• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ରିଲାଏନ୍ସ ବିଶ୍ୱର ଶ୍ରେଷ୍ଠ ୧୦ କମ୍ପାନୀ ସମୂହ ମଧ୍ୟରେ ସାମିଲ ହେବା ଲକ୍ଷ୍ୟ ରଖିଛି: ମୁକେଶ ଅମ୍ବାନୀ

Details
Odia Ray Admin
ଦେଶ / ବିଦେଶ
29 December 2023

ଭୁବନେଶ୍ୱର: ରିଲାଏନ୍ସ ନିଜର ଅବିରତ ବିକାଶର ଧାରା ଜାରି ରଖି ଆଗକୁ ବଢିବା ସହିତ ବିଶ୍ୱର ଶ୍ରେଷ୍ଠ ୧୦ ବ୍ୟବସାୟ ସମୂହ ମଧ୍ୟରେ ସ୍ଥାନିତ ହେବ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧକ୍ଷ ମୁକେଶ ଅମ୍ବାନୀ ପ୍ରକାଶ କରିଛନ୍ତି । ରିଲାଏନ୍ସର ପ୍ରତିଷ୍ଠାତା ଧିରୁଭାଇ ଅମ୍ବାନିଙ୍କ ଜନ୍ମତିଥିରେ ପାଳନ କରାଯାଉଥିବା ରିଲାଏନ୍ସ ପରିବାର ଦିବସ ଅବସରରେ କର୍ମଚାରୀଙ୍କୁ ସମ୍ବୋଧନ କରି ସେ ଏହା କହିଛନ୍ତି । ରିଲାଏନ୍ସ ଏବେ ଡିଜିଟାଲ ଡାଟା ପ୍ଲାଟଫର୍ମ ଏବଂ ଆର୍ଟିଫିସିଆଲ ଇଂଟେଲିଜେନ୍ସ, ଆପଣାଇବାରେ ବିଶ୍ୱର ଅଗ୍ରଣୀ ସଂସ୍ଥାମାନଙ୍କ ମଧ୍ୟରୁ ଅନ୍ୟତମ ହେବା ପାଇଁ ଲକ୍ଷ୍ୟ ରଖିଥିବା ସେ କହିଛନ୍ତି । ଡିଜିଟାଲ ପ୍ଲାଟଫର୍ମ ଯୁଗରେ ଡାଟା ଏବେ ପ୍ରତିଭା ଓ ଅର୍ଥ ସହିତ ଉତ୍ପାଦନର ନୂଆ ମାଧ୍ୟମ ହୋଇଛି । ଏଥି ନିମନ୍ତେ ଡାଟା ବ୍ୟବହାର ରେ ଆମେ ସର୍ବଦା ଅଗ୍ରଣୀ ରହିବା ସହିତ ଏଆଇ ବଳରେ ଉତ୍ପାଦକତା ଓ ଦକ୍ଷତାରେ ଅନେକ ଗୁଣ ଉନ୍ନତି ହାସଲ କରିପାରିବା ବୋଲି କର୍ମଚାରୀମାନଙ୍କୁ ସମ୍ବୋଧନ କରି ସେ କହିଛନ୍ତି । ରିଲାଏନ୍ସ ସବୁବେଳେ ଆତ୍ମସନ୍ତୁଷ୍ଟି ଠାରୁ ଆଗରେ ରହିଥିବା ପ୍ରକାଶ କରି ଆଜିକା ଦିନରେ ଉଭୟ ଘରୋଇ ଏବଂ ବିଶ୍ୱ ସ୍ତରରେ ବ୍ୟବସାୟ ପରିବେଶ ଦ୍ରୁତ ପରିବର୍ତ୍ତନଶୀଳ ହୋଇଥିବା ସେ କହିଛନ୍ତି । ସବୁ ସମୟ ଭଳି ଆଗାମୀ ଦିନରେ ମଧ୍ୟ ଗ୍ରାହକମାନଙ୍କୁ ପ୍ରାଥମିକତା ଦେବା ନେଇ ସର୍ବଦା ଧ୍ୟାନକେନ୍ଦ୍ରିତ କରିବା ପାଇଁ ସେ କର୍ମଚାରୀଙ୍କୁ ଆହ୍ୱାନ ଦେଇଛନ୍ତି । ଭାରତ ବିଶ୍ୱର ତୃତୀୟ ବୃହତ ଅର୍ଥନୀତି ହେବା ଦିଗରେ ଆଗକୁ ବଢୁଥିବା ବେଳେ ଆମପାଇଁ ବିଶ୍ୱର ଶ୍ରେଷ୍ଠ ୧୦ ବ୍ୟବସାୟ ସମୂହ ମଧ୍ୟରେ ସ୍ଥାନ ହାସଲ କରିବାର ଅପୂର୍ବ ସୁଯୋଗ ରହିଥିବା ସେ କହିଛନ୍ତି । ଡିଜିଟାଲ ସେବା, ସବୁଜ ଶକ୍ତି ଓ ବୟ ଏନର୍ଜି, ରିଟେଲ ଓ କଂଜୁମର ବ୍ରାଣ୍ଡ ସମୂହ, ତୈଳ ଓ କେମିକାଲ, ସ୍ୱାସ୍ଥ୍ୟ ଓ ଲାଇଫ ସାଇନ୍ସେସ ଭଳି ରିଲାଏନ୍ସ ର ସମସ୍ତ ଅଭିବୃଢ଼ହି ଇଂଜିନ ଗୁଡିକୁ ଆସନ୍ତା ବର୍ଷ ମଧ୍ୟରେ ପରିବର୍ତିତ ହେବାକୁ ପଡିବ ବୋଲି ସେ କହିଛନ୍ତି । ଏଥିସହିତ ଏଆଇ କୁ ବିକଶିତ ଓ ବ୍ୟାପକ କରିବା ଦିଗରେ ରିଲାଏନ୍ସର ଉଦ୍ୟମକୁ ତ୍ୱରାନ୍ୱିତ କରି ଭାରତର ଶିକ୍ଷା , ସ୍ୱାସ୍ଥ୍ୟ, କୃଷି ଓ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ରହିଥିବା ଜାତୀୟ ଆବଶ୍ୟକତା ପୁରଣ ପାଇଁ କାର‌୍ୟ୍ୟ କରିବାକୁ ସେ ଆହ୍ୱାନ ଦେଇଛନ୍ତି ।

