• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଗୋରୁ ଚାଲାଣ ଗାଡ଼ି ଦୁର୍ଘଟଣା ଘଟଣା; ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ

Details
Odia Ray Admin
ଓଡିଶା
18 February 2021
 
 
 
ଭୁବନେଶ୍ୱର: ବାଲେଶ୍ବରରୁ ଗୋରୁ ଚାଲାଣ ଗାଡ଼ି ଦୁର୍ଘଟଣାରେ ୪୦ ଗୋରୁ ଙ୍କ ମୃତ୍ୟୁ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ। 
ରାଜ୍ୟରେ ଗୋ ହତ୍ଯା ନିବାରଣ ଆଇନ କଡ଼ାକଡ଼ି ପାଳନ କରିବାକୁ ଏଥିରେ ଉଲ୍ଲେଖ କରିଛନ୍ତି। 
ବେଆଇନ ଗୋରୁ ଚାଲାଣ ରୋକିବାକୁ କଠୋର ପଦକ୍ଷେପ ନେବାକୁ କହିଛନ୍ତି। 
ପୁଲିସ ବିଭାଗ ସଜାଗ ରହି ଜୋରଦାର ପେଟ୍ରୋଲିଂ କରିବାକୁ ସରକାରଙ୍କୁ ନିବେଦନ କରିଛନ୍ତି।
 
ଆଜି ବାଲେଶ୍ୱର ବସ୍ତା ଅଂଚଳରେ ଏକ ଗୋରୁ ବୋଝେଇ ଗାଡି ଓଲଟି ତିନି ଜଣଙ୍କ ମୃତ୍ୟୁ ହୋଇଥିଲା।  ୪୦ ଟି ଗୋରୁ ଙ୍କର ମଧ୍ୟ ମୃତ୍ୟୁ ଘଟିଥିଲା।
 
 
 
 
 
powered by social2s

ଭୁବନେଶ୍ୱରରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

Details
Odia Ray Admin
ଓଡିଶା
18 February 2021

 
ଭୁବନେଶ୍ୱର: ଭୁବନେଶ୍ୱରର ଏଜି ଛକ ସନ୍ନିକଟ ଜୟଦେବ ଭବନ ସମ୍ମୁଖରେ ଜୈନକ ମହିଳା ନିଜ ପୁଅ ହତ୍ୟା ମାମଲା ପୋଲିସ ଚାପି ଦେବା ପ୍ରତିବାଦରେ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କଲା ବେଳେ ଉପସ୍ଥିତ ପୋଲିସ ତାଙ୍କୁ କାବୁ କରି ନିଜ ହେପାଯତକୁ ନେଇଥିବା ସୂଚନା ମିଳିଛି।
 
ମହିଳା ଜଣକ ଜଗତସିଂହପୁର କୁଜଙ୍ଗ ଅଞ୍ଚଳର ବୋଲି ଜଣାପଡିଛି।
 
ମହିଳାଙ୍କ କହିବା ଅନୁଯାୟୀ ତାଙ୍କ ପୁଅ ର ମୃତ୍ୟୁକୁ ନେଇ କୁଜଙ୍ଗ ଥାନା ରେ ଦୁଇମାସ ପୂର୍ବରୁ ଅଭିଯୋଗ ହୋଇଥିଲା କିନ୍ତୁ ପୋଲିସ ପକ୍ଷରୁ ଏଯାଏଁ କୌଣସି କାର୍ଯ୍ୟାନୁଷ୍ଠାନ କରାଯାଇନାହିଁ
 
 
 
 
 
 
 
powered by social2s

ବାଲେଶ୍ବରରେ ଗୋରୁ ବୋଝେଇ ଟ୍ରକ ଓଲଟି ୩ ମୃତ

Details
Odia Ray Admin
ଓଡିଶା
18 February 2021

 

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ବସ୍ତା ଅଞ୍ଚଳରେ ଏକ ବୋଲେରକୁ ଧକ୍କା ଦେଇ ଓଲଟିଲା ଗୋରୁ ବୋଝେଇ ଟ୍ରକ। 

