ଭଦ୍ରକରେ ସ୍ତ୍ରୀ ଓ ପୁଅକୁ ହତ୍ୟା କଲା ସ୍ୱାମୀ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭଦ୍ରକ : ଆଜି ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ତେସିଙ୍ଗା ପଞ୍ଚାୟତ କୁଶଗଡିଆରେ ଗାଁରେ ଜଣେ ବ୍ୟକ୍ତି ନିଜ ୫ ବର୍ଷର ପୁଅ ଓ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ କାଞ୍ଚନ ନାୟକ ଓ ତାଙ୍କ ପୁଅ ଉତ୍କଳ। ଅଭିଯୁକ୍ତ ଉମେଶ ନାୟକଙ୍କୁ ପୁଲିସ ଅଟକ ରଖିଛି। ଉମେଶ ନିଶାସକ୍ତ ଅବସ୍ଥାରେ ଏପରି କରିଥିବା ଜଣାପଡ଼ିଛି।

powered by social2s