• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
26
Sun, Oct
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

    • ଦେଶ / ବିଦେଶ
      Details
      Dec 27 2021

      Caution against Ed-tech companies

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

୮୧ ବର୍ଷରେ ବିଗ୍ ବି

Details
Odia Ray Admin
News
11 October 2023

ଭୁବନେଶ୍ୱର: ଆଜି ୮୧ ବର୍ଷରେ ପଦାର୍ପଣ କରିଛନ୍ତି ବିଗ୍ ବି ଅମିତାଭ ବଚ୍ଚନ। ଗତ କାଲି ରାତିରେ ବିଗ୍ ବିଙ୍କ ଘର ସାମ୍ନାରେ ଫ୍ୟାନ୍ସଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଫ୍ୟାନ୍ସ ମାନଙ୍କ ସହ ଜନ୍ମଦିନ ପାଳନ କଲେ ଅମିତାଭ ବଚ୍ଚନ। ଫ୍ୟାନ୍ସଙ୍କ ଦାବି ବିଗ୍ ବିଙ୍କୁ ମିଳୁ ଭାରତରତ୍ନ।

powered by social2s

ଓଡ଼ିଶାର ସ୍କୁଲରେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ

Details
Odia Ray Admin
News
08 August 2023

ଭୁବନେଶ୍ୱର : ଓଡ଼ିଶାର ଉଭୟ ସରକାରୀ ଓ ବେସରକାରୀ ସ୍କୁଲରେ ଛାତ୍ରଛାତ୍ରୀଙ୍କ ନାମଲେଖା ପାଇଁ ଆଧାର ବାଧ୍ୟତାମୂଳକ ନୁହେଁ । ସ୍କୁଲରେ ନାମଲେଖା ପାଇଁ ଆଧାର କାର୍ଡ ଜରୁରୀ ନୁହେଁ । ଏନେଇ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଲେ ଗଣଶିକ୍ଷା ସଚିବ । ଆଧାର କାର୍ଡ ଥାଉ ବା ନଥାଉ ସ୍କୁଲରେ ନାମ ଲେଖାଇ ପାରିବେ| ନାମଲେଖା ପରେ ଛାତ୍ରଛାତ୍ରୀ ଆଧାର ପ୍ରସ୍ତୁତ କରି ଜମା କରିପାରିବେ । କିଛି ସ୍କୁଲରେ ପ୍ରଧାନ ଶିକ୍ଷକ ଆଧାର ଦାବି କରିବା ଦୃଷ୍ଟିକୁ ଆସିଛି । ଏଥିପାଇଁ ସବୁ ପ୍ରଧାନ ଶିକ୍ଷକଙ୍କୁ ଅବଗତି ପାଇଁ DEOଙ୍କୁ ଗଣଶିକ୍ଷା ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

powered by social2s

ଗଭୀର ଅବପାତର ରୂପ ନେଲା ବାତ୍ୟା ‘ମୋନ୍ଥା’

Details
Odia Ray Admin
ଓଡିଶା
26 October 2025

ଭୁବନେଶ୍ବର: ଗଭୀର ଅବପାତର ରୂପ ନେଲା ବାତ୍ୟା ‘ମୋନ୍ଥା’। ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ଅକ୍ଟୋବର ୨୮ରେ ଭୀଷଣ ବାତ୍ୟାର ରୂପ ନେବା ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଭୀଷଣ ବାତ୍ୟାର ରୂପ ନେଇ ୨୮ ରାତିରେ ଆନ୍ଧ୍ରର କାକିନାଡ଼ାରେ ଲ୍ୟାଣ୍ଡଫଲ କରିବା ସମ୍ଭାବନା ରହିଛି। ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ୯୦ରୁ ୧୧୦ କିମି ରହିବ। ପ୍ରଭାବରେ ଓଡ଼ିଶାରେ ୨୭ରୁ ୩୦ ଯାଏ ପ୍ରବଳ ବର୍ଷିବ ।

