ବାଲେଶ୍ଵରରେ ଗୁଳିକାଣ୍ଡ

ଅପରାଧ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ବାଲେଶ୍ବର: ବାଲେଶ୍ଵର ସହର ସୋଭାରାମପୁରରେ ଗୁଳିକାଣ୍ଡ ହୋଇଛି। ଗୁଳିମାଡ଼ରେ ବିନୋଦ ବେହେରା ନାମକ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପୂର୍ବ ଶତ୍ରୁତାରୁ ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି।

powered by social2s