କରୋନା ଟୀକାକରଣ ରେ ୯୭ ପ୍ରତିଶତ ଲୋକ ସନ୍ତୁଷ୍ଟ

ଦେଶ / ବିଦେଶ
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

ନୂଆଦିଲ୍ଲୀ: କରୋନା ଟୀକାକରଣ ରେ ଭାରତର ୯୭ ପ୍ରତିଶତ ଲୋକ ସନ୍ତୁଷ୍ଟ ଥିବା ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ।

 

ଦେଶରେ ବର୍ତମାନ ସୁଦ୍ଧା ୬୫ ଲକ୍ଷ୍ୟରୁ ଅଧିକ ଲୋକ ନେଇସାରିଲେଣି ଟୀକା।

 

ସବୁ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଂଚଳରେ ମାର୍ଚ୍ଚ ୧ ସୁଦ୍ଧା ସମସ୍ତ ଆଗ ଧାଡି଼ର କର୍ମୀ ମାନଙ୍କୁ ଟୀକା ଦେବା ପ୍ରକ୍ରିୟା ଶେଷ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

   

 

powered by social2s