• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
27
Fri, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

Tale of Every Woman – A Beautiful Ambience

Details
Odia Ray Admin
ଓଡିଶା
08 March 2026

Writer- Subhrangi Priyabadini B.Ed (SE:MR), M.Ed Former Special Educator, KV 2 CRPF BBSR, Bhubaneswar Mob no - 7008109980 -

 

-------------------------------------

When the deity

Fabricated a story,

It must have attached fragrance,

From contrasting blossom Of the universe..

 

Very fleecy

Like a intact physique,

Append the holding

Volume of the universe...

 

After named as lassie,

Having a gently calming consequence,

With much variation

Of calibre...

 

 

Gifted from universe cadre,

Make sure her,

Position design

As superior....

powered by social2s

ଘରେ ପଶିଗଲା ଆମ୍ବୁଲାନ୍ସ; ୩ ଗୁରୁତର

Details
Odia Ray Admin
ଓଡିଶା
08 March 2026

ଦଶପଲ୍ଲା: କାନ୍ଥ ଭାଙ୍ଗି ଘରେ ପଶିଗଲା ଆମ୍ବୁଲାନ୍ସ। ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ନୟାଗଡ଼ ଜିଲ୍ଲା ଦଶପଲ୍ଲା ତହସିଲ ବୁଗୁଡ଼ା ଛକରେ ଥିବା ଏକ ଘରେ ପଶିଗଲା ଆମ୍ବୁଲାନ୍ସ। ୩ ଜଣ ଗୁରୁତର ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିବା ସୂଚନା।

powered by social2s

ସୁରକ୍ଷିତ ଭାରତ ଓ ସୁରକ୍ଷିତ ବଚ୍ଚପନ ବିଷୟରେ ଚିତ୍ରାଙ୍କନ ପ୍ରତିଯୋଗିତା

Details
Odia Ray Admin
ଓଡିଶା
07 March 2026

ସମ୍ବଲପୁର : ଲୋକସେବା ପକ୍ଷରୁ “ପରିବେଶ ସୁରକ୍ଷା ” ବିଷୟକୁ ଆଧାର କରି ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଗୁରୁକୁଳ କ୍ଲାସେସ୍ ସହ ଯୁଗ୍ମ ସହଯୋଗରେ ଶନିବାର ଦିନ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମଟି ଗୁରୁକୁଳ କ୍ଲାସେସ୍ ପରିସରରେ ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ଅନେକ ଛାତ୍ରଛାତ୍ରୀ ଉତ୍ସାହର ସହ ଭାଗ ନେଇ ସୁରକ୍ଷିତ ଭାରତ ଓ ସୁରକ୍ଷିତ ଶୈଶବ ବିଷୟରେ ତାଙ୍କର ଚିନ୍ତାଧାରାକୁ ଚିତ୍ର ମାଧ୍ୟମରେ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ଏବିସିଡ଼ି ଚାରିଟେଵଲ ଟ୍ରଷ୍ଟର ଅଧ୍ୟକ୍ଷ ରାଜେନ୍ଦ୍ର ସତନାମୀ ଓ ସମ୍ବଲପୁରର ସମାଜସେବୀ ସୁନିଲ ସାଗର ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ପିଲାମାନଙ୍କୁ ପ୍ରୋତ୍ସାହନ ଦେଇଥିଲେ। କାର୍ଯ୍ୟକ୍ରମଟି ସଫଳ ଭାବରେ ପରିଚାଳନା କରିବାରେ ଲୋକସେବା ସଦସ୍ୟ ବିଶ୍ୱଜିତ ମହାନ୍ତି, ଏସ୍‌.କେ. ଫୈଜାନ ଓ ମାସୁଦ ଆଲମ୍ ମୁଖ୍ୟ ଭୂମିକା ଗ୍ରହଣ କରି ସମନ୍ୱୟ କରିଥିଲେ। ଏପରି କାର୍ଯ୍ୟକ୍ରମ ମାଧ୍ୟମରେ ପିଲାମାନଙ୍କ ମଧ୍ୟରେ ସୃଜନଶୀଳତା ବିକାଶ ପାଇବା ସହ ସମାଜ ପ୍ରତି ସଚେତନତା ବଢ଼ିବାରେ ସହାୟତା ହୋଇଛି।

