ଓଡ଼ିଶାରେ PMAY ଅନିୟମିତତା ପାଇଁ ପ୍ରତିଉତ୍ତର ଦେଲେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ

ଦେଶ / ବିଦେଶ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଓଡ଼ିଶାରେ PMAY ଅନିୟମିତତା ପାଇଁ ପ୍ରତିଉତ୍ତର ଦେଲେ କେନ୍ଦ୍ରମନ୍ତ୍ରୀ। ବାତ୍ୟା ଫନି ଦ୍ୱାରା କ୍ଷତିଗ୍ରସ୍ତ ୩୭% ଲୋକଙ୍କୁ PMAY ଘର ମିଳିନି। ବ୍ୟାପକ ଅନିୟମିତତା ହୋଇଛି ବୋଲି କହିଲେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ।ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଆଦୌ ସ୍ୱଚ୍ଛତା ନାହିଁ।ବ୍ୟାପକ ଅନିୟମିତତା ହୋଇଛି, ଉପଯୁକ୍ତ ହିତାଧିକାରୀ ପାଇନାହାନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଓ ପଞ୍ଚାୟତିରାଜ ମନ୍ତ୍ରୀ ଅମାତଙ୍କ ଉପସ୍ଥିତିରେ ଏପରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ।

powered by social2s