powered by social2s

ଆହାର ପାଇଁ ୫୧୨ କୋଟି

Details
Odia Ray Admin
ଓଡିଶା
25 October 2025

ଭୁବନେଶ୍ବର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୪ଟି ବିଭାଗର ୫ଟି ପ୍ରସ୍ତାବ ପାରିତ ହୋଇଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି ଯେ ‘ଆହାର’ ପାଇଁ ଏଣିକି ବ୍ୟୟ ବହନ କରିବେ ରାଜ୍ୟ ସରକାର। ୨୦୨୫-୨୬ରୁ ୨୦୨୯-୩୦ ପର୍ଯ୍ୟନ୍ତ ୫ ବର୍ଷରେ ବ୍ୟୟ ହେବ ୫୧୨ କୋଟି। ‘ଆହାର’ ଭୋଜନ ମୂଲ୍ୟ ୨୩ ଟଙ୍କାରୁ ୨୭ ଟଙ୍କା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ମାତ୍ର ହିତାଧିକାରୀଙ୍କ ଅବଦାନ ୫ ଟଙ୍କାରେ ଅପରିବର୍ତ୍ତିତ ରହିଛି। ରାଜ୍ଯ ସରକାର ‘ଆହାର’ ବାବଦକୁ ସବସିଡିରେ ୨୨ ଟଙ୍କା ବହନ କରିବେ।

powered by social2s

ଢେଙ୍କାନାଳ କପିଳାସ ପୀଠରେ ଜାଗର ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Details
Odia Ray Admin
News
24 February 2022

ଢେଙ୍କାନାଳ: ଢେଙ୍କାନାଳ କପିଳାସ ପୀଠରେ ଜାଗର ଯାତ୍ରାର ସୁପରିଚାଳନା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜି ପୂର୍ବାହ୍ନରେ କପିଳାସ ଫରେଷ୍ଟ ଡାକବଙ୍ଗଳା ଜିଲ୍ଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥବା ଏହି ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ, କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ବହାର ଜିଲ୍ଲାର ଶ୍ରଦ୍ଧାଳୁ ମାନଙ୍କୁ କପିଳାସ ପୀଠକୁ ଆସିବା ପାଇଁ ବାରଣ କରାଯାଇଛି। ସ୍ଥାନୀୟ ଯାତ୍ରୀ ମାନେ ପୀଠକୁ ଆସିଲେ ନିଜ ସହିତ ଆଧାର କାର୍ଡ ଆଣିବାକୁ ପରାମର୍ଶ ଦିଆଯାଇଛି। ସରକାରୀ କାର୍ଯ୍ୟ ଏବଂ ଯାତ୍ରାରେ ନିୟୋଜିତ ଜାନ ବାହାନ ବ୍ୟତୀତ ବିନା ଅନୁମତିରେ କୌଣସି ଜାନ ବାହାନ ପୀଠକୁ ଯାଇପାରିବ ନାହିଁ। ପୀଠର ବାରବାଙ୍କ ରାସ୍ତା ଓ ପାହାଚ ରାସ୍ତା ପର୍ଯ୍ୟନ୍ତ ଆଲୋକ ବ୍ୟବସ୍ଥା କରାଯିବ। ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ପୀଠକୁ ପରିସ୍କାର ପରିଛନ୍ନ ରଖିବା ସହିତ ପ୍ଲାଷ୍ଟିକ ଏବଂ ପଲିଥିନ ବ୍ୟବହାର ସମ୍ପୁର୍ଣ୍ଣ ନିଷେଧ କରାଯାଇଛି। କପିଳାସ ପୀଠ ପରିସରକୁ ବିଶୋଧନ କରାଯିବା ସହିତ ଆସୁ ଚିକିତ୍ସା କେନ୍ଦ୍ର ଖୋଲା ଯିବ। ଯାତ୍ରୀଙ୍କ ସୁବିଧା ପାଇଁ ୩ଟି ପାଣି ଟ୍ୟାଙ୍କର ବ୍ୟବସ୍ଥା କରାଯାଇଛି। ଏହି ଅବସରରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୋଭିଡ ଟୀକାକରଣ ନିମନ୍ତେ ଶିବିର ଖୋଲାଯିବ। ଯାତ୍ରୀଙ୍କ ସହଯୋଗ ନିମନ୍ତେ ସ୍ଥାନୀୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ସ୍ବେଚ୍ଛାସେବୀ ଭାବେ କାର୍ଯ୍ୟ କରିବେ। ଏ ବର୍ଷ ମହାପ୍ରଭୁଙ୍କ ନାଗାବରଣ ବେଶ ଅନୁଷ୍ଠିତ ହେବ। ଭୋର ୪ ଟା ରୁ ୪:୨୦ ମଧ୍ୟରେ ଉଠିବ ମହାଦୀପ।

powered by social2s

ବକ୍ସି ଜଗବନ୍ଧୁ ଇଂରାଜୀ ମାଧ୍ୟମ ବିଦ୍ୟାଳୟ- ୨ ରେ ବାର୍ଷିକ ପ୍ରଦର୍ଶନୀ 'ସୃଜନ ସଙ୍ଗମ' ସଫଳତାର ସହିତ ଅନୁଷ୍ଠିତ

