ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇ ନ ଥିବା ଗାଡ଼ି ମାଲିକଙ୍କୁ ଜରିମାନା

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇ ନ ଥିବା ଗାଡ଼ି ମାଲିକଙ୍କୁ ଜରିମାନା, ଗାଡ଼ି ମାଲିକଙ୍କ ବିରୋଧରେ ଚାଲାଣ କାଟିବା ଆରମ୍ଭ କରିଛି ପରିବହନ ବିଭାଗ। ଗତ ୧୧ ଦିନ ମଧ୍ୟରେ ୨୬୭୪ଟି ଯାନ ନାଁରେ ଚାଲାଣ କଟାଯାଇଛି। ଶେଷ ଅକ୍ଷର ୮ ପର୍ଯ୍ୟନ୍ତ ଡେଡ୍ ଲାଇନ ସରିଥିବାରୁ କଟାଯାଉଛି ଚାଲାଣ, କେବଳ ୯ ଓ ୦ ପାଇଁ ଶେଷ ତାରିଖ ଫେବ୍ରୁଆରୀ ୨୮ ରହିଛି।

powered by social2s