• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
21
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

"ମୋ ପରିବାର" ପକ୍ଷରୁ ବିଶ୍ୱ ମିତବ୍ଯୟିତା ଦିବସ ପାଳିତ

Details
Odia Ray Admin
ଓଡିଶା
31 October 2026

ଜଟଣୀ: (ଶୁଭେନ୍ଦ୍ର ଶତପଥୀ)ସଦା ସର୍ବଦା ନିୟାର ପ୍ରୟାସ କରି ଚାଲିଛି ସାମାଜିକ ସଂଗଠନ "ମୋ ପରିବାର" l ରାମଚନ୍ଦ୍ର ପୁର ସ୍ଥିତ ମା"ଉତ୍ତରାୟଣୀ ମନ୍ଦିର ପରିସରରେ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ ହୋଇଯାଇଛି l "ମୋ ପରିବାର"ର ପ୍ରତିଷ୍ଠାତା ତଥା ସାମ୍ବାଦିକ ଶୁଭେନ୍ଦ୍ର ଶତପଥୀଙ୍କ ସଭାପତିତ୍ୱରେ ଆୟୋଜନ କାର୍ଯ୍ୟକ୍ରମରେ ପ୍ରଥମେ ସମସ୍ତ ସଦସ୍ୟା ମାନଙ୍କୁ ସ୍ୱାଗତ କରାଯାଇଥିଲା l ତା'ପରେ "ମୋ ପରିବାର"ର ନୀତି ଓ ନିୟମ ବିଷୟରେ ଆଲୋଚନା କରାଯାଇଥିଲା l "ମୋ ପରିବାର"ରେ ଆସିବା ପରେ କିପରି ଜୀବନରେ ଯେଉଁ ସବୁ ପରିବର୍ତ୍ତନ ଆସିଛି, ସେ ବିଷୟରେ ସମସ୍ତ ସଦସ୍ୟାମାନେ ନିଜ ନିଜର କଥା ପ୍ରକାଶ କରିଥିଲେ l ସଞ୍ଚୟ ସମସ୍ତଙ୍କ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ, ମିତବ୍ୟୟିତା ଅବଲମ୍ବନ କରି ନିଜର ଆର୍ଥିକ ସ୍ଥିତିକୁ କିଭଳି ସୁଦୃଢ କରିପାରିବା,ଡିଜିଟାଲ ଆର୍ଥିକ କାରବାର ସମୟରେ ସତର୍କତା ଅବଲମ୍ବନ ଓ ସାଇବର ଠକେଇରୁ ସୁରକ୍ଷା ରହିବାର ଉପାୟ ଓ ପ୍ରତିରୋଧ ମୂଳକ ପଦକ୍ଷେପ ନେବାକୁ ଆଲୋଚନା ହୋଇଥିଲା l ଏହି କାର୍ଯ୍ୟକ୍ରମରେ "ମୋ ପରିବାର"ର ସଦସ୍ୟା କ୍ରୀଷ୍ଣା ମିଶ୍ର, ମମତା ଦ୍ୱିବେଦୀ,ଦୀପା ନାୟକ, ପ୍ରିୟମ୍ବଦା ସିଂ,ମନୋଜ ଜେନା, ଦେବାଶିଷ ପାଣିଗ୍ରାହୀ ସଦସ୍ୟମାନେ ପରିଚାଳନା କରିଥିବା "ମୋ ପରିବାର"ର ପ୍ରତିଷ୍ଠାତା ତଥା ସାମ୍ବାଦିକ ଶୁଭେନ୍ଦ୍ର ଶତପଥୀ ସୂଚନା ଦେଇଛନ୍ତି l

powered by social2s

ଗଞ୍ଜାମରେ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଦିଗରେ ରାଜ୍ୟସରକାରଙ୍କ ସମନ୍ୱିତ ପ୍ରୟାସ

