• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
28
Sat, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଲଗାଣ ବର୍ଷା ଯୋଗୁଁ ଝାରସୁଗୁଡ଼ା ଜିଲ୍ଲାରେ ବୁଡ଼ିଲା ରାସ୍ତା ଘାଟ

Details
Odia Ray Admin
ଓଡିଶା
06 July 2025

ଝାରସୁଗୁଡ଼ା: ଲଗାଣ ବର୍ଷା ଯୋଗୁଁ ଝାରସୁଗୁଡ଼ା ଜିଲ୍ଲାରେ ବୁଡ଼ିଲା ରାସ୍ତା ଘାଟ। ଫୁଲୁଛି ଜିଲ୍ଲାର ପ୍ରମୁଖ ଇବ୍‌, ଭେଡ଼େନ ଓ ବସୁନ୍ଧରା ନଦୀ। ବ୍ରଜରାଜନଗର ଲମଟିବାହାଲରୁ ମୁଖ୍ୟ ବଜାର ଟନେଲ ରାସ୍ତାରେ ଜମିଛି ବର୍ଷା ପାଣି। ପ୍ରସିଦ୍ଧ ପୀଠ ରାମଚଣ୍ଡୀ ମନ୍ଦିର ଭିତରେ ପଶିଲା ବନ୍ୟା ପାଣି। ଝାରସୁଗୁଡ଼ା ପୁରୁଣା ବସଷ୍ଟାଣ୍ଡ ରାସ୍ତା ଉପରେ ବି ବର୍ଷା ପାଣି ପ୍ରବାହିତ ହୋଇଛି।

powered by social2s

ଆଜି ଶ୍ରୀଜୀଉଙ୍କ ସୁନାବେଶ, ଭିଡ଼କୁ ଦୃଷ୍ଟିରେ ରଖି ଓଡ଼ିଶା ପୋଲିସ ପକ୍ଷରୁ ସତର୍କତା ଜାରି

Details
Odia Ray Admin
ଓଡିଶା
06 July 2025

ପୁରୀ: ଆଜି ଶ୍ରୀଜୀଉଙ୍କ ସୁନାବେଶ। ଅପରାହ୍ନ ୫ଟାରୁ ରାତି ୧୧ ଯାଏଁ ସୁନାବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ। ବଡ଼ଦାଣ୍ଡରେ ମହଣ ମହଣ ସୁନାରେ ସୁସଜ୍ଜିତ ହେବେ ଚତୁର୍ଦ୍ଧାବିଗ୍ରହ। ମହାପ୍ରଭୁଙ୍କୁ ଲାଗି ହେବ ୧୩୮ ପ୍ରକାରର ଅଳଙ୍କାର। ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ରାତି ସାରା ଅଧିକ ଭକ୍ତ ପୁରୀକୁ ଆଗମନ ଯୋଗୁଁ ସହରରେ ଥିବା ପାର୍କିଂ ସ୍ଥାନଗୁଡ଼ିକ ପ୍ରାୟ ଭର୍ତ୍ତି ହୋଇସାରିଛି। ପାର୍କିଂ ସ୍ଥାନଗୁଡ଼ିକର ଉପଲବ୍ଧତା ଅନୁସାରେ ତାଲବଣିଆ ଏବଂ ଷ୍ଟର୍ଲିଂ ଆଡକୁ ଗତି କରାଯାଉଛି। ବାଟଗାଁ/ମାଳତୀପାଟପୁରରେ ଅପେକ୍ଷା ସମୟ ଅଧିକ ହୋଇପାରେ। ଭକ୍ତମାନେ ଏହି ସୂଚନାକୁ ଧ୍ୟାନରେ ରଖନ୍ତୁ ଏବଂ ନିଜର ଯୋଜନା ପ୍ରସ୍ତୁତ କରନ୍ତୁ ବୋଲି ଓଡ଼ିଶା ପୋଲିସ ପକ୍ଷରୁ ପରାମର୍ଶ ଦିଆଯାଇଛି।

powered by social2s

ବାଲିଗୁଡା ରେ ପବିତ୍ର ବାହୁଡା ଯାତ୍ରା ପାଳିତ : ଜନ୍ମବେଦୀ ଛାଡ଼ି ରତ୍ନବେଦୀକୁ ଯାତ୍ରା କଲେ ବ୍ରହ୍ମାଣ୍ଡପତି

