• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
27
Fri, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଉପମୁଖ୍ୟମନ୍ତ୍ରୀଙ୍କ ସହ ଜାତିସଂଘର ଆବାସିକ ସମନ୍ୱୟକାରୀଙ୍କ ସୌଜନ୍ୟମୂଳକ ସାକ୍ଷାତ; କୃଷି, ପର୍ଯ୍ୟଟନ ଏବଂ ଅକ୍ଷୟ ଶକ୍ତି କ୍ଷେତ୍ରରେ ସହଯୋଗ ନେଇ ଆଲୋଚନା

Details
Odia Ray Admin
ଓଡିଶା
05 May 2026

ଭୁବନେଶ୍ୱର: ଭାରତରେ ଜାତିସଂଘର ଆବାସିକ ସମନ୍ୱୟକାରୀ (UN Resident Coordinator) ମିଷ୍ଟର ଷ୍ଟିଫାନ ପ୍ରିସନର୍ ଆଜି ଲୋକସେବା ଭବନଠାରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ବୈଠକରେ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ ଉପସ୍ଥିତ ଥିଲେ। ଓଡ଼ିଶା ସରକାର ଏବଂ ଜାତିସଂଘ ମଧ୍ୟରେ ପ୍ରମୁଖ ବିକାଶମୂଳକ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଅଧିକ ସୁଦୃଢ଼ କରିବା ଉପରେ ଏହି ଆଲୋଚନା ହୋଇଥିଲା। ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଥିଲେ ଯେ, ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ 'ଆତ୍ମନିର୍ଭର ଭାରତ' ସଂକଳ୍ପକୁ ସାକାର କରିବା ପଥରେ ଭାରତ ଦୃଢ଼ ପଦକ୍ଷେପ ନେଉଛି ଏବଂ ଓଡ଼ିଶା କୃଷି, ଶିଳ୍ପ ତଥା ଅକ୍ଷୟ ଶକ୍ତି କ୍ଷେତ୍ରରେ ଅଭିବୃଦ୍ଧି ହାସଲ କରି ଏଥିରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖୁଛି। ରାଜ୍ୟ ସରକାର କୃଷିକୁ ସର୍ବୋଚ୍ଚ ପ୍ରାଥମିକତା ଦେଉଛନ୍ତି ବୋଲି ଉଲ୍ଲେଖ କରି ଶ୍ରୀ ସିଂହଦେଓ କହିଥିଲେ ଯେ, ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବା, ଜଳବାୟୁ ଅନୁକୂଳ ଚାଷ ପ୍ରଣାଳୀକୁ ପ୍ରୋତ୍ସାହନ ଦେବା ଏବଂ କୃଷି ମୂଲ୍ୟ ଶୃଙ୍ଖଳାକୁ ମଜବୁତ କରିବା ପାଇଁ ନିରନ୍ତର ପ୍ରୟାସ ଜାରି ରହିଛି। ଏହି ଆଲୋଚନାରେ ପର୍ଯ୍ୟଟନ ଓ ଐତିହ୍ୟ ପ୍ରସଙ୍ଗ ମଧ୍ୟ ପ୍ରାଧାନ୍ୟ ପାଇଥିଲା। ରାଜ୍ୟର ସମୃଦ୍ଧ ସାଂସ୍କୃତିକ ପରମ୍ପରା, ୟୁନେସ୍କୋ (UNESCO) ବିଶ୍ୱ ଐତିହ୍ୟ ସ୍ଥଳ ଏବଂ ରଣିପୁର-ଝରିଆଲ ଓ ହରିଶଙ୍କର ଭଳି ସମ୍ଭାବ୍ୟ ପର୍ଯ୍ୟଟନ ସ୍ଥଳଗୁଡ଼ିକର ସ୍ଥାୟୀ ବିକାଶ ଉପରେ ଗୁରୁତ୍ୱାରୋପ କରାଯାଇଛି । ଓଡ଼ିଶାର ଅନନ୍ୟ ଆଦିବାସୀ ଓ ସାଂସ୍କୃତିକ ପରମ୍ପରାକୁ ସୁରକ୍ଷିତ ରଖି ଏହାକୁ ଏକ ବିଶ୍ୱସ୍ତରୀୟ ପର୍ଯ୍ୟଟନ ସ୍ଥଳୀ ଭାବେ ଗଢ଼ିତୋଳିବା ପାଇଁ ସରକାର ପ୍ରତିବଦ୍ଧ ବୋଲି ଉପ-ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶାକୁ ଅକ୍ଷୟ ଶକ୍ତିର ଏକ କେନ୍ଦ୍ର ଭାବେ ଗଢ଼ିତୋଳିବା, ଗ୍ରାମୀଣ ଜୀବିକାକୁ ସୁଦୃଢ଼ କରିବା ଏବଂ ସ୍ଥାୟୀ ବିକାଶ ଲକ୍ଷ୍ୟ (SDG) ହାସଲ କରିବା ଦିଗରେ ଜାତିସଂଘର ସହଯୋଗ ନେଇ ଉଭୟ ପକ୍ଷ ଆଲୋଚନା କରିଥିଲେ। ମିଷ୍ଟର ଷ୍ଟିଫାନ ପ୍ରିସନର୍ ଓଡ଼ିଶାର କୃଷି ଏବଂ ଶକ୍ତି ପରିବର୍ତ୍ତନ କ୍ଷେତ୍ରରେ ହୋଇଥିବା ପ୍ରଗତିର ପ୍ରଶଂସା କରିଥିଲେ। ଏଥିସହ ବୈଷୟିକ ଜ୍ଞାନକୌଶଳ ହସ୍ତାନ୍ତର, ଦକ୍ଷତା ବୃଦ୍ଧି ଏବଂ ସମାବେଶୀ ବିକାଶ କ୍ଷେତ୍ରରେ ଜାତିସଂଘ ସହଭାଗୀ ହେବାକୁ ପ୍ରସ୍ତୁତ ବୋଲି ସେ ପ୍ରକାଶ କରିଥିଲେ। ଓଡ଼ିଶାର ବିକାଶ ଯାତ୍ରାକୁ ସ୍ଥାୟୀ ଏବଂ ଆତ୍ମନିର୍ଭରଶୀଳତାର ଏକ ମଡେଲ ଭାବେ ଗଢ଼ିତୋଳିବା ପାଇଁ ସହଯୋଗ ବୃଦ୍ଧି କରିବାକୁ ଉଭୟ ପକ୍ଷ ସଂକଳ୍ପବଦ୍ଧ ହୋଇଥିଲେ।

