ଭୁବନେଶ୍ୱର: ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ପତ୍ନୀଙ୍କ ନାଁରେ ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ପକ୍ଷରୁ ଚାର୍ଜସିଟ୍ ଦାଖଲ କରାଯାଇଛି। ଲୋକଆୟୁକ୍ତଙ୍କ ଅନୁମତି ପରେ ଚାର୍ଜସିଟ୍ ଦାଖଲ କଲା ଭିଜିଲାନ୍ସ। ଚାର୍ଜସିଟରେ ୯ କୋଟି ୧୮ ଲକ୍ଷ ଟଙ୍କାର ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲା ରହିଛି।
powered by social2s