• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
29
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଭୁବନେଶ୍ୱର ପାନ୍ଥନିବାସ ପରିସରରେ ୭୫ତମ ସ୍ୱାଧୀନତା ଦିବସ ପାଳିତ

Details
Odia Ray Admin
ଓଡିଶା
15 August 2021

 

 

ଭୁବନେଶ୍ୱର: ଆଜି ସାରା ଦେଶ ପାଳନ କରିଛି ୭୫ ତମ ସ୍ୱାଧୀନତା ଦିବସ । ଏହି ଦିନ ସମସ୍ତଙ୍କ ପାଇଁ ହର୍ଷ ଓ ଉଲ୍ଲାସର ଦିନ । ଚଳିତ ବର୍ଷ ସ୍ୱାଧୀନତା ଦିବସର ଏକ ବିଶେଷ ମହତ୍ୱ ରହିଛି । ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତ ଅବସରରେ ସାରା ଦେଶରେ ଅମୃତ ମହୋତ୍ସବ ପାଳନ କରାଯାଉଛି । ଭୁବନେଶ୍ୱରସ୍ଥିତ ପାନ୍ଥନିବାସ ଠାରେ ମଧ୍ୟ ସ୍ୱାଧୀନତା ଦିବସ ପାଳନ କରାଯଇଛି । ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ଜାତୀୟ ପତାକା ଉତ୍ତୋଳନ କରି ଦେଶ ମାତୃକା ପାଇଁ ବଳିଦାନ ଦେଇ ସହିଦ ହୋଇଥିବା ସମସ୍ତ ବୀର ଯବାନ ଙ୍କ ସ୍ମୃତିଚାରଣ କରିଥିଲେ । ଶ୍ରୀମତୀ ମିଶ୍ର କହିଥିଲେ ଯେ ସଂଗ୍ରାମୀଙ୍କ ସଂଘର୍ଷ ଫଳରେ ହିଁ ସ୍ୱାଧୀନତାର ସ୍ୱପ୍ନ ସାକାର ହୋଇଛି । ସେମାନେ ସମସ୍ତେ ତ୍ୟାଗ ଓ ବଳିଦାନର ଅନନ୍ୟ ଉଦାହରଣ ସମସ୍ତଙ୍କ ଆଗରେ ରଖିଛନ୍ତି। ଏହି କାର୍ଯ୍ୟକ୍ରମ ରେ ଓଟିଡିସି ର ସମସ୍ତ ଅଧିକାରୀ ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ।

 

 

powered by social2s

ଭୁବନେଶ୍ୱରରେ ଡିଜି ପୋଲିସ ପଦକ ପ୍ରଦାନ ଉତ୍ସବ

Details
Odia Ray Admin
ଓଡିଶା
15 August 2021

ଭୁବନେଶ୍ୱର: ସ୍ୱାଧୀନତା ଦିବସ ଉପଲକ୍ଷେ ଆଜି ଭୁବନେଶ୍ୱର ସ୍ଥିତ ପୋଲିସ ଭବନ ଠାରେ ଡିଜି ପୋଲିସ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପୋଲିସ ମହାନିର୍ଦେଶକ ଅଭୟ ମୋଟ ୧୦୦ ଜଣଙ୍କୁ ପୋଲିସ ପଦକ ପ୍ରଦାନ କରିଛନ୍ତି। ଏହା ସହ ୬୬ ଜଣ ପୋଲିସ କର୍ମଚାରୀ ମଧ୍ୟ ପାଇଲେ ପଦକ। ବିଭିନ୍ନ କ୍ଷେତ୍ରରେ ସାହାସିକତା ପାଇଁ ଦିଆଯାଇଛି ସମ୍ମାନ।

powered by social2s

Review meeting of Sambalpur NSS held

Details
Odia Ray Admin
ଓଡିଶା
15 August 2021

 

 

Sambalpur(15/08/2021): A review meeting of NSS, Sambalpur District took online  by DPO Dr Biswa Mohana Jena on August 14.