powered by social2s

ସ୍ପଞ୍ଜ ଆଇରନ କାରଖାନାରେ ୩ ଶ୍ରମିକଙ୍କ ମୃତ୍ୟୁ

Details
Odia Ray Admin
ଓଡିଶା
05 May 2026

ଅନୁଗୁଳ: ଅନୁଗୁଳ ଜିଲ୍ଲା ନିଶା ଥାନା ଅଞ୍ଚଳରେ ଥିବା ଏକ ସ୍ପଞ୍ଜ ଆଇରନ କାରଖାନାରେ ୩ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମେସିନ ସଫା କରୁଥିବା ସମୟରେ ଘଟଣା ଘଟିଥିବା ସୂଚନା। ହିନ୍ଦୋଳ ମେଡିକାଲ୍‌ରେ ମୃତ ଘୋଷଣା କଲେ ଡାକ୍ତର।

powered by social2s

ଯାଜପୁରରେ ଫୁଡ ପଏଜନିଂ ଘଟଣା: ସ୍ଵତନ୍ତ୍ର ଟିମ ଦ୍ଵାରା ଆକ୍ରାନ୍ତ ମାନଙ୍କ ଚିକତ୍ସା

Details
Odia Ray Admin
ଓଡିଶା
04 May 2026

ଭୁବନେଶ୍ଵର: ଯାଜପୁର ଜିଲ୍ଲାରେ ଫୁଡ ପଏଜନ ଘଟଣାରେ, ରାଜ୍ୟ ଏବଂ ଜିଲ୍ଲା ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷ ପରିସ୍ଥିତି ନିୟନ୍ତ୍ରଣ କରିବା ଏବଂ ଚିକିତ୍ସା ସୁନିଶ୍ଚିତ କରିବା ନିମନ୍ତେ ତୁରନ୍ତ ପଦକ୍ଷେପ ନେଇଛନ୍ତି । ବର୍ତ୍ତମାନ ସୁଦ୍ଧା, ମୋଟ ୧୦୨ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୮୩ ଜଣଙ୍କୁ ଚିକିତ୍ସା ପରେ ଡିସଚାର୍ଜ କରାଯାଇଛି । ଅବଶିଷ୍ଟ ୧୯ ଜଣ ରୋଗୀଙ୍କ ଚିକିତ୍ସା ଚାଲିଛି ସେମାନଙ୍କ ମଧ୍ୟରୁ ୩ ଜଣ ଶିଶୁ ୱାର୍ଡରେ ଏବଂ ୧୬ ଜଣ ବୟସ୍କ ୱାର୍ଡରେ ଆଡମିଟ ଅଛନ୍ତି । ଘଟଣା ଦିନ ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ , ଯାଜପୁର ଜିଲ୍ଲାପାଳ ଏବଂ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସହ ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା ପରିଦର୍ଶନ କରିଥିଲେ। ଚିକିତ୍ସା କରୁଥିବା ଡାକ୍ତର ମାନଙ୍କ ସହ କଥା ହୋଇ ସେ ଆକ୍ରାନ୍ତ ରୋଗୀମାନଙ୍କ ପରିସ୍ଥିତିକୁ ବିସ୍ତୃତ ଭାବରେ ବୁଝିଥିଲେ । ପରେ ସର୍କିଟ୍ ହାଉସରେ ସମାଧାନ ନିମନ୍ତେ ସମସ୍ତ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଏବଂ ସମସ୍ତଙ୍କୁ ତ୍ଵରିତ ଚିକିତ୍ସା ନିମନ୍ତେ ଆଦେଶ ଦେଇଥିଲେ । ଆକ୍ରାନ୍ତମାନଙ୍କ ଚିକତ୍ସା ନିମନ୍ତେ ଅତ୍ୟାବଶ୍ୟକୀୟ ଔଷଧ, ଓଆରଏସ ଏବଂ ଜରୁରୀକାଳୀନ ଯୋଗାଣର ପର୍ଯ୍ୟାପ୍ତ ପରିମାଣ ସୁନିଶ୍ଚିତ କରାଯାଇଛି । ସ୍ୱାସ୍ଥ୍ୟ କର୍ମଚାରୀମାନଙ୍କୁ ୨୪*୭ ରୋଗୀ ତଦାରଖ ଏବଂ ଚିକିତ୍ସା ପ୍ରୋଟୋକଲ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଖାଦ୍ୟ ସୁରକ୍ଷା କର୍ତ୍ତୃପକ୍ଷ ଯାଞ୍ଚ ଅଭିଯାନକୁ ତୀବ୍ର କରିବା ସହ ସଚେତନତା କରାଯାଉଛି । ଆକ୍ରାନ୍ତ ଅଞ୍ଚଳରୁ ଜଳ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠା ଯାଇଛି । ସ୍ୱାସ୍ଥ୍ୟ ବିଭାଗ ତରଫରୁ ଘଟଣା ଉପରେ ନଜର ରଖା ଯାଇଛି ।

powered by social2s

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନବୀକୃତ ସମ୍ମିଳନୀ କକ୍ଷର ଶୁଭାରମ୍ଭ

