ଶପଥ ନେଲେ ନୂଆ ରାଷ୍ଟ୍ରପତି

ଦେଶ / ବିଦେଶ
Typography
  • Smaller Small Medium Big Bigger
  • Default Helvetica Segoe Georgia Times
 
 
 
 
 
ନୂଆଦିଲ୍ଲୀ: ନୂଆ ରାଷ୍ଟ୍ରପତି ଭାବେ ଶପଥ ନେଲେ ଭାରତର ପ୍ରଥମ ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁ।
ଶପଥ ପାଠ କରାଇଲେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏନଭି ରମଣା। ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ଲୋକସଭା ବାଚସ୍ପତି ଓମ୍ ବିର୍ଲା ଓ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ।
 
 
 
 
 
powered by social2s