powered by social2s

ପାଣିରେ ବୁଡ଼ି ୩ ଛାତ୍ର ମୃତ

Details
Odia Ray Admin
ଓଡିଶା
07 March 2026

କୋରାପୁଟ: କୋରାପୁଟ ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡ଼ି ପ୍ରାଣ ହରାଇଛନ୍ତି। କୋଲାବ ଜଳ ଭଣ୍ଡାରରେ ବୁଡ଼ି ଯାଇ ଛାତ୍ରଙ୍କ ମୃତ୍ୟୁ ହୋଇଛି। ସମସ୍ତେ ପିଏମ୍‌ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟର ଛାତ୍ର। ସେମାନେ ଦଶମ ପରୀକ୍ଷା ଦେଇଥିଲେ।

powered by social2s

ସୁଭଦ୍ରା ଶକ୍ତି ନେତୃତ୍ଵ ସମ୍ମିଳନୀର ଶୁଭାରମ୍ଭ

Details
Odia Ray Admin
ଓଡିଶା
07 March 2026

ଭୁବନେଶ୍ୱର: ଅନ୍ତର୍ଜାତୀୟ ମହିଳା ଦିବସର ଅବ୍ୟବହିତ ପୂର୍ବରୁ ମିଶନ ଶକ୍ତି ବିଭାଗ ପକ୍ଷରୁ କୋଣାର୍କ ଠାରେ “ସୁଭଦ୍ରା ଶକ୍ତି ନେତୃତ୍ଵ ସମ୍ମଳନୀ”ର ଶୁଭାରମ୍ଭ ହୋଇଯାଇଛି । ଏହି ସମ୍ମିଳନୀ ୬ ଦିନ ବ୍ୟାପୀ ଜାରି ରହିବ।ଏହି କାର୍ଯ୍ୟକ୍ରମରେ ୩୦ ଗୋଟି ଜିଲ୍ଲାର ସମୁଦାୟ ୭୦୦ ଜଣ ମିଶନ ଶକ୍ତି ବ୍ଲକସ୍ତରୀୟ ସଂଘ ସଭାପତି ଓ ସମ୍ପାଦକ ଏବଂ ଜିଲ୍ଲା ଓ ବ୍ଲକସ୍ତରୀୟ କର୍ମଚାରୀ ଭାଗ ନେବେ। କାର୍ଯ୍ୟକ୍ରମର ପ୍ରଥମ ଦିବସରେ ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ ନୟାଗଡ଼ ଜିଲ୍ଲାର ମହାସଂଘର ୯୦ ଜଣ ସଭାପତି ଏବଂ ସମ୍ପାଦକ ଏହି ସମ୍ମଳନୀରେ ସାମିଲ ହୋଇଛନ୍ତି। ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ସୁଶ୍ରୀ ମାନସୀ ନିମ୍ଭାଲ କାର୍ଯ୍ୟକ୍ରମକୁ ସମ୍ବୋଧନ କରି କହିଛନ୍ତି, “ମହିଳାମାନେ ହେଉଛନ୍ତି ଶକ୍ତି, ସହନଶୀଳତା ଏବଂ ସଫଳତାର ଏକ ପରିଚୟ। ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ସଫଳ ମଡେଲ ଭାବେ ସାରା ଦେଶରେ ପରିଚିତ। ‘ସୁଭଦ୍ରା ଶକ୍ତି ନେତୃତ୍ଵ ସମ୍ମଳନୀ’ ସେହି ମହିଳା ନେତୃତ୍ୱକୁ ଆହୁରି ସୁଦୃଢ଼ କରିବା ସହ ସେମାନଙ୍କ ମଧ୍ୟରେ ନୂତନ ଉଦ୍ୟୋଗ ଓ ନେତୃତ୍ଵ ସୃଷ୍ଟି କରିବ।” ଏସ୍.ଏଚ୍.ଜିରୁ ଏସ୍.ଏମ୍.ଇରେ ପରିଣତ କରିବା ପାଇଁ ଜାଭିୟର୍ସ ଇନଷ୍ଟିଚ୍ୟୁଟ ଅଫ୍ ମ୍ୟାନେଜମେଣ୍ଟର ଅଭିଜ୍ଞ ତାଲିମଦାତା ମହିଳାମାନଙ୍କୁ ଦକ୍ଷତା ବିକାଶ, ଷ୍ଟାର୍ଟ-ଅପ୍‌ ସୁଯୋଗ, ଡିଜିଟାଲ୍‌ ଏବଂ ଆର୍ଥିକ ସାକ୍ଷରତା ଭଳି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଏହା ସହିତ ଆଗାମୀ ଦିନରେ ଅଧିକରୁ ଅଧିକ ଲକ୍ଷପତି ଓ ମହା ଲକ୍ଷପତି ଦିଦି ସୃଷ୍ଟି କରିବା ଦିଗରେ ନୂତନ ଉଦ୍ୟୋଗ ସୃଷ୍ଟି କରି ଆର୍ଥିକ ରୂପେ ସ୍ୱାବଲମ୍ବୀ ହେବା ପାଇଁ ଉତ୍ସାହିତ କରିଛନ୍ତି। ଏହି ସମ୍ମିଳୀରେ ମିଶନ ଶକ୍ତି ବିଭାଗର ଅତିରିକ୍ତ ଶାସନ ସଚିବ, ଉପ ସଚିବ ଓ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ ।

