ଭୁବନେଶ୍ୱରରେ ହୋର୍ଡିଂ ଟାୱାର ଉପରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଭୁବନେଶ୍ୱର ଶିଶୁଭବନ ଛକରେ ଥିବା ଏକ ହୋର୍ଡିଂ ଟାୱାର ଉପରେ ଚଢ଼ି ଜଣେ ଯୁବକ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି। ପ୍ରାୟ ୨ ଘଣ୍ଟା ପରେ ଟାୱାର ଉପରୁ ଅଗ୍ନିଶମ ବାହିନୀ ସଂପୃକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରିଛନ୍ତି। ତାଙ୍କ ନାଁ ଟୁଲୁ ପାତ୍ର। ଟୁଲୁଙ୍କ ଘର ବାଲେଶ୍ୱର ଅଞ୍ଚଳରେ ବୋଲି ଜଣାଯାଇଛି। ସେ ଡ୍ରାଇଭର ଭାବେ କାର୍ଯ୍ୟ କରନ୍ତି।

powered by social2s