ପାରାଦୀପ: ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ପାରାଦୀପ ଏକ୍ସପ୍ରେସ୍ ୱେ କଲୋନୀରେ ଯୁବକର ଜଣେ ଯୁବକର ଖଣ୍ଡା ଚୋଟରେ ୨ ମହିଳାଙ୍କ ମୃତ୍ୟୁ ହୋଇଛି। ଜଣେ ଘଟଣାସ୍ଥଳରେ ପ୍ରାଣ ହରାଇଥିବା ବେଳେ ଅନ୍ୟ ଜଣଙ୍କର ହସ୍ପିଟାଲରେ ମୃତ୍ୟୁ ହୋଇଛି । ନିଶାସକ୍ତ ଅବସ୍ଥାରେ ଦୁଇ ମହିଳାଙ୍କ ଘରେ ପଶି ଆକ୍ରମଣ କରିଥିଲେ ଯୁବକ ଜଣକ। ଆକ୍ରମଣକାରୀ ଯୁବକଙ୍କୁ କୁଜଙ୍ଗ ଥାନାରେ ଅଟକ ରଖାଯାଇଛି|
powered by social2s