ଟ୍ରକରେ ଥିବା ୩ ଜଣ ଲୋକଙ୍କ ସମେତ ୪୦ଟି ଗୋରୁଙ୍କ ମୃତ୍ୟୁ ହୋଇଛି। 

ଗୋରୁ ଗାଡ଼ି ପଶ୍ଚିମବଙ୍ଗକୁ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି। 

ଟ୍ରକରେ ଥିଲେ ଶତାଧିକ ଗୋରୁ।

 

powered by social2s

କୋଦଳା ପୋଲିସ ପକ୍ଷରୁ ସଡ଼କ ସୁରକ୍ଷା ସପ୍ତାହ ପାଳିତ

Details
Odia Ray Admin
ଓଡିଶା
17 February 2021
 
ବେଗୁନିଆପଡା,୧୭/୦୨(ଦେବାଶିଷ ମହାରଣା):ଗଞ୍ଜାମ ଜିଲ୍ଲା କୋଦଳା ଥାନା ଓ ବେଗୁନିଆପଡା ଫାଣ୍ଡି ପକ୍ଷରୁ ଲୋକଙ୍କୁ ସଚେତନତା ସକାଶେ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି । କ୍ଷୁଦ୍ର ନାଟକ ମାଧ୍ୟମରେ ଲୋକଙ୍କୁ ସଚେତନ କରିବା ପାଇଁ କୋଦଳା ସମେତ ବେଗୁନିଆପଡା ବଜାର ରେ ଏହି ରାଲି ପରିକ୍ରମା କରିଥିଲା । ସଡ଼କ ସୁରକ୍ଷା ଜୀବନ ରକ୍ଷା, ଟ୍ରାଫିକ ପୋଲିସ ଆପଣଙ୍କ ବନ୍ଧୁ,୧୮ବର୍ଷ ରୁ କମ ପିଲା ଗାଡି ଚଳାଇବା ଅପରାଧ,ଦ୍ରୁତ ଗତିରେ ଗାଡି ଚଲାନ୍ତୁ ନାହିଁ ସମେତ ବିଭିନ୍ନ ସଚେତନ ମୂଳକ ପ୍ଲାକାର୍ଡ ଧରି କଲେଜ ଛାତ୍ର ଛାତ୍ରୀ,କୋଦଳା ଥାନା ଓ ବେଗୁନିଆପଡା ଫାଣ୍ଡି ର ସମସ୍ତ ପୋଲିସ କର୍ମକର୍ତ୍ତା ଉକ୍ତ ରାଲିରେ ବାହାରିଥିଲେ । ଉକ୍ତ ସଚେତନତା ରାଲିରେ କୋଦଳା ଥାନା ଅଧିକାରୀ ଦେବାଶିଷ ମହାନ୍ତି, ବେଗୁନିଆପଡା ଫାଣ୍ଡି ଅଧିକାରୀ ଦୀପ୍ତି ରଞ୍ଜନ ବେହେରା,ଏସଆଇ ଅନିଲ କୁମାର ସାହୁ, ଆରତୀ ପରିଡା ଏବଂ ଏଏସଆଇ ମହେଶ୍ୱର ବେହେରା ଙ୍କ ସମେତ ସମସ୍ତ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ ।
powered by social2s

ଆଜିଠୁ ଓଡିଶା ବିଧାନସଭା ବଜେଟ ଅଧିବେଶନ

Details
Odia Ray Admin
ଓଡିଶା
18 February 2021

 

 

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ରାଜ୍ୟ ବିଧାନସଭା ବଜେଟ ଅଧିବେଶନ। 

ପ୍ରଥମ ଦିନରେ ଅଭିଭାଷଣ ରଖିବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍।

ଫେବୃୟାରୀ ୨୭ ଯାଏ ଚାଲିବ ଅଧିବେଶନର ପ୍ରଥମ ପର୍ଯ୍ୟାୟ। 

ଦ୍ୱିତୀୟ ପର୍ଯ୍ୟାୟର ଅଧିବେଶନ ମାର୍ଚ୍ଚ ୧୨ ରୁ ଆରମ୍ଭ ହୋଇ ଏପ୍ରିଲ ୯ ଯାଏ ଚାଲିବ। 

ଫେବୃଆରୀ ୨୨ରେ ଉପସ୍ଥାପନ ହେବ ୨୦୨୧-୨୨ର ରାଜ୍ୟ ବଜେଟ ଅଧିବେଶନ। 

ଏଥର ଅଧିବେଶନରେ ପ୍ରଶ୍ନକାଳ ଓ ଶୂନ୍ୟକାଳ ରହିବ।

 

powered by social2s

ମା ସମଲେଶ୍ବରୀ ମନ୍ଦିରର ବିକାଶ ପାଇଁ ୨୦୦ କୋଟି ଟଙ୍କାର ‘ସମଲେଇ ଯୋଜନା’ ପ୍ରସ୍ତୁତ

Details
Odia Ray Admin
ଓଡିଶା
17 February 2021

 

