• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଓଡିଶାରେ ସରକାରୀ କାର୍ଯ୍ୟାଳୟରେ ବିଏସଏନ୍ଏଲ୍ ବାଧ୍ୟତାମୂଳକ

Details
Odia Ray Admin
ଓଡିଶା
05 September 2025

ଭୁବନେଶ୍ୱର: ଏଣିକି ଓଡ଼ିଶାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ବିଏସଏନ୍ଏଲ୍ ନେଟ୍‌ୱାର୍କ ବ୍ୟବହାର ବାଧ୍ୟତାମୂଳକ କରାଯାଉଛି। ଏନେଇ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଭାଗ ପକ୍ଷରୁ ଚିଠି କରାଯାଇଛି। ସବୁ ସରକାରୀ ପ୍ରତିଷ୍ଠାନରେ ବ୍ୟବହାର ହେବ ବିଏସଏନ୍ଏଲ୍ ଇଣ୍ଟରନେଟ୍, ବ୍ରଡ୍‌ବ୍ୟାଣ୍ଡ, ଲ୍ୟାଣ୍ଡଲାଇନ୍, ଲିଜ୍‌ ଲାଇନ୍‌ ସେବା ବ୍ୟବହାର ହେବ।

powered by social2s

୭୦ଜଣ ମାଧ୍ୟମିକ ଶିକ୍ଷକଙ୍କୁ ରାଜ୍ୟସ୍ତରୀୟ ଶିକ୍ଷା ପୁରସ୍କାର

Details
Odia Ray Admin
ଓଡିଶା
05 September 2025

ଭୁବନେଶ୍ୱର: ଆଜି କାଲି ବିଭିନ୍ନ କ୍ଷେତ୍ରରେ ସୁଯୋଗ ଅସିମୀତ। ପିଲାମାନଙ୍କ ଭିତରେ ଥିବା ଲୁକ୍କାୟିତ ପ୍ରତିଭାକୁ ଚିହ୍ନଟ କରନ୍ତୁ। ପିଲା ମାନଙ୍କୁ ନିଜ ଇଛାରେ ଉଡିବାକୁ ଦିଅନ୍ତୁ, ସ୍ୱପ୍ନ ଦେଖିବାକୁ ସୁଯୋଗ ଦିଅନ୍ତୁ ଏବଂ ସ୍ୱପ୍ନକୁ ପୂରଣ କରିବା ପାଇଁ ଜଣେ ଜଣେ ମେଣ୍ଟର ଭାବେ କାମ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହରେ ଯୋଗଦେଇ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ଭୁବନେଶ୍ୱର ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟର ଠାରେ ଆୟୋଜିତ ଏହି ରାଜ୍ୟସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ମହାନ ରାଷ୍ଟ୍ରନୀତିଜ୍ଞ, ଆଦର୍ଶ ଶିକ୍ଷକ ତଥା ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ, ଡଃ ରାଧାକ୍ରଷ୍ଣନ ପ୍ରତ୍ୟେକ ବିଦ୍ୟାର୍ଥୀ ତଥା ପ୍ରତ୍ୟେକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ହେଉଛନ୍ତି ଆଦର୍ଶ। ସେ କେବଳ ଜଣେ ବିଶିଷ୍ଟ ଶିକ୍ଷାବିତ, ଦାର୍ଶନିକ କିମ୍ବା