powered by social2s

ଚଣ୍ଡିଗଡ଼ରେ ବାଧ୍ୟତାମୂଳକ ହେଲା ମାସ୍କ

Details
Odia Ray Admin
ଦେଶ / ବିଦେଶ
21 December 2023

ଭୁବନେଶ୍ୱର: କର୍ଣ୍ଣାଟକ ପରେ ଚଣ୍ଡିଗଡ଼ରେ ବାଧ୍ୟତାମୂଳକ ହେଲା ମାସ୍କ ନିୟମ। ଭାରତରେ ଗତକାଲି ୨୧ ଜଣ କରୋନା ରୋଗୀ ଚିହ୍ନଟ ପରେ ଏହି ପଦକ୍ଷେପ ନିଆଯାଇଛି। ଗହଳିପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବା ପାଇଁ ପରାମର୍ଶ ଦିଆଯାଇଛି। ତେବେ JN.1 ଓମିକ୍ରନ୍ ର ଭାରିଆଣ୍ଟ ବୋଲି କହିଛନ୍ତି ବିଶ୍ଵ ସ୍ବାସ୍ଥ୍ୟ ସଂଗଠନ।

powered by social2s

ସାରା ଭାରତରେ ଘାତକ ବାଣ ଉପରେ ଲାଗିଲା କଟକଣା

Details
Odia Ray Admin
ଦେଶ / ବିଦେଶ
07 November 2023

ନୂଆଦିଲ୍ଲୀ: ସାରା ଭାରତରେ ଘାତକ ବାୟୁ ପ୍ରଦୂଷଣକାରୀ ବାଣ ଉପରେ କଟକଣା ଲଗାଇଲେ ସର୍ବୋଚ୍ଚ ନ୍ୟାୟାଳୟ। ବାରୁଦରେ ବେରିଅମ୍ ସଲ୍ଟ ମିଶ୍ରିତ ବାଣ ଫୁଟାଇବା ଉପରେ ଲାଗିଲା କଟକଣା। ରାଜସ୍ଥାନର ଏକ ମାମଲା ଶୁଣାଣି କରି ଏହି ନିର୍ଦ୍ଦେଶ ଦେଲେ ସର୍ବୋଚ୍ଚ ନ୍ୟାୟାଳୟ। ଆଗକୁ ଦୀପାବଳୀ ଥିବାରୁ ଶବ୍ଦ ଓ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ପଦକ୍ଷପ ନିଅନ୍ତୁ ରାଜ୍ୟ ବୋଲି କହିଲେ ସର୍ବୋଚ୍ଚ ନ୍ୟାୟାଳୟ।

powered by social2s

भारत ने इजरायल से 18 नेपाली नागरिकों को निकाला, विदेश मंत्री सऊद ने जयशंकर का जताया आभार

