ସ୍ତ୍ରୀକୁ ପିଟିପିଟି ହତ୍ଯା କଲା ସ୍ବାମୀ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ସୋର: ବାଲେଶ୍ୱର ଜିଲ୍ଲା ଔପଦା ଥାନା ଅନ୍ତର୍ଗତ ପାଇକପଡ଼ା ଗାଁରେ ପାରିବାରିକ କଳହକୁ ନେଇ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ। ମୃତକ ହେଲେ ଶର୍ମିଲା ସିଂ ପୋଲିସ ମୃତଦେହ ଜବତ କରିଥିବା ବେଳେ ଅଭିଯୁକ୍ତ ସ୍ବାମୀ ରାମଚନ୍ଦ୍ର ସିଂ କୁ ଅଟକ ରଖାଯାଇଛି।

powered by social2s