ନେପାଳ ବିମାନ ଦୁର୍ଘଟଣାରେ ସମସ୍ତ ୭୨ ଜଣ ମୃତ; ମୃତକଙ୍କ ମଧ୍ୟରେ ଅଛନ୍ତି ୫ ଭାରତୀୟ

ଦେଶ / ବିଦେଶ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ନେପାଳ: ନେପାଳ ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦରରେ ହୋଇଥିବା ବିମାନ ଦୁର୍ଘଟଣାରେ ସମସ୍ତ ୭୨ ଜଣଙ୍କ ମୃତଦେହ ଉଦ୍ଧାର ହୋଇସାରିଥିବା ସୂଚନା । ମୃତକଙ୍କ ମଧ୍ୟରେ ୫ଜଣ ଭାରତୀୟ ଓ ୧୦ ଜଣ ବିଦେଶୀ ଯାତ୍ରୀ ଥିବା ଜଣାପଡିଛି ।

powered by social2s