ନୂଆଦିଲ୍ଲୀ: ଭାରତର ୭ଟି ରାଜ୍ୟରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଭୁକମ୍ପରେ ଥରିଲା ରାଜଧାନୀ ଦିଲ୍ଲୀ-ଏନସିଆର । ଉତ୍ତରପ୍ରଦେଶ, ବିହାର, ଉତ୍ତରାଖଣ୍ଡ, ମଧ୍ୟପ୍ରଦେଶ, ହିମାଚଳ ଓ ଜାମ୍ମୁ-କାଶ୍ମୀରରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଛି। ବିଳମ୍ବିତ ରାତି ୨ଟା ରେ ଭୂକମ୍ପ ଅନୁଭୁତ ହୋଇଥିବା ସୂଚନା। ଭୁକମ୍ପର କେନ୍ଦ୍ରସ୍ଥଲ ରହିଛି ନେପାଳ। ନେପାଳରେ ୬.୩ ତୀବ୍ରତାର ଭୂକମ୍ପ ଅନୁଭୂତ। ଏଥିରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି।
powered by social2s

