ଭୋଟ୍‌ ଦେଲେ ପ୍ରଧାନମନ୍ତ୍ରୀ ମୋଦି, ରେକର୍ଡ ସଂଖ୍ୟାରେ ମତଦାନ କରିବାକୁ କଲେ ଅପିଲ

ଦେଶ / ବିଦେଶ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଗୁଜରାଟର ଅହମ୍ମଦାବାଦରେ ମତଦାନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ତୃତୀୟ ପର୍ଯ୍ୟାୟ ମତଦାନରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ । ରେକର୍ଡ ସଂଖ୍ୟାରେ ମତଦାନ କରିବାକୁ ଜନସାଧାରଣଙ୍କୁ ଅପିଲ କଲେ ପ୍ରଧାନମନ୍ତ୍ରୀ ମୋଦି। ଭୋଟରଙ୍କ ସକ୍ରିୟ ଅଂଶଗ୍ରହଣ ନିଶ୍ଚିତ ଭାବେ ଅଧିକ ଉତ୍ସାହିତ କରିବ ବୋଲି କହିଲେ ମୋଦି।

powered by social2s