Details
Odia Ray Admin
ଦେଶ / ବିଦେଶ
19 October 2023

दिल्ली: युद्धग्रस्त इजरायल से भारतीयों को बचाने के लिए शुरू किए गए ‘ऑपरेशन अजय’ के तहत लोगों की वतन वापसी जारी है। इस बीच भारत ने हमेशा की तरह मुसीबत में फंसे अपने पड़ोसी देशों के नागरिकों के लिए भी मदद के हाथ खोल दिए हैं। ‘ऑपरेशन अजय’ के तहत नेपाल के 18 नागरिकों सहित 286 भारतीय नागरिकों को लेकर पांचवीं उड़ान मंगलवार देर रात को दिल्ली के इंदिरा गांधी एयरपोर्ट पहुंची। आगमन पर, केंद्रीय सूचना एवं प्रसारण और मत्स्यपालन, पशुपालन और डेयरी राज्य मंत्री एल. मुरुगन ने उनका स्वागत किया। विदेश मंत्री एस. जयशंकर ने ‘एक्स’ पर कहा, ‘‘ऑपरेशन अजय आगे बढ़ा है। 286 और यात्री भारत लौट रहे हैं। विमान में 18 नेपाली नागरिक भी सवार हैं।’’ नेपाल के विदेश मंत्री एन. पी. सऊद ने इजरायल से नेपाल के नागरिकों को निकालने के लिए अपने भारतीय समकक्ष, विदेश मंत्री एस. जयशंकर के प्रति आभार व्यक्त करते हुए ‘एक्स’ पर लिखा, ‘‘महामहिम डॉ. एस. जयशंकर, हम कठिन समय में इस मदद की सराहना करते हैं। नेपाल और नेपाली लोग आभारी हैं।’’ निकासी के बाद, भारत में नेपाल के राजदूत ने कहा, ‘‘हम नेपाली नागरिकों को तेल अवीव से दिल्ली वापस लाने के लिए भारत सरकार का धन्यवाद करते हैं।’’ इजरायल से लौटी नेपाली नागरिक अंबिका ने कहा, ‘‘इजरायल में स्थिति खतरनाक है। हम डरे हुए थे। विस्फोट हो रहे थे। हमें वापस लाने के लिए भारत सरकार का धन्यवाद।’’ दुनिया के किसी भी देश में जब कभी आपदाएं आती हैं या युद्ध जैसे हालात बनते हैं तो भारत अपनों को बचाने के लिए तुरंत एक्शन मोड में आ जाता है। हाल के वर्षों के कुछ उदाहरणों पर गौर करें तो हम पाएंगे कि चाहे यमन में हुई हिंसा हो, रूस-यूक्रेन के बीच युद्ध हो, या फिर सूडान में बिगड़े हालात हो, भारत ने हमेशा तत्परता दिखाई है। इसके अलावा नेपाल में आए भूकंप और कोविड-19 महामारी के दौरान चीन से भारतीयों की वतन वापसी भी बड़े उदाहरण हैं। भारत ने महामारी के दौरान न केवल अपने लोगों बल्कि म्यांमार, बांग्लादेश, मालदीव, चीन, अमेरिका, मेडागास्कर और दक्षिण अफ्रीका के नागरिकों को भी मुसीबत से निकाला था।

powered by social2s

आजादी का अमृत महोत्सव’ के दौरान विदेश मंत्रालय की विभिन्न पहलों ने दुनिया भर में बढ़ाई भारत की प्रतिष्ठा

Details
Odia Ray Admin
ଦେଶ / ବିଦେଶ
17 November 2023

नई दिल्ली: विदेश मंत्रालय को हाल ही में आजादी का अमृत महोत्सव (एकेएएम) अवधि के दौरान शीर्ष प्रदर्शन करने वाले मंत्रालय के तौर पर ‘आजादी का अमृत महोत्सव’ पुरस्कार से सम्मानित किया गया है। यह उपलब्धि मंत्रालय द्वारा भारत और विदेशों में अपने मिशनों के माध्यम से की गई विविध गतिविधियों से प्राप्त हुई है। ये गतिविधियां मुख्य रूप से मिशन-संबंधित प्रयासों में भारतीय प्रवासियों की बढ़ती भागीदारी, वैश्विक भागीदारों के साथ सांस्कृतिक संबंधों को बढ़ावा देने पर केंद्रित थीं। अमृत महोत्सव मनाने के लिए विदेश मंत्रालय की एक महत्वपूर्ण पहल वैश्विक स्तर पर योग को लोकप्रिय बनाने पर केंद्रित रही। इसमें महामारी से दुनिया के जल्द उबरने को ध्यान में रखते हुए, व्यक्तिगत और ऑनलाइन दोनों तरह से आयोजित योग कार्यशालाएं और प्रशिक्षण सत्र शामिल थे। इस दौरान योग के लाभों के बारे में विस्तार से बताने के लिए विशेष वार्ता आयोजित की गई। भारतीय मिशनों ने दुनिया भर में स्वस्थ जीवनशैली को बढ़ावा देने में योग के महत्व और शक्ति को प्रदर्शित करने के लिए अनुभवी योग प्रशिक्षकों के साथ सहयोग किया। इसके अलावा, 79 देशों और विभिन्न संयुक्त राष्ट्र संगठनों के सहयोग से विदेश मंत्रालय और उसके मिशनों के नेतृत्व में भारत ने पिछले साल 'गार्जियन योग रिंग' अभ्यास का आयोजन किया। इस अभ्यास का उद्देश्य राष्ट्रीय सीमाओं से परे योग की एकजुट करने वाली शक्ति को चित्रित करना था। अमृत महोत्सव के दौरान विदेश मंत्रालय ने देश के युवाओं के साथ भारतीय विदेश नीति में महत्वपूर्ण अंतर्दृष्टि साझा करने के लिए 75 प्रतिष्ठित और उत्कृष्ट संस्थानों के साथ भागीदारी की। विदेश नीति लेक्चर सीरीज में दूरदराज के शहरों सहित सभी राज्यों के छात्रों को शामिल किया गया, उन्हें अंतरराष्ट्रीय संबंधों के बारे में बताया गया और उन्हें भारतीय विदेश सेवाओं में करियर बनाने के लिए प्रेरित किया गया। ये लेक्चर सेवानिवृत्त राजदूतों द्वारा दिये गये थे। विदेशों में भारतीय मिशनों द्वारा भारतीय प्रवासियों को भी वृक्षारोपण, खेल प्रतियोगिताओं, कला एवं शिल्प प्रतियोगिताओं और साइकिल रैलियों सहित सामुदायिक कार्यक्रमों के माध्यम से सक्रिय रूप से शामिल किया गया। ऐसी गतिविधियां प्रत्येक मिशन के समर्पित एकेएएम सप्ताह के दौरान विशेष रूप से प्रमुख थीं, जहां विभिन्न मिशनों ने व्यक्तिगत रूप से अमृत महोत्सव मनाया। विदेश मंत्रालय के अमृत महोत्सव उत्सव का एक प्रतिष्ठित आकर्षण दुनिया भर के ऐतिहासिक स्मारकों को भारतीय तिरंगे के साथ रोशन करना था। सिडनी ओपेरा हाउस, बुर्ज खलीफा और एम्पायर स्टेट बिल्डिंग जैसी प्रसिद्ध इमारतें भारत की आजादी के 75 साल पूरे होने के उपलक्ष्य में तिरंगे रंग में जगमगा उठीं, जिसमें विदेश मंत्रालय का भरपूर सहयोग रहा। संक्षेप में कहा जाए तो आजादी का अमृत महोत्सव के दौरान विदेश मंत्रालय की विभिन्न पहलों ने दुनिया भर में भारत की वैश्विक प्रतिष्ठा बढ़ाने में महत्वपूर्ण योगदान दिया है, जिसकी बदौलत एकेएएम अवधि के दौरान सबसे अच्छा प्रदर्शन करने पर विदेश मंत्रालय को पुरस्कृत किया गया है।