 

 

ଭୁବନେଶ୍ୱର: କୋଟି କୋଟି ଓଡିଆଙ୍କ ଆସ୍ଥା ଓ ବିଶ୍ବାସର କେନ୍ଦ୍ର ମା ସମଲେଇ ।  ମା ଙ୍କ ପବିତ୍ର ପୀଠ ସମ୍ବଲପୁରର ମା ସମଲେଶ୍ବରୀ ମନ୍ଦିର।ପ୍ରତିଦିନ  ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଭକ୍ତ ମାଙ୍କ ଦର୍ଶନ ପାଇଁ ଆସିଥାନ୍ତି । ନବରାତ୍ରୀ, ଦଶହରା, ନୂଆଖାଇ ଓ ଗୁରୁତ୍ବପୂର୍ଣ୍ଣ ପର୍ବପାର୍ବାଣୀ ମାନଙ୍କରେ ମାଙ୍କ ପୀଠରେ ଭକ୍ତ ସମାଗମ ବୃଦ୍ଧି ହୋଇଥାଏ ।

 

ପୁରୀର ଶ୍ରୀଜଗନ୍ନାଥ ଓ ଭୁବନେଶ୍ବରର ଶ୍ରୀ ଲିଙ୍ଗରାଜ ମନ୍ଦିର ପରେ ୫-ଟି ଉପକ୍ରମ ଅଧୀନରେ ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଦେବୀ ପୀଠ ସମ୍ବଲପୁରର ମା ସମଲେଇଙ୍କ ମନ୍ଦିର ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି । ଏ ସଂପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଚିଠା ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଉପସ୍ଥାପନା କରାଯାଇଥିଲା ।

 

ଷୋଡଶ ଶତାଦ୍ଦୀରେ ନିର୍ମିତ ମା ସମଲେଶ୍ବରୀଙ୍କ ପୀଠର ବିକାଶ ପାଇଁ ରାଜ୍ୟ ସରକାର Samaleswari Temple Area Management & Local Economy Initiatives (SAMALEI) ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ୨୦୨୧-୨୨ ଆର୍ଥିକ ବର୍ଷରେ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ସମଲେଶ୍ବରୀଙ୍କ ପୀଠ ତଥା ଆଖପାଖର ୧୦୮ ଏକର ଜମିରେ ବିକାଶ କରାଯିବ।  ଏହି ଯୋଜନାରେ ମାଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ, ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ତଥା ପର୍ଯ୍ୟଟକ ଓ ଭକ୍ତ ମାନଙ୍କ ପାଇଁ ଏକ ଅନନ୍ୟ ଅନୁଭୂତି ହେବା ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ କରିବ।

 

 

ମାଙ୍କ ମନ୍ଦିର ଅଞ୍ଚଳ ୧୨ ଏକର ଜମି ଉପରେ ପ୍ରତିଷ୍ଠିତ । ତେଣୁ ଏଠାରୁ ଆସୁଥିବା ଭକ୍ତମାନେ ଯେଭଳି ସୁବିଧାରେ ମାଙ୍କର ଦର୍ଶନ କରିପାରିବେ, ସେଥିପାଇଁ ଧାଡି ପରିଚାଳନା ବ୍ୟବସ୍ଥା, ବିଭିନ୍ନ ଧାର୍ମିକ ଉତ୍ସବ ଅନୁଷ୍ଠାନ ପାଇଁ ସ୍ଥାନ ସହିତ ଭୋଗମଣ୍ଡପ ଓ ପୂଜୀରୀଙ୍କ ବିଶ୍ରାମଗୃହ ନିର୍ମାଣ କରାଯିବ ।

 

