ପୁରୀ ବଡ଼ଦାଣ୍ଡରେ ୩ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ପୁରୀ ବଡ଼ଦାଣ୍ଡ ମାର୍କେଟ ଛକରେ ୩ ଜଣ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଗତକାଲି ରାତିରେ ଖଡ଼ିପଦା ମେଲନରେ ଜୁଆ ଖେଳ ବେଳେ ଗଣ୍ଡଗୋଳ ହୋଇଥିଲା। ଏଥିରେ ପ୍ରତିଶୋଧ ପରାୟଣ ହୋଇ ଗୋଟେ ଗୋଷ୍ଠୀ ଅନ୍ୟ ଏକ ଗୋଷ୍ଠୀକୁ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ସାମିଲ ଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଥିବା କହିଛନ୍ତି ଅତିରିକ୍ତ ଏସ୍ପି ମିହିର ପଣ୍ଡା।

powered by social2s