ଭାରତ ଗସ୍ତରେ ଜାପାନ ପ୍ରଧାନମନ୍ତ୍ରୀ

ଦେଶ / ବିଦେଶ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ନୂଆଦିଲ୍ଲୀ: ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିସିଦା। ଜାପାନର ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରେ ପହଞ୍ଚିବା ପରେ କେନ୍ଦ୍ରମନ୍ତ୍ରୀ ଚନ୍ଦ୍ରଶେଖର ତାଙ୍କର ସ୍ୱାଗତ କରିଥିଲେ।

powered by social2s