Details
Odia Ray Admin
ଓଡିଶା
31 October 2026

ଭୁବନେଶ୍ବର : ଗଞ୍ଜାମ ଜିଲ୍ଲାର କନ୍ଧମାଳ ସୀମାନ୍ତବର୍ତ୍ତୀ ବାଇବାଲି ଗ୍ରାମପଞ୍ଚାୟତ ଅନ୍ତର୍ଗତ ତଡ଼ମା ରାଜସ୍ୱ ଗ୍ରାମର ଗିଡ଼ିପାବଲିଠାରେ ନିଖୋଜ ବ୍ୟକ୍ତିମାନଙ୍କୁ ଠାବ କରିବା ଉଦ୍ଦେଶ୍ୟରେ ଭାରତୀୟ ନୌସେନାର ଏକ ହେଲିକପ୍ଟର ଯୋଗେ ତିନୋଟି ଅତ୍ୟାଧୁନିକ ସନ୍ଧାନ ଉପକରଣ ଘୁ. ଉଦୟଗିରିକୁ ନିଆଯାଉଥିଲା। ଏହି ଉପକରଣଗୁଡ଼ିକ ମଧ୍ୟରେ ଲାଇଫ୍ ଡିଟେକ୍ସନ୍ ୟୁନିଟ୍ (ସିସ୍ମିକ୍), ଭାଇବ୍ରେସନ୍ ଡିଟେକ୍ସନ୍ ୟୁନିଟ୍ ଏବଂ ଭିକ୍ଟିମ୍ ଲୋକେସନ୍ କ୍ୟାମେରା ରହିଛି। - ତେବେ ପ୍ରତିକୂଳ ପାଣିପାଗ ଯୋଗୁଁ ହେଲିକପ୍ଟରଟି ନିର୍ଦ୍ଧାରିତ ସ୍ଥାନରେ ଅବତରଣ କରିପାରିନଥିଲା। ଏହି ଉପକରଣଗୁଡ଼ିକୁ ବର୍ତ୍ତମାନ ସଡ଼କ ପଥରେ ପଠାଯାଉଛି ଏବଂ ଆସନ୍ତାକାଲି ସକାଳର ପ୍ରଥମ ପର୍ଯ୍ୟାୟରୁ ଏଗୁଡ଼ିକୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯିବ। - ଭୂସ୍ଖଳନ ପ୍ରଭାବିତ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଥିବାରୁ ଉଦ୍ଧାର କାର୍ଯ୍ୟ ପରିଚାଳନାରେ ବିଭିନ୍ନ ଆହ୍ୱାନ ସୃଷ୍ଟି ହେଉଛି। ତେବେ, ମାନ୍ୟବର ରାଜସ୍ୱ ମନ୍ତ୍ରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି ଉଦ୍ଧାର ଅଭିଯାନରେ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଏବଂ ଓଡ଼ିଶା ଅଗ୍ନିଶମ ସେବା ବିଭାଗର ଟିମ୍‌ ସହିତ ଭାରତୀୟ ରେଳବାଇର ଉଦ୍ଧାରକାରୀ ଦଳ ମଧ୍ୟ ସାମିଲ ହୋଇଛନ୍ତି। - ପ୍ରଭାବିତ ଅଞ୍ଚଳରେ ପହଞ୍ଚିବାରେ ରହିଥିବା ଅସୁବିଧା ଏବଂ ପ୍ରତିକୂଳ ପାଣିପାଗ ସତ୍ତ୍ୱେ, ବିଶେଷଜ୍ଞମାନଙ୍କ ସହ ପରାମର୍ଶ ଓ ବିଭିନ୍ନ ସଂସ୍ଥା ମଧ୍ୟରେ ସମନ୍ୱୟ ରକ୍ଷା କରି ନିଖୋଜ ବ୍ୟକ୍ତିମାନଙ୍କୁ ଠାବ କରିବା ତଥା ଉଦ୍ଧାର କାର୍ଯ୍ୟକୁ ଯଥାଶୀଘ୍ର ତ୍ୱରାନ୍ୱିତ କରିବା ନିମନ୍ତେ ସମସ୍ତ ସମ୍ଭାବ୍ୟ ପ୍ରୟାସ ଜାରି ରହିଛି।

