ଜଗଦୀପ ଧନଖଡ଼ ଭାରତର ଉପରାଷ୍ଟ୍ରପତି ନିର୍ବାଚିତ

ଦେଶ / ବିଦେଶ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 ନୂଆଦିଲ୍ଲୀ:  NDA ପାର୍ଥୀ ଜଗଦୀପ ଧନଖଡ଼ ଭାରତର ନୂତନ ଉପରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି।ମୋଟ ୭୨୫ ଜଣ ସାଂସଦ ଭୋଟ୍ ଦେଇଥିବା ବେଳେ ଜଗଦୀପ ଧନଖଡ଼ ୫୨୮ ଖଣ୍ଡ ଭୋଟ୍ ପାଇ ବିଜୟୀ ହୋଇଛନ୍ତି। ମିଳିତ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ମିଳିଛି ୧୮୨ ଖଣ୍ଡ ଭୋଟ୍ ଓ ୧୫ଟି ଭୋଟ୍ ନାକଚ ହୋଇଯାଇଥିବା ସୂଚନା ମିଳିଛି।

powered by social2s