powered by social2s

ଭୁବନେଶ୍ୱରରେ ଓଡ଼ିଶା ପୋଲିସ ପକ୍ଷରୁ ଆୟୋଜିତ ନ୍ୟାୟ ସଂହିତା ପ୍ରଦର୍ଶନୀ ପରିଦର୍ଶନ କଲେ ବହୁ ସଂଖ୍ୟକ ଛାତ୍ରଛାତ୍ରୀ, ସଚେତନ ନାଗରିକ, ବୁଦ୍ଧିଜୀବୀ, ଅଟୋ ଚାଳକ ମହାସଂଘର କର୍ମକର୍ତ୍ତା ଓ ସ୍ୱେଚ୍ଛାସେବୀ ସଂଗଠନର ସଦସ୍ୟ

Details
Odia Ray Admin
ଓଡିଶା
07 March 2026

ଭୁବନେଶ୍ଵର: ଭୁବନେଶ୍ୱରର ଇଡକୋ ପ୍ରଦର୍ଶନୀ ପଡ଼ିଆରେ ଓଡିଶା ପୋଲିସ ପକ୍ଷରୁ ଆୟୋଜିତ ନ୍ୟାୟ ସଂହିତା ପ୍ରଦର୍ଶନୀରେ ଆଜି ଉତ୍ସାହମୟ ପରିବେଶ ଦେଖିବାକୁ ମିଳିଛି। ସମାଜର ବିଭିନ୍ନ ବର୍ଗର ଲୋକମାନେ ପ୍ରଦର୍ଶନୀକୁ ଆସି ଭାରତର ନୂତନ ଅପରାଧ ଆଇନ ସମ୍ବନ୍ଧରେ ଜାଣିବା ସହ ସଚେତନତା ଲାଭ କରୁଥିବା ପରିଲକ୍ଷିତ ହୋଇଛି। ଆଜି ବହୁ ସଂଖ୍ୟକ ଛାତ୍ରଛାତ୍ରୀ, ସଚେତନ ନାଗରିକ, ବୁଦ୍ଧିଜୀବୀ, ଅଟୋ ଚାଳକ ମହାସଂଘର କର୍ମକର୍ତ୍ତା ଓ ସ୍ୱେଚ୍ଛାସେବୀ ସଂଗଠନର ସଦସ୍ୟମାନେ ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି। ପ୍ରଦର୍ଶନୀରେ ରହିଥିବା ବିଭିନ୍ନ ଡିଜିଟାଲ ପ୍ରଦର୍ଶନ, ସୂଚନାମୂଳକ ପ୍ୟାନେଲ ଓ ବ୍ୟାଖ୍ୟାମୂଳକ ପ୍ରଦର୍ଶନ ମାଧ୍ୟମରେ ସେମାନେ ନୂତନ ଭାରତୀୟ ଅପରାଧ ଆଇନ — ଭାରତୀୟ ନ୍ୟାୟ ସଂହିତା (BNS), ଭାରତୀୟ ନାଗରିକ ସୁରକ୍ଷା ସଂହିତା (BNSS) ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ (BSA) ସମ୍ପର୍କରେ ବିସ୍ତୃତ ଭାବେ ଅବଗତ ହୋଇଛନ୍ତି। ଏହା ବ୍ୟତୀତ ପ୍ରଦର୍ଶନୀରେ “ ଅପରାଧସ୍ଥଳରୁ ହାଇକୋର୍ଟ ପର୍ଯ୍ୟନ୍ତ” ସମଗ୍ର ନ୍ୟାୟ ବ୍ୟବସ୍ଥାକୁ ଏକ ସମନ୍ୱିତ ଓ ଶିକ୍ଷା ମୂଳକ ଶୈଳୀରେ ପ୍ରଦର୍ଶିତ କରାଯାଇଛି । ଗୃହ ମନ୍ତ୍ରଣାଳୟ ଦ୍ଵାରା ଅନୁମୋଦିତ ୧୦ଟି ଷ୍ଟଲ୍‌ରେ ଅପରାଧ ସ୍ଥଳ, ୧୧୨ ଜରୁରୀ କାଳୀନ ସହାୟତା, ଥାନାର କାର୍ଯ୍ୟ ପ୍ରଣାଳୀ, ହସ୍ପିଟାଲ୍ ସମନ୍ୱୟ, ଫରେନସିକ ପ୍ରୟୋଗଶାଳା, ପବ୍ଲିକ ପ୍ରସିକ୍ୟୁସନ୍, ଜିଲ୍ଲା ଅଦାଲତ, କାରାଗାର