powered by social2s

ରାଷ୍ଟ୍ରୀୟ ଏକତା ଦିବସ : ଦେଶର ଏକତା ଓ ସଂହତିକୁ ବଜାୟ ରଖିବା ପାଇଁ କ୍ରୀଡ଼ାମନ୍ତ୍ରୀଙ୍କ ଆହ୍ୱାନ

Details
Odia Ray Admin
ଓଡିଶା
31 October 2026

ଭୁବନେଶ୍ୱର : ଆଜି ସର୍ଦ୍ଦାର ବଲ୍ଳଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି। କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଅନୁଷ୍ଠିତ ହୋଇଥିବା ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ପ୍ରତି ନିଜର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ନିଜର ଅଭିଭାଷଣରେ ସେ କହିଥିଲେ ଯେ, ଆଜି ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ଏକତା ଦିବସ ଓ ଏକତା ପଦଯାତ୍ରାର ଆୟୋଜନ କରାଯାଉଛି। ସର୍ଦ୍ଦାର ବଲ୍ଳଭ ଭାଇ ପଟେଲଙ୍କ ଆଦର୍ଶରେ ଆମେ ସମସ୍ତେ ଅନୁପ୍ରାଣିତ ହେବା ସହ ଦେଶର ଏକତା ଓ ସଂହତିକୁ ବଜାୟ ରଖିବା। ଦେଶର ବିକାଶ ନିମନ୍ତେ କାର୍ଯ୍ୟ କରିବା ପାଇଁ ସଂକଳ୍ପବଦ୍ଧ ହେବା। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ସମୃଦ୍ଧ ଓଡ଼ିଶା-୨୦୩୬ ଏବଂ ବିକଶିତ ଭାରତ-୨୦୪୭ ଗଠନର ଲକ୍ଷ୍ୟ ପୂରଣ ସହ 'ଏକ ଭାରତ ଶ୍ରେଷ୍ଠ ଭାରତ' ଗଠନ ଦିଗରେ ନିଜର ଯୋଗଦାନ ଦେବା ପାଇଁ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଆହ୍ୱାନ ଦେଇଛନ୍ତି। ଆଜିର କାର୍ଯ୍ୟକ୍ରମରେ କ୍ରୀଡ଼ା ମନ୍ତ୍ରୀ ଶ୍ରୀ ସୂରଜ ସମସ୍ତଙ୍କୁ 'ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ' କରାଇଥିଲେ। ଏଥିସହ 'ଏକତା ପଦଯାତ୍ରା' ଆୟୋଜିତ ହୋଇଥିଲା ଯେଉଁଥିରେ କ୍ରୀଡ଼ାବିତ୍, ଛାତ୍ରଛାତ୍ରୀ, ସମାଜସେବୀ, ସ୍ବେଚ୍ଛାସେବୀ ଓ ସମସ୍ତ ଜନସାଧାରଣ ସାମିଲ ହୋଇଥିଲେ। ଆଜିର କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଭୂପେନ୍ଦ୍ର ସିଂ ପୁନିଆ, ପୂର୍ବତନ ବିଧାୟକ ତଥା ସମାଜସେବୀ ଶ୍ରୀ ପ୍ରିୟଦର୍ଶୀ ମିଶ୍ର, ସମାଜସେବୀ ତଥା ରାଜନେତା ଶ୍ରୀ ଗୋଲକ ମହାପାତ୍ର, ଶ୍ରୀ ଜଗନ୍ନାଥ ପ୍ରଧାନ, ଶ୍ରୀ ସୁଦୀପ୍ତ ରାୟ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

