ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ବ୍ରାଉନସୁଗାର ବିକି ଜେଲ୍ ଫେରନ୍ତା ଯୁବକଙ୍କୁ ଗିରଫ କରାଯାଇଛି। ଯୁବକଙ୍କ ନିକଟରୁ ୨୮୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ପ୍ରାୟ ୨୮ ଲକ୍ଷ ହୋଇଥିବା ସୂଚନା ଦେଲେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ|
powered by social2s