ଖଣ୍ଡା ଓ କଟୁରିରେ ଆକ୍ରମଣ, ଜଣେ ମୃତ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଆଠଗଡ଼: କଟକ ଜିଲ୍ଲା ତିଗିରିଆ ଥାନା ନୂଆପଟଣା ବାଲିସାହିରେ ଗୋଟିଏ ପରିବାରରେ ତିନି ଜଣଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ପତ୍ନୀ ଓ ଝିଅ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୂର୍ବଶତ୍ରୁତା ରୁ ଆକ୍ରମଣ ହୋଇଥିବା ଜଣାପଡ଼ିଛି।

powered by social2s