ମନ୍ଦିରର ଚାରି ଦିଗରେ ୪ଟି ସୁଦୃଶ୍ୟ ଐତିହ୍ୟ ଦ୍ବାର ନିର୍ମାଣ  କରାଯିବ । ଭକ୍ତମାନେ ପୂର୍ବ ଦ୍ବାର ଦେଇ ମନ୍ଦିରକୁ ପ୍ରବେଶ କରିବେ ଏବଂ ଅନ୍ୟ ୩ଟି ଦ୍ବାର ଦେଇ ବାହାରକୁ ବାହାରିବେ । 

 

ମନ୍ଦିରର ମୁଖ୍ୟ ପ୍ରବେଶ ଦ୍ବାର ପାଖରେ ମନ୍ଦିର କାର୍ଯ୍ୟାଳୟ, Interpretation Centre ଏବଂ ଜନସାଧାରଣଙ୍କ ପାଇଁ ଜରୁରୀ ସୁବିଧାର ବିକାଶ କରାଯିବ। 

 

ମନ୍ଦିର ନିକଟରେ ଅବସ୍ଥିତ ଗୋପାଳଜୀ ମଠର ସଂରକ୍ଷଣ କରାଯିବ ଏବଂ ଏହାର ବିକାଶ କୁ ମୂଳ ଯୋଜନା ସହ ସମନ୍ବିତ କରାଯିବ ।

 

ମନ୍ଦିର ଚାରିପଟେ ଭକ୍ତମାନେ ଯେପରି ସୁବିଧାରେ ପରିକ୍ରମା କରିପାରିବେ, ସେଥିପାଇଁ ୧ କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଏକ ପାଦଚଲା ରାସ୍ତା ନିର୍ମାଣ କରାଯିବ ।

 

ସମ୍ବଲପୁରର ଜଳବାୟୁକୁ ଦୃଷ୍ଟିରେ ରଖି ପରିକ୍ରମା  ପଥରେ ଛାୟାପ୍ରଦ ବୃକ୍ଷ ଆଦି ରୋପଣ କରାଯିବ।

 

ଯାତ୍ରୀମାନଙ୍କ ପାଇଁ ସେଠାରେ ପର୍ଯ୍ୟାପ୍ତ ସୁବିଧାର ବିକାଶ କରାଯିବ ଏବଂ ତାସହିତ ପାର୍କିଂ ଜାଗା, ସ୍ବତନ୍ତ୍ର Vending zone, ଶୌଚାଳୟ, ସୂଚନା କେନ୍ଦ୍ର, ଦାନ କେନ୍ଦ୍ର ଇତ୍ୟାଦି ବ୍ୟବସ୍ଥା ରଖାଯିବ । 

 

 

ମନ୍ଦିର ନିକଟରେ ରହୁଥିବା ସେବାୟତ ମାନଙ୍କ ପାଇଁ ସୁରକ୍ଷିତ ବାସଗୃହ ପ୍ରକଳ୍ପ ହାତକୁ ନିଆଯିବ ଏବଂ ଏଥିରେ ସମସ୍ତ ପ୍ରକାର ମୌଳିକ ସୁବିଧା ର ବିକାଶ କରାଯିବ ।

 

ମାଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ଯେପରି ମନ୍ଦିରରୁ ମହାନଦୀ ଘାଟକୁ ସୁବିଧାରେ ଯାଇପାରିବେ, ସେଥିପାଇଁ ୩୦ ମିଟର ଚଉଡା ବିଶିଷ୍ଟ ପାଦଚଲା ରାସ୍ତାର ମଧ୍ୟ ବିକାଶ କରାଯିବ।

 

ଉପରୋକ୍ତ ପାଦଚଲା ରାସ୍ତାର ମଧ୍ୟ ଭାଗରେ ଏକ ୩୦ ମିଟର ବିଶିଷ୍ଟ Deck ନିର୍ମାଣ କରାଯିବ, ଯେଉଁଠାରୁ କି ଉଭୟ ମହାନଦୀ ଓ ମାଙ୍କ ମନ୍ଦିର ସ୍ପଷ୍ଟ ଭାବରେ ଦେଖାଯିବ।

 

ସେଠାରେ ପ୍ରତିଦିନ ମହାନଦୀ ଆଳତୀ ଭକ୍ତମାନଙ୍କୁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭୂତି ଦେବ ।

 

