ଢେଙ୍କାନାଳ: ଜଣେ ମହିଳା କନଷ୍ଟେବଲଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଢେଙ୍କାନାଳ ରିଜର୍ଭ ଲାଇନ ପୋଲିସ କ୍ବାର୍ଟରରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି। ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।
powered by social2s