Details
Odia Ray Admin
ଓଡିଶା
05 July 2025

ବାଲିଗୁଡା :(ସଞ୍ଜୟ କୁମାର ପାଣିଗ୍ରାହୀ): ଜନ୍ମବେଦୀରେ ଲୀଳାଖେଳ ସାରି ବଡ ଭାଇ ବଳଭଦ୍ର ଓ ସାନ ଭଉଣୀ ସୁଭଦ୍ରାଙ୍କୁ ସାଥିରେ ଧରି ଆଜି ରତ୍ନ ବେଦୀ କୁ ଫେରିଛନ୍ତି l ହଜାର ହଜାର ଭକ୍ତଙ୍କ ସମାଗମରେ ଭାବଭକ୍ତି, ଘଣ୍ଟନାଦରେ ପୁରି ଉଠିବା ସହ ଲୋକାରଣ୍ୟ ହୋଇଥିଲା ବାଲିଗୁଡା ସହର, ଭକ୍ତ ଓ ଭଗବାନ ଏକାଠି ହୋଇଥିଲେ l ପହଣ୍ଡି ବିଜେ ପରେ ରଥାରୂଢ ହୋଇଥିଲେ ଚତୁର୍ଦ୍ଧାମୂର୍ତ୍ତି । ପହଣ୍ଡିରେ ପ୍ରଥମେ ଚକ୍ରରାଜ ଶ୍ରୀସୁଦର୍ଶନ, ଧାଡି ପହଣ୍ଡିରେ ବଡ ଠାକୁର ବଳଭଦ୍ର ଓ ପରେ ମହାପ୍ରଭୁ କାଳିଆ ସାଆନ୍ତ ନନ୍ଦିଘୋଷ ରଥକୁ ବିଜେ କରିଥିଲେ । ସମସ୍ତ ନୀତି ନିର୍ଘଣ୍ଟ ଅନୁସାରେ ଖଣ୍ଡିୟ ବନାଧିକାରୀ ବିଶ୍ୱରାଜ ପଣ୍ଡା ରଥରେ ଛେରା ପହଁରା ନୀତି କରିଥିଲେ । ଛେରା ପହଁରା ନୀତି ପରେ ଚାରମାଳ ଫିଟା ହୋଇ ଘୋଡା ଯୋଚା ନୀତି ପରେ ରଥଟଣା ଆରମ୍ଭ ହୋଇଥିଲା । ଗୁଣ୍ଡିଚା ମନ୍ଦିର ଠାରୁ ଶ୍ରୀ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଭକ୍ତ ଓ଼ ଭଗବାନ ଏକାଠି ହୋଇଥିବା ବେଳେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ହଜାର ହଜାର ଭକ୍ତ ଜଗନ୍ନାଥ ଓ଼ ବଳଭଦ୍ର ରଥ କୁ ଟାଣି ନେଇଥିବା ବେଳେ ସୁଭଦ୍ରା ରଥ କୁ କେବଳ ମହିଳା ଭକ୍ତ ମାନେ ହିଁ ଟାଣିଟାଣି ସନ୍ଧ୍ୟାସୁଦ୍ଧା ତିନିରଥ ଶ୍ରୀ ଜଗନ୍ନାଥ ମନ୍ଦିର ସମ୍ମୁଖରେ ପହଞ୍ଚାଇବା ପରେ ସନ୍ଧ୍ୟା ଆଳତୀ ହଜାର ହଜାର ଭକ୍ତଙ୍କ ଗହଣରେ ହୋଇଥିଲା। ପରେ ପରେ ବିଭିନ୍ନ ପ୍ରକାର ମନୋରଞ୍ଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ପରିପ୍ରେକ୍ଷୀରେ ଟାଉନ ର ମା' ପାଟଖଣ୍ଡା ମାର୍କେଟ ବ୍ୟବସାୟୀ ସଂଘ ତରଫରୁ କାନିକା ଭୋଗ, ବିଜେପି ନଗର ମଣ୍ଡଳ ତରଫରୁ ବୁନ୍ଦି, ବ୍ରାହ୍ମଣ ସମାଜ ତରଫରୁ ରସଗୋଲା ବଣ୍ଟନ କରାଯାଇଥିଲା l ଆଇନ ଶୃଙ୍ଖଳା ପରିସ୍ଥିତି କୁ ଦୃଷ୍ଟି ରେ ରଖି ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାମେନ୍ଦ୍ର ପ୍ରସାଦ ଙ୍କ ନିର୍ଦେଶ କ୍ରମେ ଥାନା ଅଧିକାରୀ ସମ୍ବିତ କୁମାର ସ୍ୱାଇଁ ଙ୍କ ନେତୃତ୍ୱ ରେ ସମଗ୍ର ଅଞ୍ଚଳରେ କଡା କଡ଼ି ପାଟ୍ରୋଲିଂ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା l ଶ୍ରୀ ଜଗନ୍ନାଥ ମନ୍ଦିର ଟ୍ରଷ୍ଟର ଟି. ଶ୍ରୀନିବାସ ରାଓ, ମଧୁସୂଦନ ଦାସ, ଲୋକନାଥ ପାଢ଼ୀ ଙ୍କ ସମେତ ସମସ୍ତ ସଦସ୍ୟ ଏବଂ ଅଞ୍ଚଳର ପର୍ଶୁରାମ ବାହିନୀ, ବ୍ରାହ୍ମଣ ସମିତି, ବିଭିନ୍ନ ଯୁବକ ସଂଘ, ମହିଳା ସଂଘ, ସ୍ବେଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