Details
Odia Ray Admin
ଓଡିଶା
04 May 2026

ଭୁବନେଶ୍ବର: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଲୋକସେବା ଭବନଠାରେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଦ୍ଵାରା ନବୀକୃତ ସମ୍ମିଳନୀ କକ୍ଷର ନୂତନ ଭାବେ ଶୁଭାରମ୍ଭ ହୋଇଯାଇଛି l ଏହି ଅବସରରେ ସକାଳୁ ଶୁଭ ବେଳାରେ ପାରମ୍ପରିକ ପୂଜା ଅନୁଷ୍ଠିତ ହେବା ସହ ମହାପ୍ରଭୁଙ୍କ ଆଶୀର୍ବାଦସ୍ଵରୁପ ଶ୍ରୀକ୍ଷେତ୍ରରୁ ମହାପ୍ରଭୁଙ୍କ କରପଲ୍ଲବ ଫୁଲ ଆସିଥିଲା l ସମ୍ମିଳନୀ କକ୍ଷକୁ ଶୁଭାରମ୍ଭ କରି ମାନ୍ୟବର ମନ୍ତ୍ରୀ ଖୁସି ବ୍ୟକ୍ତ କରିବା ସହ ଏହା ରାଜସ୍ୱ ବିଭାଗର ନବକଳେବରର ପ୍ରତୀକ ବୋଲି ମତପ୍ରକାଶ କରିଥିଲେ l ଏହି ଅବସରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ ଏହି ନବୀକୃତ ସମ୍ମିଳନୀ କକ୍ଷ ରାଜସ୍ୱ ବିଭାଗର ନୂତନ ସଂସ୍କାରମୂଳକ ପଦକ୍ଷେପମାନଙ୍କୁ ପ୍ରତିଫଳିତ କରୁଥିବା ବେଳେ ବିଭାଗର ସାମର୍ଥ୍ୟ ଏବଂ କାର୍ଯ୍ୟକାରିତା ବୃଦ୍ଧି କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ ବୋଲି ମତବ୍ୟକ୍ତ କରିଥିଲେ l ନବୀକୃତ ସମ୍ମିଳନୀ କକ୍ଷରେ ପ୍ରଥମ ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ବିଭିନ୍ନ ସଫଳତା, ପାରଦର୍ଶୀ କାର୍ଯ୍ୟକ୍ରମ ଏବଂ ଆଗାମୀ ଦିନମାନଙ୍କରେ ବିଭାଗର କାର୍ଯ୍ୟଧାରା ସମ୍ପର୍କରେ ଏକ ଉପସ୍ଥାପନା ପ୍ରଦର୍ଶିତ ହୋଇଥିଲା l ମାନ୍ୟବର ମନ୍ତ୍ରୀଙ୍କ ପରାମର୍ଶ ସହ ବିଭାଗର ବିଭିନ୍ନ ପ୍ରସଙ୍ଗରେ ସୁବିସ୍ତୃତ ଆଲୋଚନା ହୋଇଥିଲା l ଏହି ଅବସରରେ ନବୀକରଣ କାର୍ଯ୍ୟକୁ ସମ୍ପନ୍ନ କରିଥିବା ନିର୍ମାଣ ବିଭାଗର ଅଧିକାରୀଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା l ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମସ୍ତ ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ରହିଥିଲେ l

