ନେତାଜୀଙ୍କ ୧୨୯ ତମ ଜନ୍ମଜୟନ୍ତୀ ଉପଲକ୍ଷେ ପୁଷ୍ପମାଲ୍ୟ ଅର୍ପଣ କଲେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ
କଟକ: ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୯ ତମ ଜନ୍ମଜୟନ୍ତୀ ଉପଲକ୍ଷେ ପୁଷ୍ପମାଲ୍ୟ ଅର୍ପଣ କଲେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ। କଟକରେ ଥିବା ନେତାଜୀଙ୍କ ସଂଗ୍ରହାଳୟ ପରିଦର୍ଶନ କରୁଛନ୍ତି ଉପରାଷ୍ଟ୍ରପତି। ଉପରାଷ୍ଟ୍ରପତିଙ୍କ ସହ ଥିଲେ ରାଜ୍ୟପାଳ ହରିବାକୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଓ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସିଛନ୍ତି ଉପରାଷ୍ଟ୍ରପତି।
