ନୂଆଦିଲ୍ଲୀ: ଦେଶବାସୀଙ୍କୁ ସମ୍ବୋଧନ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ସମ୍ବୋଧନ କଲେ ରାଷ୍ଟ୍ରପତି । ଦେଶ ସ୍ୱାଧୀନ ହେବାର ୭୫ ବର୍ଷ ପୂରିଛି ଭାରତରେ ଗଣତନ୍ତ୍ର ମଜଭୁତ ହେବାରେ ଲାଗିଛି ବୋଲି କହିଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ସେ ମଧ୍ଯ କହିଛନ୍ତି ଯେ ୨୦୪୭ ସୁଦ୍ଧା ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ୱପ୍ନ ପୂରଣ କରିବୁ।ଆମେ ଦାରିଦ୍ର୍ୟ ଓ ଅଶିକ୍ଷା ବିରୋଧରେ ଲଢ଼େଇ ଲଢ଼ିଛୁ। ଆଜି ସାରା ବିଶ୍ୱ ଦେଖୁଛି ଭାରତର ଉଦୟ ।
powered by social2s