powered by social2s

କୃତ୍ରିମ ବୁଦ୍ଧିମତ୍ତା କ୍ଷେତ୍ରରେ ସ୍ଥାୟୀତ୍ୱ ମଡେଲ- ନ.୪. ପ୍ରତିରୂପ ସଙ୍କୋଚନ

Details
Odia Ray Admin
ଓଡିଶା
04 May 2026

ଭୁବନେଶ୍ୱର : ପ୍ରତିରୂପ (ମଡେଲ୍) ସଙ୍କୋଚନ ହେଉଛି ତାଲିମପ୍ରାପ୍ତ ନ୍ୟୁରାଲ୍ ନେଟୱାର୍କଗୁଡ଼ିକର ଆକାର ଏବଂ ଗଣନା ଜଟିଳତାକୁ ହ୍ରାସ କରିବା ପାଇଁ ବ୍ୟବହୃତ କୌଶଳଗୁଡ଼ିକର ଏକ ସେଟ୍, ଯାହା ସଠିକତାକୁ ଉଲ୍ଲେଖନୀୟ ଭାବରେ ହଇରାଣ ନକରି ସମ୍ବଳ-ସୀମିତ ଡିଭାଇସ୍ (ସ୍ମାର୍ଟଫୋନ୍, ଏଜ୍ ଡିଭାଇସ୍) ରେ ନିୟୋଜନକୁ ସକ୍ଷମ କରିଥାଏ। ମୁଖ୍ୟ ପଦ୍ଧତିଗୁଡ଼ିକ ମଧ୍ୟରେ ପ୍ରୁନିକରଣ, ପରିମାଣୀକରଣ, ଜ୍ଞାନ ପାତନକରଣ ଏବଂ ସ୍ଥାପତ୍ୟ ଡିଜାଇନ୍ ଅନ୍ତର୍ଭୁକ୍ତ, ପ୍ରାୟତଃ 80-95% ଆକାର ହ୍ରାସ ହାସଲ କରିଥାଏ। ପ୍ରମୁଖ ମଡେଲ୍ ସଙ୍କୋଚନ କୌଶଳ କ୍ୱାଣ୍ଟିକରଣ: ଏକ ମଡେଲର ଓଜନ ଏବଂ ସକ୍ରିୟକରଣରେ ସାଂଖ୍ୟିକ ମୂଲ୍ୟର ସଠିକତାକୁ ହ୍ରାସ କରେ (ଯଥା, 32-ବିଟ୍ ଫ୍ଲୋଟିଂ ପଏଣ୍ଟରୁ 8-ବିଟ୍ ପୂର୍ଣ୍ଣାଙ୍କ ପର୍ଯ୍ୟନ୍ତ), ଯାହା ମେମୋରୀ ପଦଚିହ୍ନକୁ ଯଥେଷ୍ଟ ହ୍ରାସ କରେ ଏବଂ ଅନୁମାନକୁ ତ୍ୱରାନ୍ୱିତ କରେ। ପ୍ରୁନିକରଣ: ଅନ୍ତିମ ଆଉଟପୁଟ୍ ପାଇଁ ସବୁଠାରୁ କମ୍ ଗୁରୁତ୍ୱପୂର୍ଣ୍ଣ ବିବେଚିତ ଅନାବଶ୍ୟକ କିମ୍ବା ଅନାବଶ୍ୟକ ପାରାମିଟର (ବ୍ୟକ୍ତିଗତ ଓଜନ କିମ୍ବା ସମ୍ପୂର୍ଣ୍ଣ ଫିଲ୍ଟର/ଚ୍ୟାନେଲ୍) ଅପସାରଣ କରେ, ଯାହା ଫଳରେ ଏକ ସ୍ପର୍ଶ ନେଟୱାର୍କ ସୃଷ୍ଟି ହୁଏ। ଜ୍ଞାନ ପାତନକରଣ: ଏକ ବଡ଼, ପୂର୍ବ-ପ୍ରଶିକ୍ଷିତ "ଶିକ୍ଷକ" ମଡେଲର ଆଉଟପୁଟ୍ ଆଚରଣକୁ ଅନୁକରଣ କରିବା