ବର୍ତ୍ତମାନର ରିଙ୍ଗ ରୋଡକୁ ଚଉଡା କରାଯିବ ଏବଂ ସେଥିରେ ସ୍ବତନ୍ତ୍ର ଭାବରେ ନଦୀ କୂଳେ କୂଳେ ଚଲାପଥ  ଓ ଅବସର ସୁବିଧା ରହିବ। 

 

ନଦୀ କୂଳର ଯୋଜନାବଦ୍ଧ ଭାବରେ ବିକାଶ କରାଯିବ ଏବଂ ଲୋକମାନେ ଯେପରି ସୁବିଧାରେ ସେମାନଙ୍କର  ପରମ୍ପରା ଓ ରୀତିନୀତି ପାଳନ କରିପାରିବେ, ସେଥିପାଇଁ ପ୍ଲାଟଫର୍ମର ବ୍ୟବସ୍ଥା କରାଯିବ । 

 

ତାସହିତ ପର୍ଯ୍ୟଟକ ମାନଙ୍କୁ ମହାନଦୀର ଦୃଶ୍ୟ ଅବଲୋକନ ପାଇଁ Pavilion, Plaza ଓ Deck ଆଦି ନିର୍ମାଣ କରାଯିବ । ପୁରୁଣା ଦିନ ଭଳି ମହାନଦୀରୁ ମନ୍ଦିର ସ୍ପଷ୍ଟ ଦେଖାଯିବ।

 

 

ଏହି ପ୍ରକଳ୍ପ ଅଧୀନରେ ୨୨ ଏକର ଜମିରେ ହ୍ରଦ କୂଳର ବିକାଶ କରାଯିବ। ଏଥିରେ wetlandର ବିକାଶ ସହିତ 5 MLD Sewerage Treatment Plant ନିର୍ମାଣ କରାଯିବ ।  Wetland ଅଞ୍ଚଳର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କରାଯିବ। ଏହାସହିତ ସେଠାରେ ପର୍ଯ୍ୟଟକ ମାନଙ୍କ ସୁବିଧା ପାଇଁ Food Park, ସ୍ଥାପତ୍ୟ ପାର୍କ ତଥା ମୁକ୍ତାକାଶ ରଂଗମଞ୍ଚର ବ୍ୟବସ୍ଥା ରହିବ । ସମ୍ବଲପୁରର ପ୍ରସିଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ ସହିତ ବିଭିନ୍ନ ସ୍ମାରକୀ (Souvenirs) ସାମଗ୍ରୀ ର ବିକ୍ରି ପାଇଁ vending ବ୍ଯବସ୍ଥା  କରାଯିବ।

 

ରେଳଷ୍ଟେସନରୁ ମନ୍ଦିରର ଉତ୍ତର ପାର୍ଶ୍ବକୁ ସଂଯୁକ୍ତ କରୁଥିବା ରାସ୍ତାକୁ ପ୍ରଶସ୍ତ କରାଯିବ । ଯାହାଫଳରେ ଟ୍ରାଫିକ ସମସ୍ୟା ଦୂର ହୋଇପାରିବ।

 

 

ବର୍ତ୍ତମାନ ଥିବା ଶଶ୍ମାନକୁ ପୂର୍ବ ପଟକୁ ସ୍ଥାନାନ୍ତର କରାଯିବ ଏବଂ ଏଠାରେ ଆଧୁନିକ ସୁବିଧାର ବିକାଶ କରାଯିବ । ଏହି ଶଶ୍ମାନଟି 9 ମିଟର ବିଶିଷ୍ଟ ପାଦଚଲା ରାସ୍ତା  ଦ୍ୱାରା ମହାନଦୀ ସହ  ସଂଯୁକ୍ତ ହେବା ଫଳରେ ଲୋକମାନେ ସୁବିଧାରେ ନଦୀଘାଟକୁ ଯାଇ  ପରମ୍ପରା ଓ ରୀତିନୀତି ପାଳନ କରିପାରିବେ । 

ଶଶ୍ମାନ ପାଖରେ ଶେଷକୃତ୍ୟ, ସ୍ଥାନ ଶ୍ରାଦ୍ଧମଣ୍ଡପ ଓ ବିଶ୍ରାମଗୃହ ର ବ୍ୟବସ୍ଥା କରାଯିବ।  

 

