• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ରିକ୍ସା ଚାଳକ ଆକ୍ରମଣରେ ଆଇନଜୀବୀ ଆହତ

Details
Odia Ray Admin
ଓଡିଶା
21 August 2025

ପୁରୀ: ପୁରୀ ଦୋଳମଣ୍ଡପ ସାହିରେ ରିକ୍ସା ଚାଳକ ଆକ୍ରମଣରେ ଜଣେ ଆଇନଜୀବୀ ଗୁରୁତର ଆହତ ହୋଇଛନ୍ତି। ରିକ୍ସା ହାଣ୍ଡଲ୍ ବଜିବାକୁ ନେଇ ହୋଇଥିଲା ବଚସା। ଉତ୍ତକ୍ତ ହୋଇ ଆଇନଜୀବୀ ରଘୁନାଥ ପଟ୍ଟନାୟକଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲା ରିକ୍ସା ଚାଳକ। ଏହା ପରେ ଘଟଣାସ୍ଥଳରୁ ରିକ୍ସା ଚାଳକ ଫେରାର ହୋଇଥିବା ସୂଚନା। ରଘୁନାଥଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରିଛି ପୋଲିସ୍। ତାଙ୍କ ମୁଣ୍ଡ, ମୁଁହ ଓ ଛାତିରେ ଲାଗିଛି ଗଭୀର ଆଘାତ।