Details
Odia Ray Admin
ଓଡିଶା
25 October 2025

ଭୁବନେଶ୍ବର: ଭୁବନେଶ୍ବର ଉପକଣ୍ଠରେ ସତ୍ୟଭାମାପୁର ସ୍ଥିତ ବକ୍ସି ଜଗବନ୍ଧୁ ଇଂରାଜୀ ମାଧ୍ୟମ ବିଦ୍ୟାଳୟ-୨ ରେ ବାର୍ଷିକ ପ୍ରଦର୍ଶନୀ "ସୃଜନ ସଙ୍ଗମ ୨୦୨୫'' ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏଲ.କେଜି. ଠାରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଗଣିତ, ବିଜ୍ଞାନ, ସାମାଜିକ ବିଜ୍ଞାନ,ସଂସ୍କୃତ,ଓଡ଼ିଆ, ହିନ୍ଦୀ, ଇଂରାଜୀ, କଳା ଏବଂ ଅନ୍ୟାନ୍ୟ ବିଷୟଗୁଡ଼ିକରେ ସେମାନଙ୍କର ପ୍ରକଳ୍ପ ପ୍ରଦର୍ଶନ କରିଥିଲେ। ଏହି ପ୍ରଦର୍ଶନୀରେ ୨୦୦ ରୁ ଅଧିକ ଆକର୍ଷଣୀୟ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ପ୍ରଦର୍ଶନୀରେ ପିଲାମାନଙ୍କର ନବସୃଜନ, କଳ୍ପନା ଏବଂ କଠିନ ପରିଶ୍ରମ ସ୍ପଷ୍ଟ ଭାବରେ ପ୍ରତିଫଳିତ ହୋଇଥିଲା। ତାସହିତ ବିଦ୍ୟାଳୟରେ ଅଟଳ ଟିଙ୍କରିଂ ଲ୍ୟାବ୍ ଏକ ବିଶେଷ ଆକର୍ଷଣ ଥିଲା ଏଥିରେ ପ୍ରଦର୍ଶନୀରେ ଅନ୍ୟ ଦଶଟି ସ୍କୁଲର ଛାତ୍ରଛାତ୍ରୀ, ବିଶେଷକରି ସରକାରୀ ସ୍କୁଲର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ। ବିଶେଷଜ୍ଞମାନେ ପିଲାମାନଙ୍କୁ ନୂତନ ଉଦ୍ଭାବନ ଏବଂ ଗବେଷଣା ବିଷୟରେ ସୂଚନା ପ୍ରଦାନ କରିଥିଲେ। ବିଷୟ ବିଶେଷଜ୍ଞଙ୍କ ଦ୍ୱାରା ବିଭିନ୍ନ ବିଷୟର ପ୍ରକଳ୍ପଗୁଡ଼ିକର ମୂଲ୍ୟାଙ୍କନ କରାଯାଇଥିଲାଏବଂ ସେମାନେ ପିଲାମାନଙ୍କ ସୃଜନଶୀଳ କାର୍ଯ୍ୟର ପ୍ରଶଂସା କରିଥିଲେ ଏବଂ ସେମାନଙ୍କ ବର୍ଗ ଅନୁଯାୟୀ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ପାଇଁ ପ୍ରତିଭାବାନ ଛାତ୍ରଛାତ୍ରୀଙ୍କୁ ଚୟନ କରିଥିଲେ। ଏହି ଅବସରରେ, ବିଦ୍ୟାଳୟର ସଭାପତି ଶ୍ରୀଯୁକ୍ତ ରଘୁନାଥ ମିଶ୍ର ଏବଂ ମୁଖ୍ୟ ଅତିଥି ଡ଼ଃ ଶିଶିର ମନ୍ତ୍ରୀ , (ସିଏସଆଇଆର - ଖଣିଜ ଏବଂ ସାମଗ୍ରୀ ପ୍ରଯୁକ୍ତି ପ୍ରତିଷ୍ଠାନର ବରିଷ୍ଠ ବୈଜ୍ଞାନିକ) ପିଲାମାନଙ୍କୁ ଉତ୍ସାହିତ କରିଥିଲେ ଏବଂ କହିଥିଲେ ଯେ ଏପରି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବୈଜ୍ଞାନିକ ଦୃଷ୍ଟିକୋଣ ଏବଂ ସୃଜନଶୀଳ ଚିନ୍ତାଧାରା ବିକଶିତ କରିଥାଏ। "ସୃଜନ ସଙ୍ଗମ 2025" ଛାତ୍ରଛାତ୍ରୀଙ୍କ ଆତ୍ମବିଶ୍ୱାସ, ପ୍ରତିଭା ଏବଂ ସୃଜନଶୀଳତାକୁ ପ୍ରକାଶ କରିଥିଲା ​। ଏହି ଅବସରରେ ବିଜେ.ଶିକ୍ଷା ପରିଷଦର ସମ୍ପାଦକ ଶ୍ରୀଯୁକ୍ତ ପ୍ରତାପ କୁମାର ଜେନା , ଉପସଭାପତି ଡ଼ଃ ନିରଞ୍ଜନ ସାହୁ ,ବିଦ୍ୟାଳୟର ପରିଚାଳକ ଶ୍ରୀଯୁକ୍ତ ଶିଶିର ରାଓ, ସହପରିଚାଳକ ଶ୍ରୀମତୀ ନମିତା ରାଉତ, ଅଧ୍ୟକ୍ଷ ଶ୍ରୀଯୁକ୍ତ ବରଦା ପ୍ରସାଦ ପାଇକରାୟ, ଉପାଧ୍ୟକ୍ଷ ଡ଼ଃ ମନୋରଞ୍ଜନ ବେଜ, ସମସ୍ତ ପ୍ରଶାସନିକ ପର୍ଯ୍ୟବେକ୍ଷକ ,ବିଜେ. ଶିକ୍ଷା ପରିଷଦର ସମସ୍ତ ବରେଣ୍ୟ ସଦସ୍ୟ ଏବଂ ଉପସ୍ଥିତ ସମସ୍ତ ଅଭିଭାବକମାନେ ପିଲାମାନଙ୍କୁ ଉତ୍ସାହିତ କରିଥିଲେ ଏବଂ କହିଥିଲେ ଯେ ଏପରି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବୈଜ୍ଞାନିକ ଦୃଷ୍ଟିକୋଣ ଏବଂ ସୃଜନଶୀଳ ଚିନ୍ତାଧାରା ବିକଶିତ କରିଥାଏ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ସମସ୍ତ କର୍ମକର୍ତ୍ତା ମାନଙ୍କ ଦ୍ୱାରା କାର୍ଯ୍ୟକ୍ରମ ସଫଳ ମଣ୍ଡିତ ହୋଇପାରିଥିଲା। ଶେଷରେ ପୁରସ୍କାର ବଣ୍ଟନ ଏବଂ ଧନ୍ୟବାଦ ଅର୍ପଣ ସହିତ କାର୍ଯ୍ୟକ୍ରମ ଶେଷ ହୋଇଥିଲା।

