ପ୍ରଧାନମନ୍ତ୍ରୀଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହେଲା କରୋନା ସମୀକ୍ଷା ବୈଠକ

ଦେଶ / ବିଦେଶ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ଯକ୍ଷତାରେ କରୋନା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଭାଗୀୟ ମନ୍ତ୍ରୀ, ସଚିବ, ବରିଷ୍ଠ ଅଧିକାରୀ ସାମିଲ ଥିଲେ। ଭାରତରେ ବର୍ତ୍ତମାନର କରୋନା ସ୍ଥିତି ଓ ମୁକାବିଲା ନେଇ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।

powered by social2s