powered by social2s

ଓଡ଼ିଶାରୁ ପ୍ରଥମ ଥର ପାଇଁ ମାଣ୍ଡିଆ ଉଠାଇଲା ଭାରତୀୟ ଖାଦ୍ୟ ନିଗମ

Details
Odia Ray Admin
ଓଡିଶା
20 August 2025

ଭୁବନେଶ୍ୱର: ଓଡିଶାରେ ଉତ୍ପାଦିତ ମାଣ୍ଡିଆର ଚାହିଦା ସମଗ୍ର ଦେଶରେ ସ୍ୱତନ୍ତ୍ର ରହିଛି । ଶ୍ରୀ ଅନ୍ନ ଅଭିଯାନ ଅଧୀନରେ ଅଧିକରୁ ଅଧିକ ଗୁଣାତ୍ମକ ମାଣ୍ଡିଆ ଉତ୍ପାଦନ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟରୁ ଉତ୍ପାଦିତ ମାଣ୍ଡିଆ ଉଚ୍ଚ ପୁଷ୍ଟି ଓ ଗୁଣଯୁକ୍ତ ଥିବାରୁ ଓଡ଼ିଶାରୁ ପ୍ରଥମ ଥର ପାଇଁ ଭାରତୀୟ ଖାଦ୍ୟ ନିଗମ ମାଣ୍ଡିଆ ଉଠାଇଛି । ଏଥିନିମନ୍ତେ ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରୁ ମାଣ୍ଡିଆ ଉଠାଇବା ପାଇଁ ଭାରତୀୟ ଖାଦ୍ୟ ନିଗମ ଇଚ୍ଛାବ୍ୟକ୍ତ କରିଥିଲା । ରାଜ୍ୟରେ ଉପଲବ୍ଧ ମାଣ୍ଡିଆର ପୁଷ୍ଟି ଓ ଖାଦ୍ୟ ଗୁଣବତ୍ତାକୁ ଦୃଷ୍ଟିରେ ରଖି ଏଫ୍‌ସିଆଇ ପକ୍ଷରୁ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏଥିପାଇଁ ଖାଦ୍ୟ ନିଗମ କେନ୍ଦ୍ରୀୟ ପୁଲ ଆଧାରରେ ରାଜ୍ୟରୁ ୪୦ ହଜାର ମେଟ୍ରିକ ଟନ ମାଣ୍ଡିଆ ଉଠାଇବ । ଯାହା ବିଭିନ୍ନ ଯୋଜନାର ହିତାଧିକାରୀ ମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥା ମାଧ୍ୟମରେ ପ୍ରଦାନ କରାଯିବ । ଉକ୍ତ ୪୦ ହଜାର ମେଟ୍ରିକ ଟନ ମଧ୍ୟରୁ ୧୬ ହଜାର ୮୦୦ ମେଟ୍ରିକ ଟନ ନେବା ପାଇଁ ଆନ୍ଧ୍ରପ୍ରଦେଶ ଇଛାବ୍ୟକ୍ତ କରିଥିବାରୁ ପ୍ରଥମ ପର୍ଯ୍ୟାୟରେ ୨୬୪୨ ମେଟ୍ରିକ ଟନ ଏଫସିଆଇ ମାଧ୍ୟମରେ ଉଠାଣ ହୋଇଛି । ଉକ୍ତ ମାଣ୍ଡିଆ କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା ଭଳି ଆଦିବାସୀ ବହୁଳ ଜିଲ୍ଲାରୁ ଉଠାଣ ହୋଇଛି । ପର୍ଯ୍ୟାୟ କ୍ରମେ ଲକ୍ଷ୍ୟ ଧାର୍ଯ୍ୟ ଥିବା ବାକି ମାଣ୍ଡିଆ ମଧ୍ୟ ଉଠାଣ ହେବ । ଏହା କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟଯୋଗଣ ଓ ଖାଉଟି କଲ୍ୟାଣ ଏବଂ ଆଦିବାସୀ ଉନ୍ନୟନ ସମବାୟ ନିଗମର ମିଳିତ ଉଦ୍ୟମରେ ଏହି ଲକ୍ଷ୍ୟ ପୂରଣ ହୋଇଛି । ସୂଚନାଯୋଗ୍ୟ, ୨୦୨୪-୨୫ ଖରିଫ୍‌ ଋତୁରେ ରାଜ୍ୟର ପ୍ରାୟ ୬୪ ହଜାରରୁ ଉର୍ଦ୍ଧ୍ୱ ଚାଷୀଙ୍କଠାରୁ ୭୫ ହଜାର ମେଟ୍ରିକ ଟନ୍‌ ମାଣ୍ଡିଆ ସଂଗ୍ରହ କରାଯାଇଥିଲା । ଏହି ସଂଗୃହୀତ ମାଣ୍ଡିଆ ମଧ୍ୟରୁ ୪୦ ହଜାର ମେଟ୍ରିକ୍‌ ଟନ୍‌ ଉଠାଣ ପାଇଁ ଏଫ୍‌ସିଆଇ ରାଜି ହୋଇଥିଲା । ଏହି ମର୍ମରେ କୋରାପୁଟ ଓ ନବରଙ୍ଗପୁରରୁ ୨୬୪୨ ମେଟ୍ରିକ୍‌ ଟନ୍‌ ମାଣ୍ଡିଆ ଉଠାଣ କରାଯାଇଛି । ଭାରତ ସରକାର ୨୦୨୩ ମସିହାକୁ ମାଣ୍ଡିଆ ଆନ୍ତର୍ଜାତିକ ବର୍ଷ ଭାବେ ଘୋଷଣା କରିବା ସହ ଏହାର ଉତ୍ପାଦନ ଓ ପୋଷଣଯୁକ୍ତ ଖାଦ୍ୟ ଭାବେ ଜନାଦୃତି ପାଇଁ ମଧ୍ୟ ଅଭିଯାନ ଜାରି ରଖିଛନ୍ତି । ସେହିଭଳି ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାଣ୍ଡିଆକୁ ଏକ ଉଚ୍ଚ ଗୁଣବତ୍ତା ଖାଦ୍ୟ ଭାବେ ଘୋଷଣା କରିବା ସହ ଲୋକ ମାନଙ୍କୁ ମାଣ୍ଡିଆ ଭଳି ଅଧିକ ପୁଷ୍ଟିଯୁକ୍ତ ଖାଦ୍ୟ ପ୍ରଦାନ ଉପରେ ଗୁରୁତ୍ୱାରୋପ କରୁଛନ୍ତି । ଅନୁରୂପ ଭାବେ ଓଡ଼ିଶା ସରକାର ମଧ୍ୟ ଅଧିକ ପୁଷ୍ଟି ଓ ଗୁଣବତ୍ତାସଂପନ୍ନ ମାଣ୍ଡିଆ ଉତ୍ପାଦନ ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ଏତଦ୍‌ବ୍ୟତୀତ ଫସଲ ବିବିଧିକରଣ ପାଇଁ ଅଧିକରୁ ଅଧିକ ମାଣ୍ଡିଆ ଚାଷ ଉପରେ ଚାଷୀମାନଙ୍କୁ ପ୍ରୋତ୍ସାହିତ କରାଯାଉଛି । ଏହାଦ୍ୱାରା କୃଷକ ମାନଙ୍କ ଆର୍ଥିକ ସଶକ୍ତିକରଣ ହୋଇପାରିବା ସହ ବିକଶିତ ଭାରତ ଓ ବିକଶିତ ଓଡିଶା ଲକ୍ଷ୍ୟ ହାସଲରେ ଏହା ସହାୟକ ହେବ ।

