ଛତିଶଗଡ଼: ଛତିଶଗଡ଼ ବିଳାସପୁର ଷ୍ଟେସନ ନିକଟରେ ଟ୍ରେନ୍ ଦୁର୍ଘଟଣା ଘଟିଛି । ଏଥିରେ ୬ ଜଣ ପ୍ରାଣ ହରାଇଛନ୍ତି। ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ପାସେଞ୍ଜର ଟ୍ରେନ୍। ଦୁର୍ଘଟଣା ପରେ ଅନେକ ବଗି ଲାଇନଚ୍ୟୁତ ହୋଇଥିବା ସୂଚନା। ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।
powered by social2s