ବେଙ୍ଗାଲୁରୁ ଓ ହାଇଦ୍ରାବାଦରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ

ବାଣିଜ୍ୟ /ବ୍ୟବସାୟ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ଭୁବନେଶ୍ୱର/ ମୁମ୍ବାଇ: ମୁମ୍ବାଇ, ଦିଲ୍ଲୀ, କୋଲକାତା, ଚେନ୍ନାଇ, ବାରାଣାସୀ ଏବଂ ନାଥଦ୍ୱାରାରେ ଜିଓ ଟ୍ରୁ-୫ଜି ସେବାର ସଫଳ ବିଟା ପରୀକ୍ଷଣ ଶୁଭାରମ୍ଭ ପରେ ରିଲାଏନ୍ସ ଜିଓ ପକ୍ଷରୁ ବେଙ୍ଗାଲୁରୁ ଓ ହାଇଦ୍ରାବାଦରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି । ଏହି ଦୁଇ ସହର ଭାରତର ସାଇବର ଓ ଡିଜିଟାଲ୍ ହବ ଭାବରେ ପରିଗଣିତ ହେଉଥିବାରୁ ଜିଓ ଟ୍ରୁ-୫ଜିର ପ୍ରକୃତ ପରୀକ୍ଷା ଏହି ସହରରେ ହେବ ।

 

ଜିଓର ଟ୍ରୁ-୫ଜି ସେବା ପୂର୍ବରୁ ଛଅଟି ସହରରେ ଲକ୍ଷ ଲକ୍ଷ ଗ୍ରାହକଙ୍କ ଦ୍ୱାରା ବ୍ୟବହାର କରାଯାଉଛି ଏବଂ ସେମାନଙ୍କଠାରୁ ମିଳୁଥିବା ପ୍ରତିକ୍ରିୟା ବେଶ ସକାରାତ୍ମକ ରହିଛି । ଗ୍ରାହକମାନଙ୍କ ପ୍ରତିକ୍ରିୟା ଆଧାରରେ କଂପାନି ଏହାର ନେଟ୍‌ୱର୍କକୁ ନିୟମିତ ଭାବେ ମଜଭୁତ କରିବା କାର୍ଯ୍ୟ ଜାରି ରଖିଛି । ଜିଓ ନିଜର ଟ୍ରୁ-୫ଜି ସେବାକୁ ପର୍ଯ୍ୟାୟକ୍ରମେ ଶୁଭାରମ୍ଭ କରୁଛି, ଯଦ୍ୱାରା ଗ୍ରାହକମାନଙ୍କୁ ସର୍ବୋତ୍କୃଷ୍ଟ ଅନୁଭବ ମିଳିପାରିବ ।

 

ଜିଓ ପକ୍ଷରୁ କୁହାଯାଇଛି ଯେ ଗ୍ରାହକମାନେ ନିଜ ସ୍ମାର୍ଟଫୋନ୍‌ରେ ୫୦୦ ଏମ୍‌ବିପିଏସ୍‌ରୁ ୧ ଜିବିପିଏସ୍ ଭଳି ସ୍ପିଡ୍‌ରେ ଡାଟା ହାସଲ କରୁଛନ୍ତି ଏବଂ ଗ୍ରାହକମାନେ ବିପୁଳ ପରିମାଣର ଡାଟା ବ୍ୟବହାର କରୁଛନ୍ତି ।

 

କଂପାନି ମତରେ ଏହା ହେଉଛି ଭାରତର ଏକମାତ୍ର ଟ୍ରୁ-୫ଜି ନେଟ୍‌ୱର୍କ । ତାହାର ଭଲ ଦିଗଗୁଡ଼ିକ ହେଉଛି ଷ୍ଟାଣ୍ଡ୍‌-ଏଲୋନ୍ ୫ଜି ଆର୍କିଟେକ୍‌ଚର ନେଟ୍‌ୱର୍କ ଯାହାର ୪ଜି ନେଟ୍‌ୱର୍କ ଉପରେ ନିର୍ଭରଶୀଳତା ଶୂନ ଅଟେ । ଅର୍ଥାତ ଏହାକୁ ୪ଜି ନେଟ୍‌ୱର୍କ ଉପରେ ଆଦୌଁ ନିର୍ଭରଶୀଳ ରହିବାକୁ ପଡ଼ିବନି । କଂପାନି ପାଖରେ ୭୦୦ ମେଗାହର୍ଜ, ୩୫୦୦ ମେଗାହର୍ଜ ଏବଂ ୨୬ ଗିଗାହର୍ଜ ବ୍ୟାଣ୍ଡ୍‌ରେ ୫ଜି ସ୍ପେକ୍ଟ୍ରମ୍‌ର ସର୍ବବୃହତ ଏବଂ ଉତମ ମିଶ୍ରଣ ରହିଛି । କ୍ୟାରିୟର ଏଗ୍ରିଗେସନ କୌଶଳକୁ ବ୍ୟବହାର କରି ଜିଓ ଏହି ୫ଜି ଫ୍ରିକ୍ୟୁଏନ୍ସିଗୁଡ଼ିକର ଏକ ମଜଭୁତ “ଡାଟା ହାଇୱେ’ ପ୍ରସ୍ତୁତ କରୁଛି ।

 

ନଭେମ୍ବର ୧୦ ତାରିଖରୁ ବେଙ୍ଗାଲରୁରୁ ଏବଂ ହାଇଦ୍ରାବାଦରେ ଜିଓ ବ୍ୟବହାରକାରୀମାନଙ୍କୁ ଜିଓ ୱେଲକମ୍ ଅଫର ଅଧୀନରେ ଆମନ୍ତ୍ରଣ କରାଯିବା ପ୍ରକ୍ରିୟା ଆରମ୍ଭ କରାଯାଇଛି । ଏହି ଅଫରରେ ଗ୍ରାହକମାନେ ବିନା କୌଣସି ଅତିରିକ୍ତ ମୂଲ୍ୟରେ ୧ ଜିବିପିଏସ୍‌ରୁ ଅଧିକ ସ୍ପିଡ୍ ଏବଂ ଅସୀମିତ ୫ଜି ଡାଟା ପାଇପାରିବେ ।

 

ught transformational changes in the Indian digital services space to enable the vision of Digital India for 1.3 billion Indians and propel India into global leadership in the digital economy. It has created an eco-system comprising of network, devices, applications and content, service experience and affordable tariffs for everyone to live the Jio Digital Life.

 

For further information, please contact:

This email address is being protected from spambots. You need JavaScript enabled to view it.

022 – 79653591


"Confidentiality Warning: This message and any attachments are intended only for the use of the intended recipient(s), are confidential and may be privileged. If you are not the intended recipient, you are hereby notified that any review, re-transmission, conversion to hard copy, copying, circulation or other use of this message and any attachments is strictly prohibited. If you are not the intended recipient, please notify the sender immediately by return email and delete this message and any attachments from your system.

Virus Warning: Although the company has taken reasonable precautions to ensure no viruses are present in this email. The company cannot accept responsibility for any loss or damage arising from the use of this email or attachment."

6 Attachments • Scanned by Gmail

 

 

 

powered by social2s