powered by social2s

ସନ୍ଥ ରାଜିନ୍ଦର ସିଂ ଜୀ ମହାରାଜଙ୍କ ୭୯ତମ ଜନ୍ମ ମହୋତ୍ସବ ଅବସରରେ ରକ୍ତଦାନ ଓ ନିଃଶୁଳ୍କ ସ୍ବାସ୍ଥ୍ୟ ପରୀକ୍ଷା ଶିବିର

Details
Odia Ray Admin
ଓଡିଶା
25 October 2025

ଭୁବନେଶ୍ୱର: ସନ୍ଥ ରାଜିନ୍ଦର ସିଂ ଜୀ ମହାରାଜଙ୍କ ୭୯ତମ ଜନ୍ମ ମହୋତ୍ସବ ଭୁବନେଶ୍ୱର କେନ୍ଦ୍ରରେ ଏକ ଶାନ୍ତ, ପବିତ୍ର ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। ଏହି ଅବସରରେ ସମସ୍ତ ଶ୍ରଦ୍ଧାଳୁ ଓ ସେବକମାନେ ଅପାର ଭକ୍ତି ଓ ଉତ୍ସାହ ର ସହିତ ଯୋଗଦେଇ ମହାରାଜଙ୍କ ଜନ୍ମ ଦିବସକୁ ଏକ ମାନବ ସେବା ଦିବସ ରୂପେ ପରିଣତ କରିଥିଲେ । ଏହହି ଉତ୍ସବରେ ମାନବ କଳ୍ୟାଣ ଉଦ୍ଦେଶ୍ୟରେ ଏକ ରକ୍ତଦାନ ଶିବିର ଓ ନିଶୁଲ୍କ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଆୟୋଜନ କରାଯାଇଥିଲା। ଏହି ଶିବିରରେ ଅନେକ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀମାନେ ସେବା ଦେଇଥିଲେ ଓ ଶତାଧିକ ଲୋକ ତାହାର ଲାଭ ଉଠାଇଥିଲେ। ମାନବ ସେବାକୁ ମହାସେବା ଭାବରେ ଗ୍ରହଣ କରି ସମସ୍ତ ସେବକମାନେ ଆତ୍ମସମର୍ପଣ ଭାବେ ଅଂଶଗ୍ରହଣ କରିଥିଲେ। ସନ୍ଧ୍ୟା ସମୟରେ ପ୍ରତିଭାଶାଳୀ ଶିଶୁ ଓ ଯୁବ ସେବକମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା, ଯେଉଁଥିରେ ଭକ୍ତି ସଂଗୀତ, ନୃତ୍ୟ, ଓ ଆଧ୍ୟାତ୍ମିକ ନାଟକ ଦ୍ୱାରା ସମସ୍ତେ ମନୋମୁଗ୍ଧ ହୋଇଥିଲେ। ପରେ ହୋଇଥିବା ଆଧ୍ୟାତ୍ମିକ ଆଲୋଚନା ସଭାରେ ବିଭିନ୍ନ ଆଧ୍ୟାତ୍ମିକ ବକ୍ତାମାନେ ଧ୍ୟାନ ଦ୍ୱାରା ମନୋଶାନ୍ତି, ଆନ୍ତରିକ ସମନ୍ୱୟ ଓ ଦିବ୍ୟତାର ସଂସ୍ପର୍ଶ କିପରି ପ୍ରାପ୍ତ ହୋଇପାରେ, ତାହା ଉପରେ ଗଭୀର ଭାବରେ ମତ ଅଭିବ୍ୟକ୍ତ କରିଥିଲେ। ଓଡ଼ିଶାର ବିଭିନ୍ନ ପ୍ରାନ୍ତ ଓ ଜିଲ୍ଲାରୁ ଅନେକ ଭକ୍ତ ଓ ଶ୍ରଦ୍ଧାଳୁ ଉକ୍ତ ଉତ୍ସବରେ ଯୋଗଦେଇ ମହାରାଜଙ୍କ ଦିବ୍ୟ ଉପଦେଶରୁ ପ୍ରେରିତ ହୋଇ ଆଧ୍ୟାତ୍ମିକ ଶାନ୍ତି ଓ ଆନନ୍ଦର ଅନୁଭବ କରିଥିଲେ।‌ ସମଗ୍ର ଅନୁଷ୍ଠାନ ଏକ ଆଦର୍ଶ ଆଧ୍ୟାତ୍ମିକ ପରିବେଶରେ, ଶିସ୍ତି, ଶାନ୍ତି ଓ ପ୍ରେମର ମହିମାରେ ସଫଳତାର ସହିତ ସମାପ୍ତ ହୋଇଥିଲା।

powered by social2s

More Articles ...

  1. ୨୮ ରାତିରେ ସ୍ଥଳଭାଗ ଛୁଇଁବ ବାତ୍ୟା
  2. ସାମ୍ଭାବ୍ୟ ବାତ୍ୟା ପାଇଁ ଟୋଲ ଫ୍ରି ନମ୍ବର ଜାରି କଲା ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ
  3. ସୃଷ୍ଟି ହେଲା ଅବପାତ
Page 1 of 1902
  • Start
  • Prev
  • 1
  • 2
  • 3
  • 4
  • 5
  • 6
  • 7
  • 8
  • 9
  • 10
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.