ରାଷ୍ଟ୍ରନୀତିଜ୍ଞ ନଥିଲେ, ସେ ଥିଲେ ଭାରତବର୍ଷର ଜଣେ ଶ୍ରେଷ୍ଠ ଗୁରୁ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜିର ଶିକ୍ଷା ପଦ୍ଧତିରେ ଆମ ପାଇଁ ସବୁଠାରୁ ବଡ ଦୁଇଗୋଟି ଆହ୍ୱାନ ରହିଛି। ପ୍ରଥମଟି ହେଲା ଡ୍ରପଆଉଟ୍ ହାରକୁ ଆଶାତୀତ ଭାବେ ହ୍ରାସ କରିବା ଏବଂ ଦ୍ୱିତୀୟଟି ହେଉଛି ସମସ୍ତଙ୍କ ପାଇଁ ଗୁଣାତ୍ମକ ଶିକ୍ଷା ପ୍ରଦାନ ବ୍ୟବସ୍ଥା। ଡ୍ରପ ଆଉଟ୍ ହାରକୁ ରୋକିବା ପାଇଁ ମିଡ୍‌ ଡେ ମିଲ ବା ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଏକ ସଫଳ ପଦକ୍ଷେପ ଭାବେ ସାବ୍ୟସ୍ତ ହୋଇଛି। ବର୍ତ୍ତମାନ ଆମେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମକୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମ୍ପ୍ରସାରିତ କରିଛୁ ଏବଂ ପିଲାମାନଙ୍କ ପାଇଁ ପୁଷ୍ଟିକର ଖାଦ୍ୟର ମଧ୍ୟ ବ୍ୟବସ୍ଥା କରିଛୁ। ଜନଜାତି ବର୍ଗର ପିଲାମାନଙ୍କୁ ମଧ୍ୟ ମଧୋ ସିଂ ହାତଖର୍ଚ୍ଚ ଯୋଜନା ଜରିଆରେ ସହାୟତା ପ୍ରଦାନ କରାଯାଉଛି। ଏହି ସବୁ ଯୋଜନା ଆଗାମୀ ଦିନରେ ଡ୍ରପଆଉଟ୍ ହାର କମ୍‌ କରିବାରେ ନିଶ୍ଚିତ ରୂପେ ସଫଳ ହେବ। ସେହିଭଳି ରାଜ୍ୟର ଛାତ୍ରଛାତ୍ରୀ ମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂତନ ଶିକ୍ଷାନୀତି ଲାଗୁ କରାଯାଇଛି। ନୂତନ ଶିକ୍ଷା ନୀତି ଅଧୀନରେ ଛାତ୍ରଛାତ୍ରୀ ମାନଙ୍କୁ ସୃଜନଶୀଳ ଓ ସ୍ୱାବଲମ୍ବୀ କରିବା ପାଇଁ ଷ୍ଟେଟ୍ କରିକୁଲମ ଫ୍ରେମୱାର୍କ ଆରମ୍ଭ କରାଯାଉଛି। ପିଲାମାନଙ୍କ ପାଇଁ ଗପ, ଗୀତ, ଖେଳ ଓ ବିଭିନ୍ନ ଶିକ୍ଷଣୀୟ କାର୍ଯ୍ୟ ମାଧ୍ୟମରେ ଭାଷା ସମ୍ପର୍କିତ ଦକ୍ଷତା ବୃଦ୍ଧି ପାଇଁ ନିପୁଣ ଓଡିଶା କାର୍ଯ୍ୟକ୍ରମ ଗତବର୍ଷଠାରୁ ଆରମ୍ଭ ହୋଇଛି। ଆଜିଠାରୁ ପଢିବା, ଗଢିବା ଓଡିଶା କାର୍ଯ୍ୟକ୍ରମ ଆରମ୍ଭ ହେଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଗୁଡିକୁ ସୁନ୍ଦର ଓ ଆକର୍ଷଣୀୟ ପଠନ ସ୍ଥାନରେ ପରିଣତ କରି ସରଳ କାହାଣୀ ପୁସ୍ତକ ମାଧ୍ୟମରେ ପିଲାମାନଙ୍କର ପଢିବା