ଭୁବନେଶ୍ୱର / ଭବାନିପାଟଣା: ଭବାନିପାଟଣାର ଏହି ଟ୍ରେଣ୍ଡ୍ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ଆମ୍ବିଏନ୍ସ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି । ଏହି ସହରର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇବାକୁ ଆଶା ରଖିପାରିବେ ।
ଏହି ୧୪୨୨୩ ବର୍ଗଫୁଟର ଷ୍ଟୋର ହେଉଛି ଭବାନିପାଟଣା ସହରର ପ୍ରଥମ ଟ୍ରେଣ୍ଡ୍ସ ଷ୍ଟୋର ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି । ଯେପରିକି ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ । କେବଳ ସେତିକି ନୁହେଁ, ଗ୍ରାହକମାନେ ୨୯୯୯ ଟଙ୍କାର କିଣାକିଣି ସହିତ ୩୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ ।
ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ଭବାନିପାଟଣାରେ ଖୋଲିଥିବା ନୂଆ ଟ୍ରେଣ୍ଡ୍ସ ଷ୍ଟୋର୍ ।
ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍ସ ଏବେ ଭବାନିପାଟଣା ସହରରେ
Typography
- Smaller Small Medium Big Bigger
- Default Helvetica Segoe Georgia Times
- Reading Mode
powered by social2s