ଏହି ନୂଆ ଯୋଜନା ଫଳରେ ପ୍ରଭାବିତ ହେଉଥିବା ଜନସାଧାରଣଙ୍କ ପାଇଁ  ମାନବୀୟ ଦୃଷ୍ଟିରୁ ବିଚାର କରିଏକ  ଉଦାର ଥଇଥାନ ଓ ପୁରର୍ବାସ ପ୍ୟାକେଜ ପ୍ରସ୍ତୁତ କରାଯାଉଛି । 

 

ଏଥିରେ ଘରୋଇ ଜମିରେ ଘର  ସରକାରୀ ଜମିରେ ଥିବା ବସ୍ତି, ସରକାରୀ ଜମିରେ ଅନ୍ୟ ବାସଗୃହ, ସରକାରୀ ଜମିରେ ଦୋକାନ ଘର, ସରକାରୀ ଜମିରେ vendor  ମାନଙ୍କ ପାଇଁ ସୁବିଧା ପାଇଁ ପ୍ୟାକେଜରେ ବିସ୍ତୃତ ବ୍ୟବସ୍ଥା ରଖାଯିବ ।

 

ସେହିପରି ସରକାରୀ ଜମିରେ ଥିବା କ୍ଲବ, ଧାର୍ମିକ ଅନୁଷ୍ଠାନ, ସରକାରୀ ଅଫିସ ଓ ପ୍ରତିଷ୍ଠାନ ମାନଙ୍କ ପାଇଁ ସହାୟତା ପ୍ରଦାନ କରାଯିବ।

 

ଏହି ଚିଠା ମାଷ୍ଟର ପ୍ଲାନ ସଂପର୍କରେ ଜନସାଧାରଣ This email address is being protected from spambots. You need JavaScript enabled to view it. ଜରିଆରେ ମାର୍ଚ୍ଚ ୧୫ ସୁଦ୍ଧା ସେମାନଙ୍କର ମୂଲ୍ୟବାନ ମତାମତ ଦେଇପାରିବେ ।

 

ସମଲାଇ ପ୍ରକଳ୍ପର ସଫଳ ରୂପାୟନ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନ କରିଥିଲେ ।

 

 

powered by social2s

ଭୁବନେଶ୍ବର ଲୁଟେରା ଗ୍ୟାଙ୍ଗର ୪ ଜଣ ଗିରଫ; ୮୦ ଗ୍ରାମ ସୁନା ଅଳଂକାର ଯବତ

Details
Odia Ray Admin
ଓଡିଶା
17 February 2021

 

 

ଭୁବନେଶ୍ୱର: ଭୁବନେଶ୍ବର କମିଶନରେଟ ପୋଲିସ ସ୍ୱତନ୍ତ୍ର ସ୍ୱାଡ଼ ଦ୍ୱାରା ଏକ ଲୁଟେରା ଗ୍ୟାଙ୍ଗରେ ୪ ଜଣ ସଦସ୍ୟଙ୍କୁ ଗିରଫ କରାଯାଇଛି। 

ତାଙ୍କ ଠାରୁ ୩ଟି ଚୋରା ବାଇକ ଓ ୮୦ ଗ୍ରାମ ସୁନା ଅଳଂକାର ଯବତ ହୋଇଛି। 

ରାଜଧାନୀର ବିଭିନ୍ନ ଅଞ୍ଚଳରେ ଲୁଟ୍ତରାଜ କରୁଥିଲେ ଏହି ଲୁଟେରା ଗ୍ୟାଙ୍ଗ।

 

powered by social2s

More Articles ...

  1. ୩୦ ଡିଗ୍ରୀ ଉପରେ ରାଜ୍ୟର ୮ଟି ସହରର ତାପମାତ୍ରା
  2. ଆଜିଠୁ ୧୯ ଯାଏଁ ଓଡ଼ିଶାରେ ଘଡଘଡି ସହ ବର୍ଷା ଆଶଙ୍କା
  3. ବିସିଷ୍ଟ ସମାଜସେବୀ ନାରାୟଣ ମହାପାତ୍ର କାରୋନା ଯୋଦ୍ଧା ସମ୍ମାନ ଓ ଶ୍ରୀସେବା ସମ୍ମାନ ରେ ସମ୍ମାନିତ
Page 1855 of 2256
  • Start
  • Prev
  • 1850
  • 1851
  • 1852
  • 1853
  • 1854
  • 1855
  • 1856
  • 1857
  • 1858
  • 1859
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.