ଆଜି ଚନ୍ଦ୍ର ପୃଷ୍ଟରେ ପାଦ ଥାପିବ ଚନ୍ଦ୍ରଯାନ-୩

ଦେଶ / ବିଦେଶ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଆଜିର ଐତିହାସିକ ମୁହୂର୍ତ୍ତକୁ ଅପେକ୍ଷା, ଆଜି ଚନ୍ଦ୍ର ପୃଷ୍ଟରେ ପାଦ ଥାପିବ ‘ଚନ୍ଦ୍ରଯାନ-୩’ | ସଂଧ୍ୟା ୬ଟା ୪ ମିନିଟ୍‌ରେ ଚନ୍ଦ୍ରରେ ଅବତରଣ କରିବ ‘ଚନ୍ଦ୍ରଯାନ-୩’ । ଚନ୍ଦ୍ରର ଦକ୍ଷିଣ ମେରୁରେ ସଫ୍ଟ ଲ୍ୟାଣ୍ଡିଂ କରି ଇତିହାସ ରଚିବ ଭାରତ|ଚନ୍ଦ୍ରଯାନ-୩’ର ଲ୍ୟାଣ୍ଡିଂକୁ ନେଇ ସାରା ବିଶ୍ୱ ଅପେକ୍ଷାରତ ରହିଛି|ମିଶନ ଚନ୍ଦ୍ରଯାନ-୩ର ସଫଳତା ପାଇଁ ସବୁଠି ଚାଲିଛି ପୂଜାର୍ଚ୍ଚନା। ଚନ୍ଦ୍ରଯାନ-୩ ଲ୍ୟାଣ୍ଡିଂ ବେଳେ ଭିସିରେ ଯୋଡ଼ି ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦ.ଆଫ୍ରିକାରୁ ଭିସିରେ ଯୋଡ଼ି ହେବେ ପ୍ରଧାନମନ୍ତ୍ରୀ ।

powered by social2s