ଓ ହାଇକୋର୍ଟର କାର୍ଯ୍ୟ ଶୈଳୀ ସମ୍ପର୍କରେ ସାଧାରଣ ଲୋକମାନେ ଅବଗତ ହେଉଛନ୍ତି। ଏହା ସହ ନୂତନ ଆଇନ କାର୍ଯ୍ୟକାରୀ ପାଇଁ ସ୍ବତନ୍ତ୍ର ଯୋଜନା, ପୋଲିସ ଆଧୁନିକୀକରଣ ଓ ସଶକ୍ତିକରଣ, ମହିଳା ବିରୋଧୀ ଅପରାଧ ଉପରେ ରୋକ ଲଗାଇବା, ମାଓ ଦମନରେ Special Operations Group (SOG) ର ଭୂମିକା ଏବଂ ପ୍ରାକୃତିକ ବିପର୍ଯ୍ୟୟ ସମୟରେ Odisha Disaster Rapid Action Force (ODRAF) ର ଅବଦାନ ଆଦି ସମ୍ପର୍କରେ ମଧ୍ୟ ପ୍ରଦର୍ଶିତ କରାଯାଉଛି । ଉଲ୍ଲେଖଯୋଗ୍ୟ ଯେ, ଦେଶର ନୂତନ ଅପରାଧ ଆଇନଗୁଡ଼ିକ ବିଷୟରେ ସାଧାରଣ ଲୋକଙ୍କୁ ସଚେତନ କରିବା ସହିତ ଡିଜିଟାଲ ଓ ନ୍ୟାୟକେନ୍ଦ୍ରିକ ଅପରାଧ ନ୍ୟାୟ ବ୍ୟବସ୍ଥା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ହେଉଛି ଏହି ପ୍ରଦର୍ଶନୀର ପ୍ରମୁଖ ଉଦ୍ଦେଶ୍ୟ। ପ୍ରଦର୍ଶନୀକୁ ଆସୁଥିବା ପରିଦର୍ଶକମାନେ ନୂତନ ଆଇନର ବିଭିନ୍ନ ମୂଳ ବିଶେଷତା ବିଷୟରେ ଜାଣିବା ସହିତ ପୋଲିସର ଆଧୁନିକ ପ୍ରଯୁକ୍ତି ଆଧାରିତ ତଦନ୍ତ ପ୍ରଣାଳୀ ଓ କାର୍ଯ୍ୟପଦ୍ଧତି ସମ୍ପର୍କରେ ମଧ୍ୟ ଅବଗତ ହେଉଛନ୍ତି। ଉଲ୍ଲେଖ ଯୋଗ୍ୟ ଯେ, ଏହି ପ୍ରଦର୍ଶନୀ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଗାମୀ ଦିନଗୁଡ଼ିକରେ ମଧ୍ୟ ଅଧିକ ସଂଖ୍ୟକ ଲୋକ ପ୍ରଦର୍ଶନୀକୁ ଆସି ନୂତନ ଆଇନ ବିଷୟରେ ଜାଣିବା ପାଇଁ ଓଡିଶା ପୋଲିସ ପକ୍ଷରୁ ସମସ୍ତଙ୍କୁ ଆହ୍ୱାନ କରାଯାଉଛି। “ନ୍ୟାୟ ସଂହିତା ପ୍ରଦର୍ଶନୀ ଭାରତର ଅପରାଧ ନ୍ୟାୟ ବ୍ୟବସ୍ଥାର ଐତିହାସିକ ପରିବର୍ତ୍ତନ ସମ୍ପର୍କରେ ସାଧାରଣ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ଓଡ଼ିଶା ପୋଲିସର ପ୍ରତିବଦ୍ଧତାର ଏକ ପ୍ରତିଫଳନ। ବୈଜ୍ଞାନିକ ତଦନ୍ତ, ଆଧୁନିକ ପ୍ରଯୁକ୍ତି ଓ ନାଗରିକ ଅଂଶଗ୍ରହଣ ମାଧ୍ୟମରେ ସଠିକ ସମୟ ମଧ୍ୟରେ ପୀଡ଼ିତଙ୍କୁ ନ୍ୟାୟ ସୁନିଶ୍ଚିତ କରିବାକୁ ଓଡ଼ିଶା ପୋଲିସ ସଂକଳ୍ପବଦ୍ଧ।