ଓ ବୁଝିବା ଶକ୍ତିକୁ ବିକଶିତ କରାଯିବ। ସେ ଆହୁରି କହିଥିଲେ, ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ଆରମ୍ଭ ହୋଇଛି। ଏହି ଯୋଜନାରେ ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଆଦର୍ଶ ବିଦ୍ୟାଳୟ ସ୍ଥାପନ ହେବ। ପ୍ରଥମ ପର୍ଯ୍ୟାୟରେ ୫ରୁ ୭ କୋଟି ଟଙ୍କା ଖର୍ଚ୍ଚରେ ୮୩୫ଟି ବିଦ୍ୟାଳୟ ନିର୍ମାଣ ପାଇଁ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏଥି ସହିତ ତିନି ବର୍ଷ ମଧ୍ୟରେ ପ୍ରାଥମିକ ସ୍ତରରେ ୪୫ ହଜାର ଶିକ୍ଷକ ପଦବୀ ମଧ୍ୟ ପୂରଣ କରାଯିବ। ସେ ପୁଣି କହିଥିଲେ, ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ପାଇଁ ଆମର ଲକ୍ଷ୍ୟ ରହିଛି। ବର୍ତ୍ତମାନର ଛାତ୍ରଛାତ୍ରୀଙ୍କ ପ୍ରତିଭା ଉପରେ ଆମ ସମୃଦ୍ଧ ଓଡିଶାର ଭିତ୍ତି ନିର୍ଭରଶୀଳ। ପିଲାମାନଙ୍କୁ କିପରି ଗାଇଡ୍ କରି ଭଲ ମଣିଷ କରିବେ ତାହା ଆପଣ ମାନେ ଭଲଭାବେ ଜାଣନ୍ତି। ସେ ସବୁ ପ୍ରତିଭାକୁ ବିକଶିତ କରିବାର ଦାୟିତ୍ୱକୁ ଆପଣମାନେ ସୁଚାରୁରୂପେ ତୁଲାଇବେ ବୋଲି ମୋର ବିଶ୍ୱାସ। ଆଜି ମୁଖ୍ୟମନ୍ତ୍ରୀ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର କାର୍ଯ୍ୟକ୍ରମରେ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଶ୍ରେଷ୍ଠତା ଅର୍ଜନ କରି ପ୍ରଥମ ସ୍ଥାନରେ ଥିବା ଝାରସୁଗୁଡା ଜିଲ୍ଲାକୁ ୩ କୋଟି ଟଙ୍କା, ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ଜିଲ୍ଲାକୁ ୨ କୋଟି ଟଙ୍କା ଏବଂ ତୃତୀୟ ସ୍ଥାନରେ ଥିବା ଜଗତସିଂହପୁର ଜିଲ୍ଲାକୁ ୧ କୋଟି ଟଙ୍କାର ପୁରସ୍କାର ପ୍ରଦାନ କରିଛନ୍ତି। ସେହିଭଳି ୭୦ ଜଣ ଶିକ୍ଷକଙ୍କ ସମେତ ତିନୋଟି ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ, ତିନି ଜଣ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ୧୦ ଜଣ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ମଧ୍ୟ ପୁରସ୍କୃତ କରିଛନ୍ତି। ଏଥିସହିତ ନିଟ୍ ପରୀକ୍ଷାରେ ସଫଳତା ଅର୍ଜନ କରିଥିବା ଅନୁସୂଚିତ ଜନଜାତି ବର୍ଗର ଦୁଇ ଜଣ ଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଜାତୀୟ ଶିକ୍ଷା ନୀତି ଉପରେ ଆଧାରିତ Odisha Curriculum Framework for School Education -2025 ପୁସ୍ତକ, ନିପୁଣ ଓଡିଶା ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ କଫି ଟେବୁଲ ବୁକ୍ ଉନ୍ମୋଚନ କରିବା ସହିତ ପଢିବା, ଗଢିବା ଓଡିଶା ଅଭିଯାନର ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗଦେଇ କହିଥିଲେ ଆମ ସମାଜରେ ଗୁରୁ ଶିଷ୍ୟର ପରମ୍ପରା ଆଦିମ କାଳରୁ ରହିଆସିଛି। ଶିକ୍ଷକ ମାନେ ବିଦ୍ୟାର୍ଥୀ ମାନଙ୍କୁ ବ୍ୟକ୍ତିତ୍ଵ ନିର୍ମାଣ, ଶୃଙ୍ଖଳା, ଆଦର୍ଶ ସମାଜ ନିର୍ମାଣ ଆଦି ବିଷୟରେ ଶିକ୍ଷା ଦେଇ ସେମାନଙ୍କୁ ଗଢି ତୋଳିଥାନ୍ତି। ରାଜ୍ୟରେ ସର୍ବୋତ୍ତମ ଶିକ୍ଷାଦାନ ବ୍ୟବସ୍ଥା ପାଇଁ ଆମ ସରକାର ପ୍ରଚେଷ୍ଟା କରୁଛନ୍ତି। ଜୀବନ କୌଶଳ, AI, ଧନ୍ଦାମୂଳକ ଶିକ୍ଷା ମାଧ୍ୟମରେ ଛାତ୍ରଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କରାଯାଉଛି ଯାହାଫଳରେ ଆଗାମୀ ଦିନରେ ଛାତ୍ରଛାତ୍ରୀ ମାନେ ପାଠପଢ଼ା ଶେଷ କରିବା ପରେ ଆତ୍ମନିର୍ଭର ହୋଇପାରିବେ। ରାଜ୍ୟରେ ଡ୍ରପ ଆଉଟ୍ ହ୍ରାସ କରିବା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଚାଇଲ୍ଡ ଟ୍ରାକିଂ ସର୍ଭେ ମାଧ୍ୟମରେ ଅଧାରୁ ପାଠ ଛାଡିଥିବା ପିଲାମାନଙ୍କୁ ପୁଣିଥରେ ବିଦ୍ୟାଳୟକୁ ଫେରେଇ ଆଣିବା ପାଇଁ ଉଦ୍ୟମ କରାଯାଉଛି ଯାହା ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଉଦାହରଣ ପାଲଟିଛି। ଶିକ୍ଷା ବିଭାଗର ବଜେଟ୍‌ରେ ସର୍ବାଧିକ ୩୧ ହଜାର କୋଟି ଟଙ୍କାର ପ୍ରାବଧାନ କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ, ଓସେପାର ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ଅନନ୍ୟା ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

