powered by social2s
୮୧ ବର୍ଷରେ ବିଗ୍ ବି
ଭୁବନେଶ୍ୱର: ଆଜି ୮୧ ବର୍ଷରେ ପଦାର୍ପଣ କରିଛନ୍ତି ବିଗ୍ ବି ଅମିତାଭ ବଚ୍ଚନ। ଗତ କାଲି ରାତିରେ ବିଗ୍ ବିଙ୍କ ଘର ସାମ୍ନାରେ ଫ୍ୟାନ୍ସଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଫ୍ୟାନ୍ସ ମାନଙ୍କ ସହ ଜନ୍ମଦିନ ପାଳନ କଲେ ଅମିତାଭ ବଚ୍ଚନ। ଫ୍ୟାନ୍ସଙ୍କ ଦାବି ବିଗ୍ ବିଙ୍କୁ ମିଳୁ ଭାରତରତ୍ନ।
powered by social2s
Scrub Typhus causes and treatment
powered by social2s
ଓଡ଼ିଶାର ସ୍କୁଲରେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ
ଭୁବନେଶ୍ୱର : ଓଡ଼ିଶାର ଉଭୟ ସରକାରୀ ଓ ବେସରକାରୀ ସ୍କୁଲରେ ଛାତ୍ରଛାତ୍ରୀଙ୍କ ନାମଲେଖା ପାଇଁ ଆଧାର ବାଧ୍ୟତାମୂଳକ ନୁହେଁ । ସ୍କୁଲରେ ନାମଲେଖା ପାଇଁ ଆଧାର କାର୍ଡ ଜରୁରୀ ନୁହେଁ । ଏନେଇ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଲେ ଗଣଶିକ୍ଷା ସଚିବ । ଆଧାର କାର୍ଡ ଥାଉ ବା ନଥାଉ ସ୍କୁଲରେ ନାମ ଲେଖାଇ ପାରିବେ| ନାମଲେଖା ପରେ ଛାତ୍ରଛାତ୍ରୀ ଆଧାର ପ୍ରସ୍ତୁତ କରି ଜମା କରିପାରିବେ । କିଛି ସ୍କୁଲରେ ପ୍ରଧାନ ଶିକ୍ଷକ ଆଧାର ଦାବି କରିବା ଦୃଷ୍ଟିକୁ ଆସିଛି । ଏଥିପାଇଁ ସବୁ ପ୍ରଧାନ ଶିକ୍ଷକଙ୍କୁ ଅବଗତି ପାଇଁ DEOଙ୍କୁ ଗଣଶିକ୍ଷା ସଚିବ ନିର୍ଦ୍ଦେଶ ଦେଇଛନ୍ତି ।
powered by social2s
Odisharay Breaking
powered by social2s
Odisharay Breaking News
powered by social2s
Odisharay Breaking
powered by social2s