powered by social2s

ଦୁର୍ନୀତି ନିବାରଣ ସଚେତନତା ୱାକାଥନ୍‌ ଅନୁଷ୍ଠିତ

Details
Odia Ray Admin
ଓଡିଶା
30 October 2026

ଭୁବନେଶ୍ୱର: ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଏକ ସଚେତନତା ୱାକାଥନ୍‌ ଅନୁଷ୍ଠିତ ହୋଇଯାଇଛି । ଏହା ପାୱାର ହାଉସ୍‌ ଛକରୁ ବାହାରି କଳିଙ୍ଗ ଷ୍ଟାଡିୟମ୍‌ ପର୍ଯ୍ୟନ୍ତ ଯାଇଥିଲା । ଏହାକୁ ଓଡ଼ିଶା ଭିଜିଲାନ୍ସ ଆଜି ଶ୍ରୀ ସଂଜୟ କୁମାର କୌଶଲ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏଥିରେ ଡିଏଭି ପବ୍ଳିକ୍‌ ସ୍କୁଲ, ଚନ୍ଦ୍ରଶେଖରପୁର, ୟୁନିଟ୍‌-୮ ଓ ପୋଖରୀପୁଟର ଛାତ୍ରଛାତ୍ରୀ, ଷ୍ଟୁଆଟ୍‌ ସ୍କୁଲ, ଲୟଲା ସ୍କୁଲ, ମଦର୍ସ ପବ୍ଲିକ୍‌ ସ୍କୁଲ, ବି.କେ. ଚାରୁ ଓ କାରୁକଳା ମହାବିଦ୍ୟାଳୟ, ବିଜେବି ସ୍ୱୟଂଶାସିତ ଓ କନିଷ୍ଠ ମହାବିଦ୍ୟାଳୟ, ଦେବରାୟ କଲେଜ, ରାଜଧାନୀ ମହାବିଦ୍ୟାଳୟ, କମଳା ନେହରୁ ମହିଳା ମହାବିଦ୍ୟାଳୟ, ସରସ୍ୱରୀ ଶିଶୁ ବିଦ୍ୟାମନ୍ଦିର, କିସ୍‌ର ଛାତ୍ରଛାତ୍ରୀଙ୍କ ସମେତ ରୋଲର୍‌ ଓ ଆଇସ୍‌ ସ୍କେଟିଂ ଆସୋସିଏସନ୍‌, ସରକାରୀ ଆଇଟିଆଇ, ୟୁନିଟ -୬ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ ଅନ୍ୟାନ୍ୟ ବିଦ୍ୟାଳୟ ଇ ମହାବିଦ୍ୟାଳୟର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ସମେତ ବିିଭିନ୍ନ ସଂଗଠନର ପ୍ରାୟ ୧୨୦୦ ଛାତ୍ରଛାତ୍ରୀ ଓ ବ୍ୟକ୍ତିବିଶେଷ ଯୋଗଦେଇଥିଲେ । ତୃଣମୂଳ ସ୍ତରରୁ ଦୁର୍ନୀତି ତଥା ଲାଞ୍ଚ ଦେବା ଓ ନେବା ଏକ ଅପରାଧ ବୋଲି ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଛାତ୍ରଛାତ୍ରୀମାନେ ପ୍ଲାକାର୍ଡ ଧରି ଓ ସ୍ଳୋଗାନ୍‌ ଦେଇ ୱାକାଥନ୍‌ରେ ଯୋଗଦେଇଥିଲେ । ନିଜ ବ୍ୟକ୍ତିଗତ ଓ ସାମାଜିକ ସ୍ତରରେ ଦୁର୍ନୀତି ବିରୁଦ୍ଧରେ ଲଢ଼େଇ କରିବା ପାଇଁ ପ୍ରୟାସୀ ହେବେ ବୋଲି ବାର୍ତ୍ତା ଦେଇଥିଲେ । ଏହି ଅବସରରେ ଭିଜିଲାନ୍ସ ଏଆଇଜି ଶ୍ରୀ ସି.ଏମ୍‌. ପାତ୍ର, ଭୁବନେଶ୍ୱର ଦୁର୍ନୀତି ନିବାରଣ ଶାଖାର ଆରକ୍ଷୀ ଅଧୀକ୍ଷକ ଶ୍ରୀ ସରୋଜ କୁମାର ସାମଲ, କଟକ ଦୁର୍ନୀତି ନିବାରଣ ଶାଖାର ଆରକ୍ଷୀ ଅଧୀକ୍ଷକ ଶ୍ରୀ କେ. ବି. ଆଚାର୍ଯ୍ୟ, ସେଲ୍‌ ଡିଭିଜନ୍‌ର ଆରକ୍ଷୀ ଅଧୀକ୍ଷକ ଶ୍ରୀ ସୁଶାନ୍ତ କୁମାର ବିଶ୍ୱାଳ, ଭୁବନେଶ୍ୱର ଡିସିପି ଡ. ଶର୍‌ବଣା ବିବେକ, ଆଇନ ପରାମର୍ଶଦାତା ଶ୍ରୀ ଆର୍‌.ଏନ୍‌. ଦାସଙ୍କ ସମେତ ରାଜ୍ୟ ଦୁର୍ନୀତି ନିବାରଣ ଏକାଡେମୀ ଓ ଅନ୍ୟ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ୱାକାଥାନ୍‌ରେ ସାମିଲ ହୋଇଥିଲେ ।