powered by social2s

ବାହୁଡ଼ା ଯାତ୍ରା ପାଇଁ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା

Details
Odia Ray Admin
ଓଡିଶା
05 July 2025

ପୁରୀ: ମହାପ୍ରଭୁ ଙ୍କ ବାହୁଡା଼ ଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି। ସୁରକ୍ଷା ଦୃଷ୍ଟିରୁ ୨୦୫ ପ୍ଲାଟୁନ ଫୋର୍ସ ମୁତୟନ ଅଛନ୍ତି। ଟ୍ରାଫିକ ନିୟନ୍ତ୍ରଣ ପାଇଁ ୫୦ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି। ୨୧ଟି ସ୍ଥାନରେ ଗାଡ଼ି ପାର୍କିଂ ବ୍ୟବସ୍ଥା କରାଯାଇଛି। ଜୁଲାଇ ୮ ଯାଏ ପୁରୀ ବଡ଼ଦାଣ୍ଡ ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି।

powered by social2s

ଜୁଲାଇ ୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

Details
Odia Ray Admin
ଓଡିଶା
05 July 2025

ଭୁବନେଶ୍ୱର: ଜୁଲାଇ ୭ ତାରିଖରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ଆସନ୍ତା ୩୦ ତାରିଖ ଜନ ଶୁଣାଣି ପାଇଁ ପଞ୍ଜିକୃତଙ୍କ ପାଇଁ ଉଦ୍ଦିଷ୍ଟ ୟୁନିଟ୍-୨, ଅଶୋକନଗର, ଭୁବନେଶ୍ବରରେ ଅନୁଷ୍ଠିତ ହେବ ଜନ ଶୁଣାଣି। ଏହି ସୂଚନା ଦେଲା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ।

powered by social2s

ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ବ୍ୟାପକ ସ୍ଵାସ୍ଥ୍ୟସେବା ବ୍ୟବସ୍ଥା

