ନୂଆଦିଲ୍ଲୀ: ଦିଲ୍ଲୀ ଚାନ୍ଦିନୀଚୌକର ଏକ ମାର୍କେଟ ପ୍ୟାଲେସରେ ଅଗ୍ନିକାଣ୍ଡ ହୋଇଛି। ଅଗ୍ନିକାଣ୍ଡରେ ପ୍ରାୟ ୫୦ ଟି ଦୋକାନ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଦୁଇଟି ମହଲା ସଂପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି। କାଲି ରାତିରୁ ନିଆଁ ଲାଗିଛି। ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି ୧୫୦ ଟି ଦମକଳ ଗାଡ଼ି।
powered by social2s