ପାଇଁ ଏକ ଛୋଟ "ଛାତ୍ର" ମଡେଲକୁ ତାଲିମ ଦିଏ। ନିମ୍ନ-ସ୍ତର ଫ୍ୟାକ୍ଟରାଇଜେସନ୍: କମ୍ପ୍ୟୁଟେସନଲ୍ ଖର୍ଚ୍ଚ ହ୍ରାସ କରି ଛୋଟ ସହିତ ଆନୁମାନିକ ବଡ଼ ଓଜନ ମାଟ୍ରିକ୍ସ ପାଇଁ ମାଟ୍ରିକ୍ସ ବିଚ୍ଛିନ୍ନକରଣ ବ୍ୟବହାର କରେ। ଓଜନ ବଣ୍ଟନ / କ୍ଲଷ୍ଟରିଂ: ଏକତ୍ର ଓଜନକୁ ଗୋଷ୍ଠୀବଦ୍ଧ କରେ ଏବଂ ସେମାନଙ୍କୁ ସମାନ ମୂଲ୍ୟ ଅଂଶୀଦାର କରିବାକୁ ବାଧ୍ୟ କରେ, ଯାହା ସଂରକ୍ଷଣ ପାଇଁ ଆବଶ୍ୟକ ବିଟ୍ ସଂଖ୍ୟାକୁ ହ୍ରାସ କରେ। ମଡେଲ୍ ସଙ୍କୋଚନର ଲାଭ ଡିଭାଇସ୍ ଉପରେ ନିୟୋଜନ: ବଡ଼, ଜଟିଳ AI ମଡେଲଗୁଡ଼ିକୁ ମୋବାଇଲ୍ ଏବଂ IoT ଡିଭାଇସ୍ (ଧାର କମ୍ପ୍ୟୁଟିଂ) ରେ ଚାଲିବାକୁ ସକ୍ଷମ କରେ। ଦ୍ରୁତ ଅନୁମାନ: ବିଳମ୍ବତା ହ୍ରାସ କରେ, ଯାହା ଦ୍ରୁତ ମଡେଲ୍ ପ୍ରତିକ୍ରିୟା ପାଇଁ ନେତୃତ୍ୱ ନେଇଥାଏ। କମ ଖର୍ଚ୍ଚ: ତାଲିମ ଏବଂ ଅନୁମାନ ଉଭୟ ପାଇଁ ଆବଶ୍ୟକ କମ୍ପ୍ୟୁଟେସନାଲ୍ ସମ୍ବଳ, ମେମୋରୀ ଏବଂ ଶକ୍ତି ହ୍ରାସ କରେ। ଚ୍ୟାଲେଞ୍ଜ ସଠିକତା ହ୍ରାସ: ଆକ୍ରମଣାତ୍ମକ ସଙ୍କୋଚନ ମଡେଲ୍ କାର୍ଯ୍ୟଦକ୍ଷତାକୁ ହ୍ରାସ କରିପାରେ, ଯତ୍ନର ସହିତ ସୂକ୍ଷ୍ମ ଟ୍ୟୁନିଂ ଆବଶ୍ୟକ କରେ। ଜଟିଳତା: ପ୍ରୁନିଂ ଭଳି କୌଶଳଗୁଡ଼ିକ ପ୍ରାୟତଃ ପୁନରାବୃତ୍ତି ପ୍ରକ୍ରିୟାଗୁଡ଼ିକୁ ଅନ୍ତର୍ଭୁକ୍ତ କରେ ଯାହା ପାଇଁ ବ୍ୟାପକ ତାଲିମ ଏବଂ ହାଇପରପାରାମିଟର ଟ୍ୟୁନିଂ ଆବଶ୍ୟକ କରେ। ସୌଜନ୍ୟ: ବି-ସ୍କୁଲ୍ ଫୋରମ୍ SDAR, IIT-ଭୁବନେଶ୍ୱର ଗବେଷଣା ଏବଂ ଉଦ୍ୟୋଗ ପାର୍କ। www.unimindinfotech.com ଶ୍ରୀ ଗୌତମ ମହାନ୍ତି, ପରିଚାଳନା ବିଶ୍ଳେଷକ ଏବଂ ଲେଖକ, ଭୁବନେଶ୍ୱର।