 

Near about 19 colleges and 2 universities of the district participated and discussed about future plans of NSS activities to be carried out by NSS.

 

Sambalpur district has got appreciation from the department regarding good performance from May 2021 till now

 

The colleges that took part today GM junior College, Naktideul College, Khuchinda College,Hirakud College,Burla NAC College,Jamankira College,Parbati Giri College,NSCB Government College, GPR Kuntara,DS Ladia,Keshaibal College,TF Bamra College, VSSHSS,Khuchinda HSS,NSCB HSS,Bhima Bhoi College,Naktideul HSS,Burla NAC HSS ,VSSUT,Burla and Sambalpur University

 

 

powered by social2s

Odisha CM unfurls National Flag in Bhubaneswar, announces smart health card facility

Details
Odia Ray Admin
ଓଡିଶା
15 August 2021

Bhubaneswar 15/08/2021): Odisha Chief Minister Naveen Patnaik on Sunday unfurled the National Flag on the occasion of 75th Independence Day at Exhibition Ground in Bhubaneswar. The Chief Minister paid homage to COVID warriors who lost their lives during the pandemic. The CM highlighted that under the 5T initiative, 1072 schools are being transformed by the state in the first phase. He announced that 96 families of the state will get smart health cards. A total of 3.5 crore people will be benefited under this facility under Biju Swasthya Kalyan Yojana. Beneficiaries of the National Food Security Scheme and State Food  Security Scheme can avail the benefits. Annapurna and Antodaya beneficiaries will also get this card. Odisha is the first state in the country to introduce smart health card facility. The initiative will transform health service delivery system and create history in the health sector of the country. The move will usher in a new era in state's health sector. The news of people selling land, jewellery or stop sending children to school to manage their treatment costs pains me. Therefore I decided that this type of distress must go. People should get hassle free quality treatment at best available health care facilities. So Biju Swasthya Kalyan Yojana was redesigned to provide Smart Health Cards to people that will work as debit cards for a certain amount."

 
 
Each family can avail treatment cost up to Rs 5 lakh per annum. Women members can avail this benefit up to Rs 10 lakh.every year.
The beneficiaries can avail health services in more than 200 hospital chains of the country including Odisha.
It will go a long way in strengthening health security of people of Odisha, he added.
powered by social2s

Home guard dies after coming in contact with live wire in Khurda

Details
Odia Ray Admin
ଓଡିଶା
15 August 2021

 

Khurda(15/08/2021): A home guard died and one constable sustained injuries coming in contact with an 11-KV electric wire at Siko Police Outpost in Khurda on Sunday.

The deceased has been identified as Dhaneswar Das.

According to information, the incident occurred after a pole they were installing to hoist the National Flag came in contact with the wire.

The injured constable, Birakishore Bhola, was rushed to AIIMS, Bhubaneswar for treatment.

Khurda(15/08/2021): A home guard died and one constable sustained injuries coming in contact with an 11-KV electric wire at Siko Police Outpost in Khurda on Sunday.

The deceased has been identified as Dhaneswar Das.

According to information, the incident occurred after a pole they were installing to hoist the National Flag came in contact with the wire.

The injured constable, Birakishore Bhola, was rushed to AIIMS, Bhubaneswar for treatment.

powered by social2s

୭୫ତମ ସ୍ବାଧୀନତା ଦିବସରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ରାଜ୍ୟର ସାଢେ ତିନି କୋଟି ଲୋକ ପାଇବେ ସ୍ମାର୍ଟ ହେଲ୍‌ଥ କାର୍ଡ

Details
Odia Ray Admin
ଓଡିଶା
15 August 2021

 

 

 

 

ଭୁବନେଶ୍ବର: ଆଜି ଭୁବନେଶ୍ବର ପଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ ।

 

ଏହି ଅବସରରେ ମୁଖ୍ୟମନ୍ତ୍ରୀ  ଜାତିର ପିତା ମହାତ୍ମା ଗାନ୍ଧୀ ଓ ଅନ୍ୟ ବରପୁତ୍ର ମାନଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଦେଶର ଅଖଣ୍ଡତା ଓ ଶାନ୍ତି ରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜବାନ ଏବଂ କରୋନା ଲଢେଇରେ ଶହୀଦ ହୋଇଥିବା କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମଧ୍ୟ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

