର ଆହତ ହୋଇ କଟକ ବଡ଼ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସାମାଜିକ ଗଣମାଧ୍ୟମରେ ଫଟୋ ଛାଡ଼ିବାକୁ ନେଇ ଜଣେ ପୂର୍ବତନ ସେନା କର୍ମଚାରୀ ଗୁଳିମାଡ଼ କରିଥିବା ଅଭିଯୋଗ ହୋଇଛି।
powered by social2s