କମର୍ସିଆଲ ଗ୍ୟାସ୍ ସିଲିଣ୍ଡର୍ ଦର ବୃଦ୍ଧି

ଦେଶ / ବିଦେଶ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଭାରତ ରେ କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ଦର ୭ ଟଙ୍କା ବୃଦ୍ଧି ପାଇଛି |

ଦିଲ୍ଲୀରେ ୧୯ କେଜି ସିଲିଣ୍ଡର ଦର ଏବେ ୧୭୮୦ ଟଙ୍କା ଦରରେ ବିକ୍ରୟ ହେଉଛି|

ତେବେ ଘରୋଇ ଗ୍ୟାସ୍ ସିଲିଣ୍ଡର ଦର ଅପରିବର୍ତ୍ତିତ ରହିଛି |

 

powered by social2s