powered by social2s

ଭୂସ୍ଖଳନ ଓ ଆଗାମୀ ବାତ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

Details
Odia Ray Admin
ଓଡିଶା
31 October 2026

ଭୁବନେଶ୍ୱର : ଓଡ଼ିଶାରେ ସମ୍ପ୍ରତି ବାତ୍ୟା ‘ଅର୍ଣ୍ଣବ’ ପରେ ଘଟିଥିବା ଭୂସ୍ଖଳନ ଜନିତ ସ୍ଥିତି, ବାତ୍ୟା ଦ୍ୱାରା ହୋଇଥିବା କ୍ଷୟକ୍ଷତିର ଆକଳନ ଏବଂ ଆଗାମୀ ସମ୍ଭାବ୍ୟ ବାତ୍ୟାର ମୁକାବିଲାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି । ଏହି ବୈଠକରେ ଭୂସ୍ଖଳନ ଦ୍ୱାରା ପ୍ରଭାବିତ ହୋଇଥିବା ଅଞ୍ଚଳରେ ଉଦ୍ଧାର କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବା ସହ ନିଖୋଜ ବ୍ୟକ୍ତିଙ୍କ ସନ୍ଧାନ ଓ ଜୀବନ ରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ସମୀକ୍ଷା ବୈଠକରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟସୂଚୀ ସମ୍ପର୍କରେ ନିର୍ଦ୍ଦେଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜନସାଧାରଣଙ୍କ ସୁରକ୍ଷା ଓ ଜୀବନ ରକ୍ଷା ଆମ ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା। ଭୂସ୍ଖଳନ ପ୍ରଭାବିତ ପ୍ରତ୍ୟେକଟି ଅଞ୍ଚଳରେ ଉଦ୍ଧାର କାର୍ଯ୍ୟକୁ ଦ୍ରୁତଗତିରେ ଆଗେଇ ନିଆଯାଉ ଏବଂ ମାଟି ତଳେ ଫସି ରହିଥିବା ନିଖୋଜ ବ୍ୟକ୍ତିଙ୍କ ସନ୍ଧାନ ପାଇଁ ସମସ୍ତ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ଓ ବୈଷୟିକ ଜ୍ଞାନକୌଶଳର ଉପଯୋଗ କରାଯାଉ ବୋଲି ସେ କହିଛନ୍ତି। ବାତ୍ୟା କ୍ଷୟକ୍ଷତିର ସଠିକ୍ ଆକଳନ ସହ ଆଗାମୀ ବାତ୍ୟାର ସଫଳ ମୁକାବିଲା ନିମନ୍ତେ ପ୍ରଶାସନର ସମସ୍ତ ବିଭାଗ ସମ୍ପୂର୍ଣ୍ଣ ସଜାଗ ରହି କାର୍ଯ୍ୟ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ଗଣମାଧ୍ୟମର ଭୂମିକା ଉପରେ ଗୁରୁତ୍ୱାରୋପ କରି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଯେ, ବିପର୍ଯ୍ୟୟ ସମୟରେ ଗଣମାଧ୍ୟମକୁ ସମ୍ପୂର୍ଣ୍ଣ ଆଧିକାରିକ ଓ ସଠିକ୍ ତଥ୍ୟ ଯୋଗାଇ ଦିଆଯାଉ। ଅନ୍ୟପକ୍ଷରେ, ଗଣମାଧ୍ୟମ ଓ ବିଭିନ୍ନ ସୂତ୍ରରୁ ଆସୁଥିବା ତଥ୍ୟ ଓ ଖବରର ପୁଙ୍ଖାନୁପୁଙ୍ଖ ଯାଞ୍ଚ କରି ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ଭ୍ରମାତ୍ମକ ଖବରର ନିରାକରଣ ହୋଇପାରିବ ଏବଂ ଜନସାଧାରଣଙ୍କ ନିକଟରେ ସତ୍ୟ ଓ ନିର୍ଭୁଲ ତଥ୍ୟ ପହଞ୍ଚିବା ସହ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ଅଧିକ ଫଳପ୍ରଦ ହୋଇପାରିବ। ଏହି ସମୀକ୍ଷା ବୈଠକ ପରିପ୍ରେକ୍ଷୀରେ ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଆଲୋଚନା କରି ଉଦ୍ଧାର କାର୍ଯ୍ୟରେ ରେଳ ବିଭାଗର ସକ୍ରିୟ ସହଯୋଗ ଲୋଡ଼ିଛନ୍ତି। କେନ୍ଦ୍ର ରେଳ ମନ୍ତ୍ରଣାଳୟ ପକ୍ଷରୁ ଏଥିପାଇଁ ସମସ୍ତ ପ୍ରକାର ଆବଶ୍ୟକୀୟ ସହାୟତା ପ୍ରଦାନ ସୁନିଶ୍ଚିତ କରାଯାଇଛି। ଭୂସ୍ଖଳନ ପ୍ରଭାବିତ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରିବା ପାଇଁ ରେଳବାଇ ସହାୟତାରେ ଚେନ୍ ପୁଲି ସିଷ୍ଟମ୍ (Chain Pulley System) ବ୍ୟବହାର ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି। ଇଷ୍ଟ କୋଷ୍ଟ ରେଳୱେ ପକ୍ଷରୁ ଏହି ଚେନ୍ ପୁଲି ବ୍ୟବସ୍ଥାକୁ ତୁରନ୍ତ ଘଟଣାସ୍ଥଳକୁ ପଠାଇବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ସୂଚନାଯୋଗ୍ୟ ଯେ ଉଦ୍ଧାର କାର୍ଯ୍ୟକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଜି.ଉଦୟଗିରି ଭୂସ୍ଖଳନ ସ୍ଥଳରେ ସିଧାସଳଖ କାମ କରିବା ନିମନ୍ତେ ହେଲିକପ୍ଟର ଯୋଗେ ଅତ୍ୟାଧୁନିକ ‘ସିସ୍‌ମିକ୍ ଲାଇଫ୍ ଡିଟେକ୍ସନ୍ ୟୁନିଟ୍’ (Seismic Life Detection Unit) ପହଞ୍ଚାଇବା ପାଇଁ ବ୍ୟବସ୍ଥା କରାଯାଇଛି। ଭାରତୀୟ ନୌସେନା ଦ୍ୱାରା ବ୍ୟବହୃତ ଏହି ଅତ୍ୟାଧୁନିକ ପ୍ରଯୁକ୍ତିରେ ଥିବା ସ୍ୱତନ୍ତ୍ର ସେନ୍ସର ଓ ସ୍କାନିଂ ମାଧ୍ୟମରେ ମାଟି, ପଙ୍କ କିମ୍ବା ଭଗ୍ନାବଶେଷ ତଳେ ଥିବା ଜୈବିକ ସଙ୍କେତକୁ ସହଜରେ ଚିହ୍ନଟ କରାଯାଇପାରିବ। ବୈଠକର ଆଲୋଚନାରୁ ଜଣାପଡିଛି ଯେ ଘଟଣାସ୍ଥଳରେ NDRF, ODRAF, Fire ଏବଂ SOG ଭଳି ପ୍ରମୁଖ ଉଦ୍ଧାରକାରୀ ସଂସ୍ଥାଗୁଡ଼ିକ ମିଳିତ ଭାବେ ଉଦ୍ଧାର ଅଭିଯାନ ଜାରି