powered by social2s

ବଢ଼ିଲା ଘରୋଇ ଗ୍ୟାସ୍ ସିଲିଣ୍ଡର ଦର

Details
Odia Ray Admin
ଓଡିଶା
07 March 2026

ଭୁବନେଶ୍ଵର: ବଢ଼ିଲା ଘରୋଇ ଗ୍ୟାସ୍ ସିଲିଣ୍ଡର ଦର। ଘରୋଇ ଗ୍ୟାସ୍‌ ସିଲିଣ୍ଡର୍‌ରେ ୬୦ ଟଙ୍କା ବୃଦ୍ଧି ହୋଇଛି। ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ବଢୁଛି ଅଶୋଧିତ ତୈଳ ଓ ଗ୍ୟାସ ଦର। ବାଣିଜ୍ୟିକ ଏଲ୍ ପି ଜି ଦାମ୍‌ ସିଲିଣ୍ଡର ପିଛା ୧୧୫ ଟଙ୍କା ବୃଦ୍ଧି କରାଯାଇଛି। ଆଜିଠାରୁ ଲାଗୁ ହେବ ନୂଆ ବର୍ଦ୍ଧିତ ଦର।

powered by social2s

More Articles ...

  1. ଶଙ୍କରାଚାର୍ଯ୍ୟ ଏବଂ ବୌଦ୍ଧ ଧର୍ମ
  2. କାଲିଠୁ ଓଡ଼ିଶାରେ ବର୍ଷା
  3. ନ୍ୟାୟ ସଂହିତାରେ ଶହେ ଜଣଙ୍କ ମଧ୍ୟରୁ ୮୭ ଜଣଙ୍କୁ ଦଣ୍ଡ ମିଳୁଛି: ଅମିତ୍ ଶାହ
Page 217 of 2255
  • Start
  • Prev
  • 212
  • 213
  • 214
  • 215
  • 216
  • 217
  • 218
  • 219
  • 220
  • 221
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.