powered by social2s

ହୀରାକୁଦର ଖୋଲିଲା ଆଉ ୪ଟି ଗେଟ୍

Details
Odia Ray Admin
ଓଡିଶା
05 September 2025

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ହୀରାକୁଦର ମୋଟ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୬.୫୬ ଫୁଟ୍ ରହିଛି। ହୀରାକୁଦକୁ ପ୍ରବେଶ କରୁଛି ୨,୯୩,୫୧୨ କ୍ୟୁସେକ ଜଳ। ନିଷ୍କାସିତ ହେଉଛି ୨,୬୪,୧୨୯ କ୍ୟୁସେକ ଜଳ।

powered by social2s

ଗସାବାଡା ଠାରେ ହନୁମାନ ଚାଳିଶା ରେ ପୂଜା ପାଠ

Details
Odia Ray Admin
ଓଡିଶା
04 September 2025

ଚକାପାଦ : ଚକାପାଦ ବ୍ଲକ ଶଙ୍କରାଖୋଲ ପଞ୍ଚାୟତ ଗସାବାଡା ଗ୍ରାମରେ ଥିବା ସାନଭି ଫେବ୍ରିକେସନ ଏବଂ ସପ୍ଲାୟାର୍ସ ଠାରେ ଫୁଲବାଣୀ ରୁ ଆସିଥିବା ଶ୍ରୀ ଶ୍ରୀ ସଙ୍କଟ ମୋଚନ ଶ୍ରୀଦ୍ଧ ମହାବୀର ହନୁମାନ ଦଳ ର ଶ୍ରୀ ସରୋଜ କୁମାର ସାହୁ, ରାଜେନ୍ଦ୍ର ସାହୁ, ସୁଧିର ସାହୁ, ଗଣପତି ସାହୁ ଙ୍କ ସମେତ ବହୁ ସନ୍ଥ ମାନେ ଆସି ହୁମଯଜ୍ଞ କରିଥିଲେ। କଥାରେ ଅଛି ପ୍ରଭୁ ରାମଚନ୍ଦ୍ର ଙ୍କ ପରମ ଭକ୍ତ ହନୁମାନ ତେଣୁ ହନୁମାନ ଚାଳିଶା ର 108 ଜପ କଲେ ନିଜର ଦୁଃଖ ଖଣ୍ଡନ ହେବା ସହ ମନସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ପୁରାଣ ମତ ରେ ଲେଖା ରହିଛି।ତେଣୁ ଏଠାରେ ବହୁ ଆଡମ୍ବର ସହ ହୁମଯଜ୍ଞ କରି ହନୁମାନ ଚାଳିଶା ପଡିବା ସହ ଗସାବାଡା ଗ୍ରାମର ବାପା, ମା, ଭାଇ ଭଉଣୀ ମାନେ ଉପସ୍ଥିତ ରହି ଭଜନ କୀର୍ତ୍ତନ ଗାନ କରିଥିଲେ। ଶେଷରେ ଅର୍ଣ୍ଣ ପ୍ରସାଦ ସେବନ କରି ନିଜ ନିଜ ଘରକୁ ଯାଇଥିଲେ। ଏହା କୁ ମୁଖ୍ୟ ପ୍ରୋପାଇଟର ରାକେଶ କୁମାର ମିଶ୍ର ଦାୟିତ୍ୱ ନେଇଥିବା ବେଳେ ପରିଚାଳକ ରାଜିନୀକାନ୍ତ ଜେନା କାର୍ଯ୍ୟ ତୁଲାଇଥିଲେ।

 

କନ୍ଧମାଳରୁ ବାଳକୃଷ୍ଣ କହଁର ଙ୍କ ରିପୋର୍ଟ।

powered by social2s

ଅବତରଣ କରିପାରିଲାନି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ବିମାନ

Details
Odia Ray Admin
ଓଡିଶା
05 September 2025

ଭୁବନେଶ୍ୱର: ଭୁବନେଶ୍ବରରେ ପ୍ରବଳ ବର୍ଷା ଅବତରଣ କରିପାରିଲାନି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିମାନ। ଭୁବନେଶ୍ବର ପରିବର୍ତ୍ତେ କୋଲକାତାରେ ଲ୍ୟାଣ୍ଡିଂ କରିଥିବା ସୂଚନା। କୋଲକାତାରେ ଓହ୍ଲାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦିଲ୍ଲୀରୁ ଭୁବନେଶ୍ବର ଫେରୁଥିଲେ ମୁଖ୍ୟମନ୍ତ୍ରୀ।

powered by social2s

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ

Details
Odia Ray Admin
ଓଡିଶା
05 September 2025

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ। ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହେବ ମହାପ୍ରଭୁଙ୍କ ଶ୍ରୀଅଙ୍ଗହିବ। ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହେବ ମହାପ୍ରଭୁଙ୍କ ଶ୍ରୀଅଙ୍ଗ। ବାମନ ରୂପୀ ବାଳକ ବେଶରେ ଉଭା ହେବେ ଶ୍ରୀଜଗନ୍ନାଥ। ରାଜବେଶ ଧାରଣ କରିବେ ଶ୍ରୀବଳଭଦ୍ର। ସାଧାରଣ ବେଶରେ ସଜ୍ଜିତ ହେବେ ମା' ସୁଭଦ୍ରା। ମଧ୍ୟାହ୍ନ ଧୂପ ପରେ ବଳିବାମନ ବେଶରେ ବିଭୂଷିତ ହେବେ ଶ୍ରୀଜିଉ।