powered by social2s

ଆମ ବସ୍ କାଚ ଭାଙ୍ଗିଲେ କାର୍ ଚାଳକ

Details
Odia Ray Admin
ଓଡିଶା
20 August 2025

ଭୁବନେଶ୍ୱର: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଂଚଳରେ ଆମ ବସ୍ କାଚ ଭାଙ୍ଗିଲେ କାର୍ ଚାଳକ। ଚନ୍ଦ୍ରଶେଖରପୁର ପେଟ୍ରୋଲ ପମ୍ପ ଆଗରେ କାର୍ କୁ ସାଇଡ୍ ମାରିବାରୁ ଘଟିଛି ଏହି ଘଟଣା। ରାସ୍ତା ମଝିରେ ଆମ ବସ୍ ଅଟକ ରହିଥିବାରୁ ନାଲକୋ - ଡମଣା ରାସ୍ତାରେ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି। ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ପୋଲିସ୍।

powered by social2s

ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ ଆୟୋଜିତ

Details
Odia Ray Admin
ଓଡିଶା
19 August 2025

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ଫଟୋଗ୍ରାଫି ଦିବସ | ଏ ଅବସରରେ ଜୟଦେବ ଭବନରେ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ ଆୟୋଜିତ ହୋଇଛି | ନୂତନ ଭବିଷ୍ୟତ ନିର୍ମାଣର ସୂତ୍ରଧର ଟ୍ରଷ୍ଟ ତରଫରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନୟାଗଡ ବିଧାୟକ ଅରୁଣ ସାହୁ, ଏକାମ୍ର ନିର୍ମାଣ ମଣ୍ଡଳୀର ବିଧାୟକ ବାବୁ ସିଂ, ବରିଷ୍ଠ ସାମ୍ବାଦିକ ନୀଳାମ୍ବର ରଥ, ରାମଚଣ୍ଡୀ ପ୍ରସାଦ ରଣସିଂ, ବରିଷ୍ଠ ଚିତ୍ରଶିଳ୍ପୀ ତାରାକାନ୍ତ ପରିଡା ଅତିଥି ଭାବରେ ଉପସ୍ଥିତ ଥିଲେ | ଅତିଥିମାନେ ଫଟୋର ଗୁରୁତ୍ୱ ଉପରେ ମତ ରଖିଥିଲେ | ଗୋଟିଏ ଫଟୋ ଅନେକ କଥା କୁହେ ବୋଲି ଅତିଥିମାନେ କହିଥିଲେ | ପ୍ରଥମ ଅଧିବେଶନ ପରେ "ଏଆଇ ଯୁଗରେ ଫଟୋ ସାମ୍ବାଦିକଙ୍କ ଗୁରୁତ୍ୱ" ଉପରେ ଆଲୋଚନା ହୋଇଥିଲା | ଏ ଅବସରରେ ଏକ ଫଟୋ ପ୍ରଦର୍ଶନୀ ହୋଇଥିଲା |

