ସୁପ୍ରିମକୋର୍ଟରେ ନିଯୁକ୍ତି ପାଇଲେ ୫ ନୂଆ ବିଚାରପତି

ଦେଶ / ବିଦେଶ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ନୂଆଦିଲ୍ଲୀ : ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ଦେଲେ କେନ୍ଦ୍ର ସରକାର। କଲେଜିୟମଙ୍କ ସୁପାରିସ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ ମିଳିଛି। ନିଯୁକ୍ତି ନେଇ ଆଇନ୍ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି। ସୁପ୍ରିମକୋର୍ଟରେ କାର୍ଯ୍ୟକାରୀ ବିଚାରପତି ସଂଖ୍ୟା ୩୭କୁ ବୃଦ୍ଧି ପାଇଛି।

powered by social2s