powered by social2s

ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଦ୍ୱାରା ୭୯ ହଜାରରୁ ଉର୍ଦ୍ଧ୍ବ ବାଦ୍ ପଡ଼ିଥିବା ‘ସୁଭଦ୍ରା’ ହିତାଧିକାରୀଙ୍କୁ ୬୧ କୋଟିରୁ ଅଧିକ ଟଙ୍କା ପ୍ରଦାନ

Details
Odia Ray Admin
ଓଡିଶା
04 May 2026

ଭୁବନେଶ୍ୱର: ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ସୋମବାର ଦିନ ଭୁବନେଶ୍ୱରସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରୁ ଆଭାସୀ ମାଧ୍ୟମରେ ‘ସୁଭଦ୍ରା’ ଯୋଜନା ଅନ୍ତର୍ଗତ ପ୍ରଥମ, ଦ୍ଵିତୀୟ ଏବଂ ତୃତୀୟ କିସ୍ତିରୁ ବାଦ୍ ପଡ଼ିଯାଇଥିବା ୭୯ ହଜାରରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ ୬୧ କୋଟିରୁ ଅଧିକ ଟଙ୍କା ପ୍ରଦାନ କରିଛନ୍ତି, ଯାହା DBT ମାଧ୍ୟମରେ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଇଛି । ଏହା ସ୍ୱଚ୍ଛତା ଏବଂ ସଠିକ୍ ସମୟରେ ସହାୟତା ପ୍ରଦାନକୁ ନିଶ୍ଚିତ କରିଛି । ନିଷ୍କ୍ରିୟ NPCI ଲିଙ୍କେଜ୍, e-KYC ବାୟୋମେଟ୍ରିକ ତ୍ରୁଟି ଏବଂ ବାକି ଥିବା ଅଭିଯୋଗ ସମାଧାନ କାରଣରୁ ପ୍ରଥମ, ଦ୍ୱିତୀୟ କିମ୍ବା ତୃତୀୟ କିସ୍ତି ପାଇପାରି ନଥିବା ମହିଳାମାନେ ଏହି ତାଲିକାରେ ଅନ୍ତର୍ଭୁକ୍ତ ଅଛନ୍ତି । ସରକାରୀ ତଥ୍ୟ ଅନୁଯାୟୀ, ଏହି ଯୋଜନା ଅନ୍ତର୍ଗତ ୨୧,୯୦୧ ଜଣ ହିତାଧିକାରୀ ପ୍ରଥମ କିସ୍ତି, ୨୨,୩୪୭ ଜଣ ଦ୍ୱିତୀୟ କିସ୍ତି ଏବଂ ୭୯,୬୦୧ ଜଣ ତୃତୀୟ କିସ୍ତି ପାଇଛନ୍ତି । ବିଭିନ୍ନ ପ୍ରଶାସନିକ ସ୍ତରରେ ବିଚାରାଧୀନ ମାମଲାଗୁଡ଼ିକର ଯାଞ୍ଚ ଏବଂ ସମାଧାନ ପରେ ଏହି ଅର୍ଥ ପ୍ରଦାନ କରାଯାଇଛି । ଉପ-ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ଯେ, କୌଣସି ଯୋଗ୍ୟ ହିତାଧିକାରୀ ଯେପରି ବାଦ୍ ନ ପଡ଼ନ୍ତି ତାହା ନିଶ୍ଚିତ କରିବାକୁ ସରକାର ପ୍ରତିବଦ୍ଧ । ବ୍ୟବସ୍ଥିତ ଯାଞ୍ଚ ଏବଂ ଅଭିଯୋଗ ନିରାକରଣ ମାଧ୍ୟମରେ ସମସ୍ତ ପ୍ରକୃତ ମାମଲାଗୁଡ଼ିକର ସମାଧାନ କରାଯାଉଛି । ସେ ପୁନର୍ବାର କହିଛନ୍ତି ଯେ ‘ସୁଭଦ୍ରା’ ଯୋଜନା ରାଜ୍ୟରେ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ । ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର-ତଥା-ଶାସନ ସଚିବ ଡ଼ଃ ମୃଣାଳିନୀ ଦର୍ସ୍ୱାଲ, କାର୍ଯ୍ୟକାରୀ ନିର୍ଦ୍ଦେଶିକା ଶ୍ରୀମତୀ ସ୍ୱୟଂ ପ୍ରଭା ମହାନ୍ତି, ଏବଂ ଅତିରିକ୍ତ ଶାସନ ସଚିବ, ଶ୍ରୀ କୃତ୍ତିବାସ ରାଉତଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ୩୦ଟି ଜିଲ୍ଲାର ପ୍ରଶାସନିକ ଅଧିକାରୀମାନେ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ ।

powered by social2s

ବୋଲେରୋ- ହାଇୱା ଧକ୍କାରେ ୫ ମୃତ

Details
Odia Ray Admin
ଓଡିଶା
04 May 2026

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ଜେନାପୁର ଥାନା ବରଡ଼ା ନିକଟରେ ବୋଲେରୋ-ହାଇୱା ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୫ ଜଣ ପ୍ରାଣ ହରାଇଛନ୍ତି। ବୋଲେରୋ ଚାଳକ ଗୁରୁତର ଆହତ ହୋଇଥିବା ସୂଚନା।

powered by social2s

More Articles ...

  1. କୃତ୍ରିମ ବୁଦ୍ଧିମତ୍ତା କ୍ଷେତ୍ରରେ ସ୍ଥାୟୀତ୍ୱ ମଡେଲ - ନ.୩. ତଥ୍ୟ ଉପାର୍ଜନକ୍ଷମତା
  2. ଭୁବନେଶ୍ୱରରେ ଆମ ବସ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ
  3. ଏଆଇ ପ୍ରକୃତି ପର୍ଯ୍ୟଟନକୁ ରୂପାନ୍ତରିତ କରୁଛି
Page 166 of 2255
  • Start
  • Prev
  • 161
  • 162
  • 163
  • 164
  • 165
  • 166
  • 167
  • 168
  • 169
  • 170
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.