ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ସୌମ୍ୟଜିତ ଗିରଫ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ ମୃତ୍ୟୁ ମାମଲାରେ ପୁରୁଷ ବନ୍ଧୁ ସୌମ୍ୟଜିତଙ୍କୁ ଗିରଫ କଲା ଚନ୍ଦ୍ରଶେଝରପୁର ଥାନା ପୋଲିସ। ସମ୍ବଲପୁର ବଂଶୀଧର ନଗର ସ୍ଥିତ ଘରୁ ସୌମ୍ୟଜିତ ଗିରଫ ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱର ଆଣିଛି ପୋଲିସ। ଶ୍ୱେତା ଆତ୍ମହତ୍ୟା କରିଥିବା ସେରେବେଳେ କହିଥିଲା ପୋଲିସ। ତାଙ୍କ ପରିବାର ଲୋକ ସୌମ୍ୟଜିତଙ୍କୁ ଦାୟୀ କରିଥିଲେ। ଗତବର୍ଷ ଶୈଳଶ୍ରୀ ବିହାର ସ୍ଥିତ ଘରୁ ଶ୍ୱେତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ଶ୍ୱାସରୁଦ୍ଧ ହୋଇ ଶ୍ୱେତାଙ୍କ ହୋଇଥିବା ପୋଷ୍ଟମର୍ଟମ ରିପୋର୍ଟରୁ ଜଣାପଡିଥିଲା।

powered by social2s