ସବୁ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ରର ଚିଠି

ଦେଶ / ବିଦେଶ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: କୋଭିଡ଼ ସଂକ୍ରମଣ କୁ ଦୃଷ୍ଟି ରେ ରଖି ଅସ୍ଥାୟୀ ହସ୍ପିଟାଲ ନିର୍ମାଣ କରିବା ପାଇଁ ସବୁ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ରର ଚିଠି।ଘରେ ପୃଥଜବାସରେ ଥିବା ରୋଗୀଙ୍କର ନିୟମିତ ନିରୀକ୍ଷଣ।ସ୍ୱତନ୍ତ୍ର ଡାକ୍ତରୀ ଟିମ ଗଠନ,କଣ୍ଟ୍ରୋଲ ରୁମ କାର୍ଯ୍ୟକ୍ଷମ କରିବାକୁ ପରାମର୍ଶ ଦେଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ।

powered by social2s