ରଖିଛନ୍ତି। ଏହି ସମୀକ୍ଷା ବୈଠକରୁ ମିଳିଥିବା ସୂଚନା ଅନୁଯାୟୀ, ବାତ୍ୟା ‘ଅର୍ଣ୍ଣବ’ ଦ୍ୱାରା ପ୍ରଭାବିତ ଅଞ୍ଚଳଗୁଡ଼ିକରେ ଯୁଦ୍ଧକାଳୀନ ଭିତ୍ତିରେ ବିଦ୍ୟୁତ୍ ସେବା, ରାସ୍ତାଘାଟ ଏବଂ ଅନ୍ୟାନ୍ୟ ଜରୁରୀ ସେବାଗୁଡ଼ିକୁ ପୁନରୁଦ୍ଧାର କରିବା ପାଇଁ ମୁଖ୍ୟମନ୍ତ୍ରୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଶକ୍ତି ବିଭାଗ ଅଧିକାରୀମାନେ ଏହାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ କାମ କରୁଛନ୍ତି, ଯାହାଫଳରେ ଲୋକଙ୍କୁ ଯଥାଶୀଘ୍ର ସ୍ୱାଭାବିକ ସେବା ଯୋଗାଇ ଦିଆଯାଇପାରିବ। ଏହାସହିତ ଆଗାମୀ ସମ୍ଭାବ୍ୟ ବାତ୍ୟା ପାଇଁ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତି, ବିପଦସଙ୍କୁଳ ଅଞ୍ଚଳରୁ ଆଗୁଆ ସ୍ଥାନାନ୍ତରଣ, ପର୍ଯ୍ୟାପ୍ତ ଶୁଖିଲା ଖାଦ୍ୟ ଓ ଆବଶ୍ୟକ ସ୍ଥଳେ ରନ୍ଧା ଖାଦ୍ୟ, ବିଶୁଦ୍ଧ ପାନୀୟ ଜଳ ଓ ଔଷଧ ମହଜୁଦ ରଖିବା ଏବଂ ବିଭିନ୍ନ ବିଭାଗ ମଧ୍ୟରେ ସୁଦୃଢ଼ ସମନ୍ୱୟ ରକ୍ଷା କରିବା ଉପରେ ସମୀକ୍ଷାରେ ବିଶେଷ ଗୁରୁତ୍ୱ ଆରୋପ କରାଯାଇଛି। ଏହି ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ , ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ, ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଵିଶାଲ କୁମାର ଦେବ, ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ଶ୍ରୀ ସୁଧାଂଶୁ ଷଡ଼ଙ୍ଗୀ, ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଶ୍ରୀମତୀ ମନୋରମା ମହାନ୍ତି, ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ରାଜେଶ ପ୍ରଭାକର ପାଟିଲ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ଗିରିଶ ଏସ. ଏନ, ଗ୍ରାମ୍ୟ ଜଳଯୋଗାଣ ଓ ପାନୀୟ ଜଳ ବିଭାଗ ନିର୍ଦ୍ଦେଶକ ଶ୍ରୀ ବିନୀତ ଭରଦ୍ୱାଜ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସଞ୍ଜୟ ବିଶ୍ୱାଳ ଏବଂ ଅନ୍ୟ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।

