ନୂଆଦିଲ୍ଲୀ: ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା। ଇଣ୍ଡି ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ବାଚସ୍ପତି ନିର୍ବାଚିତ ହୋଇଛନ୍ତି। ଦ୍ବିତୀୟ ଥର ପାଇଁ ବାଚସ୍ପତି ନିର୍ବାଚିତ ହେଲେ ଓମ୍ ବିର୍ଲା। ନିର୍ବାଚିତ ଘୋଷଣା କଲେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ। ଏହି ଅବସସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓମ୍ ବିର୍ଲାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
powered by social2s