powered by social2s

ନୀତା ଅମ୍ବାନୀଙ୍କ ୬୦ ତମ ଜନ୍ମଦିନରେ ଅନ୍ନ ସେବା; ସାରା ଦେଶରେ ୧.୪ ଲକ୍ଷ ଭୋଜନ ବଣ୍ଟନ

Details
Odia Ray Admin
ଦେଶ / ବିଦେଶ
02 November 2023

ଭୁବନେଶ୍ୱର: ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ଓ ଅଧ୍ୟକ୍ଷା ନୀତା ଅମ୍ବାନୀ ନଭେମ୍ବର ୧ ତାରିଖରେ ୩୦୦୦ ବଞ୍ଚିତ ବର୍ଗର ପିଲାଙ୍କ ସହିତ ନିଜ ଜନ୍ମଦିନ ପାଳନ କରିଛନ୍ତି । ଏହି ଅବସରରେ ସାରା ଦେଶରେ ଅନ୍ନ ସେବା ଜରିଆରେ ୧୫ଟି ରାଜ୍ୟର ୧.୪ ଲକ୍ଷ ଲୋକଙ୍କୁ ଭୋଜନ ପ୍ରଦାନ କରାଯାଇଛି। ଅନ୍ନ ସେବା ଜରିଆରେ ପ୍ରାୟ ୭୫୦୦୦ ଲୋକଙ୍କୁ ରନ୍ଧା ହୋଇଥିବା ଭୋଜନ ପ୍ରଦାନ କରାଯାଇଥିବା ବେଳେ ପ୍ରାୟ ୬୫୦୦୦ ଲୋକଙ୍କୁ ଶୁଖିଲା ରାସନ / ଗ୍ରୋସରୀ ପ୍ରଦାନ କରାଯାଇଛି। ଶିଶୁ, ଵୃଦ୍ଧାଶ୍ରମରେ ରହୁଥିବା ବରିଷ୍ଠ ନାଗରିକ, ଦିନ ମଜୁରିଆ, କୁଷ୍ଠ ଆକ୍ରାନ୍ତ ବ୍ୟକ୍ତି, ଭିନ୍ନକ୍ଷମ ଏବଂ ବିଶେଷ ଆବଶ୍ୟକତା ରହିଥିବା ଲୋକମାନଙ୍କୁ ଏହି ଅନ୍ନ ସେବାରେ ଅନ୍ତର୍ଭୁକ୍ତ କରାଯାଇଥିଲା। ଭୋଜନ ବିତରଣ ଠାରୁ ଆରମ୍ଭ କରି ବିଭିନ୍ନ ସ୍ଥାନରେ ଗରମ ଭୋଜନ ପ୍ରଦାନ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ରିଲାଏନ୍ସର ସ୍ୱୟଂସେବକ ମାନେ କରିଛନ୍ତି । ନୀତା ଅମ୍ବାନୀ ଧିରୁଭାଇ ଅମ୍ବାନୀ ଇଣ୍ଟରନ୍ୟାସନାଲ ସ୍କୁଲରେ ବଞ୍ଚିତ ବର୍ଗର ୩୦୦୦ ପିଲାଙ୍କ ସହିତ ନିଜ ଜନ୍ମଦିନ ପାଳନ କରିଛନ୍ତି । ଏହି ସମାରୋହ ବେଶ ସ୍ୱତନ୍ତ୍ର ଥିଲା କାରଣ ସ୍କୁଲ ଯାଉଥିବା ୩୦୦୦ ବଞ୍ଚିତ ବର୍ଗର ପିଲା ଏଥିରେ ମନୋରଞ୍ଜନ ଓ ଉପହାରର ମଜା ନେବା ସହିତ ଅନ୍ନ ସେବାରେ ସାମିଲ ହୋଇଥିଲେ ଯେଉଁଥିରେ ନିଜର ୬୦ ତମ ଜନ୍ମଦିନରେ ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ଓ ଅଧ୍ୟକ୍ଷା ଶ୍ରୀମତୀ ନୀତା ଅମ୍ବାନୀ ନିଜେ ସମସ୍ତଙ୍କୁ ଖାଦ୍ୟ ପରସିଥିଲେ । ଓଡ଼ିଶାରେ ଏହି ଅବସରରେ ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ଭଦ୍ରକ, ବାଲେଶ୍ବର, ଭୁବନେଶ୍ୱର, ପୁରୀ ଓ ବରଗଡ଼ ରେ ୫୫୦୦ ରୁ ଉର୍ଦ୍ଧ୍ବ ଲୋକଙ୍କୁ ଶୁଖିଲା ରାସନ / ଗ୍ରୋସରୀ ବଣ୍ଟନ କରାଯାଇଛି । ଶିଶୁ, ଵୃଦ୍ଧାଶ୍ରମରେ ରହୁଥିବା ବରିଷ୍ଠ ନାଗରିକ, ଦିନ ମଜୁରିଆ, କୁଷ୍ଠ ଆକ୍ରାନ୍ତ ବ୍ୟକ୍ତି, ଭିନ୍ନକ୍ଷମ, ମତ୍ସ୍ୟଜୀବୀ ଏବଂ ବିଶେଷ ଆବଶ୍ୟକତା ରହିଥିବା ଲୋକମାନଙ୍କୁ ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ଏନଜିଓ ସହଯୋଗୀଙ୍କ ଜରିଆରେ ଏହି ଶୁଖିଲା ରାସନ / ଗ୍ରୋସରୀ ବଣ୍ଟନ କରାଯାଇଛି । ସୂଚନାଯୋଗ୍ୟ ଯେ କରୋନା ମହାମାରୀ ସମୟରେ ନୀତା ଅମ୍ବାନୀଙ୍କ ରିଲାଏନ୍ସ ଫାଉଣ୍ଡେସନ ଅନ୍ନ ସେବା ନାମରେ ସେହି ସମୟର ସବୁଠାରୁ ବଡ ଭୋଜନ ବିତରଣ କାର୍ଯ୍ୟକ୍ରମ କରିଥିଲା । ନୀତା ଅମ୍ବାନୀଙ୍କ ଜନ୍ମଦିନରେ ଭୋଜନ ବିତରଣ ସେହି ପରମ୍ପରାର ସମ୍ପ୍ରସାରଣ ବୋଲି ଫାଉଣ୍ଡେସନ ପକ୍ଷରୁ ପ୍ରକାଶ କରାଯାଇଛି। ଶିକ୍ଷା, ମହିଳା ସଶକ୍ତିକରଣ, କ୍ରୀଡା, କଳା ଓ ସଂସ୍କୃତି କ୍ଷେତ୍ରରେ ନୀତା ଅମ୍ବାନୀଙ୍କ ଅନେକ ଅନନ୍ୟ ଉପଲବ୍ଧି ରହିଛି । ନୀତାଙ୍କ ନେତୃତ୍ୱରେ ରିଲାଏନ୍ସ ଫାଉଣ୍ଡେସନ ସାରା ଦେଶରେ ସାତ କୋଟି ଦଶ ଲକ୍ଷ ରୁ ଅଧିକ ଲୋକଙ୍କ ଜୀବନକୁ ସକାରାତ୍ମକ ଭାବରେ ପ୍ରଭାବିତ କରିଛି।