powered by social2s

କୃଷି ବିଭାଗ ଅଧିକାରୀମାନଙ୍କୁ କ୍ଷେତ୍ର ପରିଦର୍ଶନ ପାଇଁ ନିର୍ଦ୍ଦେଶ

Details
Odia Ray Admin
ଓଡିଶା
20 August 2025

ଭୁବନେଶ୍ୱର: ସରକାରଙ୍କ ଦ୍ଵାରା ପ୍ରଣିତ ବିଭିନ୍ନ କୃଷି ଯୋଜନା ଏବଂ କାର୍ଯ୍ୟକ୍ରମର ପ୍ରଭାବଶାଳୀ କାର୍ଯ୍ୟାନ୍ଵୟନକୁ ସୁନିଶ୍ଚିତ ତଥା ଲୋକାଭିମୁଖୀ କରିବା ପାଇଁ କୃଷି ବିଭାଗର ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରିବେ l ଏନେଇ ଆଜି କୃଷି ବିଭାଗ ପକ୍ଷରୁ ଏକ ସୂଚନା ଜାରି କରିଛନ୍ତି ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢୀ l ତୃଣମୂଳସ୍ତରରେ ବାସ୍ତବିକ ପରିସ୍ଥିତି ଅନୁଧ୍ୟାନ କରିବା ସହ କୃଷକ ଓ କୃଷି କ୍ଷେତ୍ରରେ ଆଗଧାଡ଼ିରେ କାର୍ଯ୍ୟ କରୁଥିବା ଲୋକଙ୍କ ସମସ୍ୟାର ସମାଧାନ ହୋଇପାରିବ l ନିର୍ଦ୍ଦେଶ ଅନୁଯାୟୀ ନିର୍ଦ୍ଦେଶକ, ଅତିରିକ୍ତ ନିର୍ଦ୍ଦେଶକ, ଯୁଗ୍ମ ନିର୍ଦ୍ଦେଶକ, ଉପନିର୍ଦ୍ଦେଶକ ଏବଂ ବିଭିନ୍ନ ଯୋଜନା ଅଧିକାରୀ ସମେତ ବିଭାଗର ସମସ୍ତ ବରିଷ୍ଠ ଅଧିକାରୀମାନେ ନିୟମିତ ଭାବେ ବିଭିନ୍ନ ଜିଲ୍ଲା ଏବଂ ବ୍ଲକର କ୍ଷେତ୍ର ପରିଦର୍ଶନ କରି ବାସ୍ତବିକ ସ୍ଥିତି ଅନୁଧ୍ୟାନ କରିବେ l ଏହି ପରିଦର୍ଶନ ସମୟରେ ଅଧିକାରୀମାନେ ଯୋଜନା କାର୍ଯ୍ୟାନ୍ଵୟନର ସମୀକ୍ଷା କରି ଲୋକଙ୍କ ସମସ୍ୟା ଓ ଗସ୍ତର ଏକ ସଂକ୍ଷିପ୍ତ ରିପୋର୍ଟ ଏକ ସପ୍ତାହ ମଧ୍ୟରେ ବିଭାଗୀୟ ସଚିବଙ୍କ ନିକଟରେ ଦାଖଲ କରିବେ l ଏଥିସହିତ, ଆକାଂକ୍ଷୀ ବ୍ଲକ ଓ ଅନୁନ୍ନତ ଅଞ୍ଚଳ ଗୁଡିକର ପରିଦର୍ଶନ ସୁନିଶ୍ଚିତ କରି ବିଭିନ୍ନ ଜିଲ୍ଲାର ମାସିକିଆ ଟୁର୍ କ୍ୟାଲେଣ୍ଡର ପ୍ରସ୍ତୁତ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ରହିଛି l ଲୋକଙ୍କ ସରକାରରେ ସାଧାରଣ ଚାଷୀ ଏବଂ ଅଫିସରମାନଙ୍କ ମଧ୍ୟରେ ସମନ୍ଵୟ ରଖି ବିଭିନ୍ନ ସରକାରୀ ଯୋଜନାର ଲାଭ ଉଠାଇବାକୁ ଏହି ଗୁରୁତ୍ଵପୂର୍ଣ୍ଣ ପଦକ୍ଷେପ କୃଷି ବିଭାଗ ତରଫରୁ ଗ୍ରହଣ କରାଯାଇଛି l

powered by social2s

ଆଜି ୧୨ ଘଣ୍ଟିଆ ମୁନିଗୁଡ଼ା ବନ୍ଦ

Details
Odia Ray Admin
ଓଡିଶା
20 August 2025

ରାୟଗଡ଼ା : ଆଜି ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ସହରରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ମୁନିଗୁଡ଼ା ସହର ଏନଏସି ଘୋଷଣାରୁ ବାଦ୍ ପଡ଼ିଥିବାରୁ ଏହି ବନ୍ଦ ପାଳନ କରୁଛି ମୁନିଗୁଡ଼ା ପ୍ରଗତି ମଞ୍ଚ। ବନ୍ଦ ଯୋଗୁଁ ଦୋକାନ ବଜାର ଓ ଗାଡ଼ି ଚଳାଚଳ ବନ୍ଦ ରହିଛି।

powered by social2s

ବାଲେଶ୍ଵରରେ ୧୧ ଲକ୍ଷର ବ୍ରାଉନସୁଗାର ଜବତ

Details
Odia Ray Admin
ଓଡିଶା
19 August 2025

ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ଜଳେଶ୍ବର ଷ୍ଟେସନରୁ ୧୧୨ ଗ୍ରାମ୍ ବ୍ରାଉନସୁଗାର ଜବତ କରାଯାଇଛି। ବ୍ରାଉନସୁଗାର ବିକ୍ରି ପାଇଁ ଯୋଜନା କରୁଥିବା ବେଳେ ଜଣେ ଯୁବକ ଅବକାରୀ ବିଭାଗ ଅଧିକାରୀଙ୍କ ଦ୍ଵାରା ଗିରଫ ହୋଇଥିବା ସୂଚନା। ଜବତ ବ୍ରାଉନ୍‌ ସୁଗାରର ଆନୁମାନିକ ମୂଲ୍ୟ ୧୧ ଲକ୍ଷରୁ ଅଧିକ।

powered by social2s

More Articles ...

  1. ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୫-୨୬ ସେପେଫମ୍ବର ସେସନରେ ନାମଲେଖା ଲାଗି ଅନ୍‌ଲାଇନ୍‌ ଆବେଦନ ଜାରି
  2. ଦାଦାବଟି ପାଇଁ ସେବାୟତଙ୍କୁ ଆକ୍ରମଣ
  3. ବିଜେଡିର ସାଲେପୁର ବନ୍ଦ ଡାକରା
Page 373 of 2256
  • Start
  • Prev
  • 368
  • 369
  • 370
  • 371
  • 372
  • 373
  • 374
  • 375
  • 376
  • 377
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.