ନୂଆଦିଲ୍ଲୀ: ଆଜି ଦେଶର ୭୫ଟି ଜିଲ୍ଲାରେ ଡିଜିଟାଲ ବ୍ୟାଙ୍କିଙ୍ଗ ୟୁନିଟ୍ (DBU) ଲୋକାର୍ପଣ କରାଯିବ। DBU ଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି। ଡିଜିଟାଲ ବ୍ୟାଙ୍କିଙ୍ଗ୍ କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଲାଗି ପଦକ୍ଷେପ ନେଇଛନ୍ତି କେନ୍ଦ୍ରସରାକାର।
powered by social2s