powered by social2s

ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି

Details
Odia Ray Admin
ଓଡିଶା
31 October 2026

ଭୁବନେଶ୍ୱର : ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର। ଆଗାମୀ ୧୨ ଘଣ୍ଟାରେ ଅବପାତ ରୂପ ନେବା ସମ୍ଭାବନା ରହିଛି। ନଭେମ୍ବର ୨ ତାରିଖ ସନ୍ଧ୍ୟା ସୁଦ୍ଧା ଆନ୍ଧ୍ର ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାଦଲ ଆଚ୍ଛାଦିତ ହେଉଛି।

ପ୍ରଭାବରେ ଓଡ଼ିଶାରେ କାଲିଠୁ ଆରମ୍ଭ ହେବ ବର୍ଷା।

powered by social2s

ସୁରକ୍ଷିତ ଅଛନ୍ତି କୃଷ୍ଣସାର ମୃଗ

Details
Odia Ray Admin
ଓଡିଶା
30 October 2026

ଭୁବନେଶ୍ୱର : ଗଞ୍ଜାମ ସମେତ ଦକ୍ଷିଣ ଓଡ଼ିଶାରେ ବନ୍ୟା ସ୍ଥିତି ଦେଖାଦେଇଛି । ବନ୍ୟା ପାଣିରେ କୃଷ୍ଣସାର ଭାସିଯିବା ଖବରକୁ ନେଇ ବନ ବିଭାଗ ସ୍ପଷ୍ଟୀକରଣ ରଖିଛି। ବନ୍ୟାଜଳର ପ୍ରବଳ ସ୍ରୋତରେ କିଛି କୃଷ୍ଣସାର ମୃଗ ଭାସିଯାଇଥିଲେ। ସେମାନେ ସୁରକ୍ଷିତ ନଦୀପାର ହୋଇ ଜଙ୍ଗଲରେ ପହଞ୍ଚିଛନ୍ତି ସମ୍ପୃକ୍ତ ବନଖଣ୍ଡ ଅଧିକାରୀଙ୍କ ରିପୋର୍ଟ ମିଳିଛି। କୌଣସି କୃଷ୍ଣସାର ମୃଗଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିନି। ସମସ୍ତ କୃଷ୍ଣସାର ମୃଗ ସୁରକ୍ଷିତ ଥିବା ସ୍ପଷ୍ଟକଲା ବନ ବିଭାଗ।

powered by social2s

More Articles ...

  1. ନାମୀଦାମୀ କମ୍ପାନୀ ନାଁରେ ନକଲି ସର୍ଫ କାରବାର ପର୍ଦ୍ଦାଫାସ୍, ଭଦ୍ରକରେ ବିପୁଳ ପରିମାଣର ସାମଗ୍ରୀ ଜବତ
  2. ବାତ୍ୟା 'ଅର୍ଣ୍ଣବ' ପ୍ରଭାବରେ ଲଗାଣ ବର୍ଷା ଜନିତ ବନ୍ୟା ସ୍ଥିତି ସଂକ୍ରାନ୍ତରେ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା
  3. ଓଡ଼ିଶୀ କେନ୍ଦ୍ର ଦିଲ୍ଲୀର ୪୯ତମ ବାର୍ଷିକୋତ୍ସବ ପାଳନ
Page 19 of 2249
  • Start
  • Prev
  • 14
  • 15
  • 16
  • 17
  • 18
  • 19
  • 20
  • 21
  • 22
  • 23
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.