 

ରାଜ୍ୟରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ  ବୈପ୍ଲବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ନେଇ ଏକ ଐତିହାସିକ ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ସାରା ଓଡିଶା ମୋ ପରିବାର। ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ। ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି ବିକିବା, ସୁନା ବିକିବା ଓ ପିଲାଙ୍କ ପାଠ ବନ୍ଦ କରିବା ଖବର ମିଳେ, ସେତେବେଳେ ମୋତେ ବହୁତ କଷ୍ଟ ଲାଗେ । ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ ବୋଲି ମୁଁ ଘୋଷଣା କରୁଛି ।’

  • ଏଥିପାଇଁ ରାଜ୍ୟର ୯୬ ଲକ୍ଷ ପରିବାର, ସାଢେ ତିନି କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ.

 

  • ସାରା ଓଡିଶାରେ ପର୍ଯ୍ୟାୟକ୍ରମେ ଏହି କାର୍ଡ ଦିଆଯିବ ।

 

  • ଏଭଳି ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ।

 

 

  • ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତଦ୍ୟୋୟ ହିତାଧିକାରୀ, ସମସ୍ତଙ୍କୁ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ ।

 

  • ଏଥିରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପ୍ରତି ବର୍ଷ ମିଳିବ।

 

  • ଓଡିଶା ସମେତ ସାରା ଦେଶର ୨୦୦ରୁ ଅଧିକ ବଡ ବଡ ହସ୍‌ପିଟାଲ ଚେନ୍‌ ମାନଙ୍କରେ ମାଗଣାରେ ଚିକିତ୍ସା ସୁବିଧା ମିଳିବ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ଏହା ସାରା ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିବ । ମୋର ବିଶ୍ବାସ, ମୋର ପ୍ରିୟ ଓଡିଶାବାସୀଙ୍କୁ ସ୍ବାସ୍ଥ୍ୟ ନିରାପତ୍ତା କୁ ଆହୁରି ସୁଦୃଢ  କରିବାରେ ଏହି ବ୍ୟବସ୍ଥା ବିଶେଷ ସାହାଯ୍ୟ କରିବ । ରାଜ୍ୟରେ ସ୍ବାସ୍ଥ୍ୟ ସେବା ବିକାଶରେ ଏହା ଏକ ନୂଆ ଯୁଗ ଆରମ୍ଭ କରିବ ।’

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୭୫ ବର୍ଷ ଗୋଟିଏ ଦେଶ ପାଇଁ, ଜାତି ପାଇଁ ବହୁତ ବଡ ସମୟ ନ ହେଲେ ମଧ୍ୟ ଏହାର ବିଶେଷ ଗୁରୁତ୍ବ ରହିଛି। ଭାରତର ଗଣତନ୍ତ୍ରକୁ ଆମର ସବୁଠାରୁ ବଡ ସଫଳତା ଭାବରେ ବର୍ଣ୍ଣନା କରି ଦେଶର ବିକାଶ ପ୍ରକ୍ରିୟାରେ ଏହା ସମସ୍ତଙ୍କୁ ଭାଗୀଦାର କରିବାରେ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସେ ପୁଣି କହିଥିଲେ ଯେ Investment in Youth is investment in future. ୪୦ ବର୍ଷର ବ୍ୟବଧାନ ପରେ ଭାରତୀୟ ହକି ଟୋକିଓ ଅଲମ୍ପିକ୍‌ସ ରେ ପଦକ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହ ଆମ ଖେଳାଳୀ ମାନଙ୍କ ପାଇଁ ସାରା ଦେଶ ଗର୍ବିତ ବୋଲି କହିଥିଲେ । ଭାରତୀୟ ହକି ଦଳକୁ ବିଶ୍ବର ଶ୍ରେଷ୍ଠ ଦଳ ଭାବରେ ଗଢିତୋଳିବା ପାଇଁ ସବୁପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତର ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ  ୫-ଟି ଉପକ୍ରମରେ ପ୍ରଥମ ପର୍ଯ୍ୟାୟରେ ୧୦୭୨ ସ୍କୁଲର ରୂପାନ୍ତର କରାଯାଇଛି । ସେହିପରି ମୋ ସ୍କୁଲ ଅଭିଯାନରେ ୫ ଲକ୍ଷରୁ ଅଧିକ ପୁରାତନ ଛାତ୍ରଛାତ୍ରୀ, ୩୨ ହଜାରରୁ ଅଧିକ ସ୍କୁଲର ବିକାଶ ପାଇଁ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ।