powered by social2s

ଗଣେଶ ପୂଜା ଉପଲକ୍ଷେ ସଂସ୍କୃତିକ କାର୍ଯ୍ୟକ୍ରମ

Details
Odia Ray Admin
ଓଡିଶା
04 September 2025

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଗୁମାଗଡ଼ ପଞ୍ଚାୟତ କେନପାଜୁ ଗ୍ରାମରେ ଗଣେଶ ପୂଜା ଉପଲକ୍ଷେ ମେଲୋଡି ଧମାକା ତଥା ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହାକୁ ପ୍ରଗତି ଯୁବକ ସଂଘ ତରଫରୁ ତୃତୀୟ ଅବଦାନରେ ମା ସୁରାଦେଇ ଡ୍ୟାନ୍ସ ଗ୍ରୁପ ତରଫରୁ ବିଭିନ୍ନ ପ୍ରକାର ଭଜନ, ସମ୍ବଲପୁରୀ, କୁଇ, ହିନ୍ଦୀ ବିଭିନ୍ନ ପ୍ରକାର ଭାଷା ରେ ନାଚ ଗୀତ ରେ ରାତି ସାରା ମଜା ନେଇଥିଲେ। ଏଥିରେ ମୁଖ୍ୟ ଅତିଥି ଶଙ୍କର ପ୍ରସାଦ କହଁର, ଵକ୍ତା ପ୍ରଶାନ୍ତ କୁମାର ମହାନ୍ତି,ସନମାନିତ ଅତିଥି ସନ୍ତୋଷ କହଁର, ସାମ୍ବାଦିକ ବାଳକୃଷ୍ଣ କହଁର, ରଞ୍ଜିତ କହଁର ରହିଥିବା ବେଳେ ପୂର୍ଣ୍ଣଚନ୍ଦ୍ର କହଁର, ସଂକୀର୍ତନ କହଁର, ଚାଣକ୍ୟ କହଁର, ଅଶୋକ କହଁର, ରାଜୀବ କହଁର, ପ୍ରୟାଗ ରାଜ କହଁର, ପବିତ୍ର କହଁର, କୃଷ୍ଣଚନ୍ଦ୍ର କହଁର, ଅମ୍ବିକା କହଁର, ଭକ୍ତ ଚରଣ କହଁର, ଚୈତନ୍ୟ କହଁର, ବିଷ୍ଟନୁ ଚରଣ କହଁର, ଭାସ୍କର କହଁର, ନବୀନ କହଁର ଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଏହି ସଂସ୍କୃତିକ କାର୍ଯ୍ୟକ୍ରମ ରେ ବ୍ରହ୍ମପୁର ରୁ ଆସିଥିବା ମୁଖ୍ୟ ଗୀତିକାର ସୋନୁ ଭାଇ ଏବଂ ଡ୍ୟାନ୍ସ ମାଷ୍ଟର ରୋଶନ ସାହାଣୀ ମଞ୍ଚ କୁ ଦୋହଲି ଦେଇ ଲୋକମାନଙ୍କୁ ଭଲ ଭଲନାଚ ଗୀତ କରି ଆକର୍ଷିତ କରିଥିଲେ। ତାଙ୍କୁ ସହଯୋଗ କରିଥିଲେ ଫୁଲବାଣୀ ଗଞ୍ଜୁଗୁଡା ର ମନୋହର, ନିରାକାର ଭାଇ। ଏଥିରେ କୋଣଅନୁକୋଣ ଲୋକମାନେ ଆସି ବହୁ ଆନନ୍ଦ ରେ ମଜା ନେଇଥିଲେ। କନ୍ଧମାଳ ରୁ ଜିଲ୍ଲା ପ୍ରତିନିଧି ବାଳକୃଷ୍ଣ କହଁର ଙ୍କ ରିପୋର୍ଟ।

powered by social2s

More Articles ...

  1. ପ୍ରକାଶ ପାଇଲା ଯୁକ୍ତ ଦୁଇ ଦ୍ବିତୀୟ ପର୍ଯ୍ୟାୟ ଚୟନ ତାଲିକା
  2. କୃଷି ଉତ୍ପାଦନ କ୍ଷେତ୍ରରେ ଲାଭ ପାଇବେ ଚାଷୀ: ଓଡ଼ିଶା ମୁଖ୍ୟମନ୍ତ୍ରୀ
  3. ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ
Page 361 of 2256
  • Start
  • Prev
  • 356
  • 357
  • 358
  • 359
  • 360
  • 361
  • 362
  • 363
  • 364
  • 365
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.