powered by social2s

ଏସୀୟ କ୍ରୀଡ଼ାରେ ୧୦୦ ଛୁଇଁଲା ଭାରତର ପଦକ ସଂଖ୍ୟା

Details
Odia Ray Admin
ଦେଶ / ବିଦେଶ
07 October 2023

ନୂଆଦିଲ୍ଲୀ: ଏସୀୟ କ୍ରୀଡ଼ାରେ ପ୍ରଥମ ଥର ଭାରତର ଭାରତର ପଦକ ସଂଖ୍ୟା ୧୦୦ ଛୁଇଁଲା। ୨୫ ସ୍ୱର୍ଣ୍ଣ, ୩୫ ରୌପ୍ୟ, ୪୦ ବ୍ରୋଞ୍ଜ ସହ ମୋଟ ୧୦୦ ପଦକ ପାଇଲା ଭାରତ। ୧୦୦ ପଦକ ସହ ତାଲିକାର ଚତୁର୍ଥ ସ୍ଥାନରେ ରହିଛି ଭାରତ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

powered by social2s

More Articles ...

  1. ଉଜ୍ଜ୍ୱଳା ଗ୍ୟାସ୍ ରେ ୩୦୦ ସବସିଡି
  2. KBL receives patent for Hydro Power Generation System
  3. Reliance Foundation says #LehraDoTeamIndia to Indian athletes at Asian Games
Page 1921 of 2256
  • Start
  • Prev
  • 1916
  • 1917
  • 1918
  • 1919
  • 1920
  • 1921
  • 1922
  • 1923
  • 1924
  • 1925
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.