କୋଭିଡ ମହାମାରୀକୁ ବିଶ୍ବ ଇତିହାସର ସବୁଠାରୁ ବଡ ସ୍ବାସ୍ଥ୍ୟ ସମସ୍ୟା ଭାବରେ ବର୍ଣ୍ଣନା କରି ଏହାର ମୁକାବିଲାରେ ମାନବ ଜାତି ନିଶ୍ଚୟ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ । କୋଭିଡ ସମୟରେ ଦେଶର ୧୭ଟି ରାଜ୍ୟକୁ ଦୁଇ ମାସ ଧରି ମେଡିକାଲ ଅକ୍‌ସିଜେନ ନିରନ୍ତର ଭାବରେ ଯୋଗାଇ ଓଡିଶା ବହୁ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ଏହା ଓଡିଶା ପାଇଁ ଗର୍ବର ବିଷୟ ବୋଲି କହିଥିଲେ ।

ଓଡିଶାର ଗୌରବମୟ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଓଡିଶା ବିଭିନ୍ନ କ୍ଷେତ୍ରରେ ବିକାଶର ନୂଆ ନୂଆ ମାଇଲଷ୍ଟୋନ ହାସଲ କରୁଛି । ସମସ୍ତଙ୍କ ସହଯୋଗରେ ଓଡିଶା ଆଗାମୀ ଦିନରେ ତାର ପରିଚୟକୁ ଆହୁରି ଉଜ୍ଜଳ କରିପାରିବ ବୋଲି ଦୃଢ ଆଶା ପୋଷଣ କରିଥିଲେ ।

   

 

 

powered by social2s

Fire Service Medal for Gallantry announced on occasion of Independence Day

Details
Odia Ray Admin
ଓଡିଶା
14 August 2021

Bhubaneswar (14/08/2021): President Ram Nath Kovind on Saturday approved Fire Service Medal for Gallantry on the occasion of Independence Day. The firemen from Odisha selected for the medal are Jayant Kumar Nayak, Akshaya Behera and Tapan Kumar Behera. Similarly, the Fire Service Medal for Meritorious Service has been conferred on Satyapir Behera (Deputy Fire Officer) and Rupai Charan Majhi (Havildar Major). Besides, the President has also approved the Award of Home Guards & Civil Defence Medal for Meritorious Service to seven officials from the state. The officials are Samaresh Samal, Bhikari Charan Sahoo, Madhusudan Panda, Laxman Kalo, Anandamani Tuti, Nirakar Palei and Nirmal Kumar Das

powered by social2s

More Articles ...

  1. ସୁନ୍ଦରଗଡ଼ରେ ‘ସ୍ପିରୁଲିନାଯୁକ୍ତ ଚିକି’ ପ୍ରସ୍ତୁତି ୟୁନିଟକୁ ଉଦଘାଟନ କଲେ ମନ୍ତ୍ରୀ ଡକ୍ଟର ଅରୁଣ କୁମାର ସାହୁ
  2. ଖୋଲିଲା କଳାହାଣ୍ଡିର ମା ମାଣିକେଶ୍ୱରୀ ମନ୍ଦିର
  3. ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ
Page 1734 of 2257
  • Start
  • Prev
  • 1729
  • 1730
  • 1731
  • 1732
  • 1733
  • 1734
  • 1735
  • 1736
  • 1737
  • 1738
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.