ଶପଥ ଗ୍ରହଣ କଲେ ସୁପ୍ରିମକୋର୍ଟର ନୂତନ ପ୍ରଧାନ ବିଚାରପତି

ଦେଶ / ବିଦେଶ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ୍ ଡି. ୱାଇ ଚନ୍ଦ୍ରଚୂଡ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨ ବର୍ଷ ଯାଏଁ ପଦରେ ଅବସ୍ଥାପିତ ରହିବେ ଜଷ୍ଟିସ୍ ଡି. ୱାଇ ଚନ୍ଦ୍ରଚୂଡ। ସେ ୨୦୧୪ରେ ସୁପ୍ରିମକୋର୍ଟ ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ।

powered by social2s