ଜାନୁଆରୀ ୨୯ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ

ଦେଶ / ବିଦେଶ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ନୂଆଦିଲ୍ଲୀ: ଜାନୁଆରୀ ୨୯ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ। ଫେବ୍ରୁଆରୀ ୧୫ ପର୍ଯ୍ୟନ୍ତ ଚାଲିବ ପ୍ରଥମ ପର୍ଯ୍ୟାୟ ଅଧିବେଶନ। ଫେବ୍ରୁଆରୀ ୧ ରେ ସଂସଦରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ ।

 

ମାର୍ଚ୍ଚ ୮ରୁ ଚାଲିବ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ। 

 

ଦୈନିକ ୪ ଘଣ୍ଟା ପାଇଁ ସଂସଦର ଉଭୟ ଗୃହ କାର୍ଯ୍ୟ କରିବ ବୋଲି ସୂଚନା ମିଳିଛି।

powered by social2s