Details
Odia Ray Admin
ଓଡିଶା
05 July 2025

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ବ୍ୟାପକ ସ୍ଵାସ୍ଥ୍ୟସେବା ବ୍ୟବସ୍ଥା କରାଯାଇଛି । ସ୍ନାନ ପୂର୍ଣ୍ଣିମା ଠାରୁ ଆରମ୍ଭ କରି ବାହୁଡ଼ା, ସୁନାବେଶ ଏବଂ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଚାଲୁରହିଛି । ପୁରୀ ଏବଂ ଆଖପାଖ ଅଞ୍ଚଳରେ ସଂକ୍ରମଣ ରୋଗର ପ୍ରତିରୋଧ ପାଇଁ ମଧ୍ୟ ବିଭିନ୍ନ ବିଭାଗମାନଙ୍କ ଦ୍ଵାରା କ୍ଷେତ୍ର ସ୍ତରୀୟ ସମନ୍ଵୟରେ ବ୍ୟାପକ ସଚେତନତା ଓ ପରିମଳ କାର୍ଯ୍ୟ ଚାଲୁରହିଛି । ଚଳିତ ବର୍ଷ ପୁରୀ ସଦର ମହକୁମାରେ ୨୬୫ ଟି ନୂଆ ବେଡ୍ ସ୍ଥାପନ କରାଯାଇଛି । ଏହି ବେଡ୍ କୁ ମିଶାଇ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୬୦୧ ବେଡ୍ ସହ ୨୭ ଆଇ.ସି.ୟୁର ବ୍ୟବସ୍ଥା କରାଯାଇଛି । ବଡ଼ଦାଣ୍ଡ, ସମୁଦ୍ରକୂଳ ସହ ପୁରୀକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଗୁଡ଼ିକର ଗୁରୁତ୍ଵପୂର୍ଣ୍ଣ ସ୍ଥାନ ମାନଙ୍କରେ ୬୯ଟି ଫାଷ୍ଟଏଡ୍ କେନ୍ଦ୍ର(ସରକାରୀ -୩୨, ସ୍ୱେଚ୍ଛାସେବୀ-୩୭) ଖୋଲାଯାଇଛି । ଏହି କେନ୍ଦ୍ର ମାନଙ୍କରେ ଡାକ୍ତର, ପାରମେଡିକସ୍ ଏବଂ ସହାୟକ କର୍ମଚାରୀମାନେ ୨୪ ଘଣ୍ଟିଆ ଭିତ୍ତିରେ କାର୍ଯ୍ୟ କରୁଛନ୍ତି । ସହରର ସବୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ମାନଙ୍କରେ ୭୪ ଟି ଜରୁରୀକାଳୀନ ଆମ୍ବୁଲାନ୍ସ(ସରକାରୀ-୩୧, ସ୍ୱେଚ୍ଛାସେବୀ- ୪୩) ରଖାଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ୩୭୧ ଜଣ ଡାକ୍ତର, ସ୍ପେସାଲିଷ୍ଟ, ୪୦୪ ଜଣ ପାରାମେଡ଼ିକସ୍ ଏବଂ ୩୭୦ ଜଣ ସହାୟକ ଷ୍ଟାଫ୍ ଭକ୍ତ, ଶ୍ରଦ୍ଧାଳୁ ଏବଂ ଜନସାଧାରଣଙ୍କୁ ଆବଶ୍ୟକ ସ୍ୱାସ୍ଥ୍ୟସେବା ଯୋଗାଇବା ନିମନ୍ତେ ୨୪ ଘଣ୍ଟିଆ ଭିତ୍ତିରେ ପୂର୍ଣ୍ଣ ସଜାଗ ଓ ପ୍ରସ୍ତୁତ ରହିଛନ୍ତି । ଏହାଛଡା ରାପିଡ୍ ରେସପନସ୍ ଟିମ୍ ମାନ ଗଠନ କରାଯାଇଛି ଯେଉଁ ମାନେ ଆବଶ୍ୟକ ମାତ୍ରେ ପହଞ୍ଚି ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଛନ୍ତି । ସମ୍ଭାବ୍ୟ ସଂକ୍ରାମକ ରୋଗର ପ୍ରତିରୋଧ ନିମନ୍ତେ ପୁରୀ ପୌରପାଳିକା ଏବଂ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗଙ୍କ ମିଳିତ ପ୍ରଚେଷ୍ଟାରେ ପରିମଳ ଓ ସଚେତନତା କାମକୁ ଅଧିକ ସଘନ କରାଯାଇଛି । ଖାଦ୍ୟ ନିରାପତ୍ତା ଟିମ୍ ମାନେ ଖାଦ୍ୟ ଦ୍ରବ୍ୟ କାରବାର ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି । ସ୍ନାନ ପୂର୍ଣ୍ଣିମା ରୁ ଆଜି ବାହୁଡ଼ା ଯାତ୍ରା ପର୍ଯ୍ୟନ୍ତ ଖାଦ୍ୟ ନିରାପତ୍ତା ଟିମ୍ ମାନେ ୧୦୩୦ ଟି ସ୍ଥାନରେ ଚଢ଼ାଉ କରିଛନ୍ତି । ଏମାନଙ୍କ ମଧ୍ୟରୁ ୧୫ ଟି ପାଣି ବୋତଲ ତିଆରି ପ୍ଲାଣ୍ଟ , ୨୦୨ ହୋଟେଲ, ୮୧୩ ବୁଲା ବିକାଳୀ/ରାସ୍ତା କଡ ଦୋକାନୀ ଅନ୍ତର୍ଭୁକ୍ତ । ଏହି ଚଢାଉ ମାଧ୍ୟମରେ ଖାଦ୍ୟ ନିରାପତ୍ତା ଟିମ୍ ମାନେ ୨୩୪୮ କିଲୋ ଦୂଷିତ ଖାଦ୍ୟ ଜବତ କରି ନଷ୍ଟ କରିବା ସହ ୧ ଲକ୍ଷ ୨ ହାଜର ୪୦୦ ଟଙ୍କା ଜୋରିମାନା ଆଦାୟ କରିଛନ୍ତି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଅଶ୍ଵତୀ ଏସ୍. ଙ୍କ ସମେତ ବରିଷ୍ଠ ଅଧିକାରୀ ମାନେ ପୁରୀରେ ଉପସ୍ଥିତ ରହି କ୍ଷେତ୍ରସ୍ତରୀୟ ସ୍ଵାସ୍ଥ୍ୟସେବା କାର୍ଯ୍ୟକ୍ରମର ତଦାରଖ କରୁଛନ୍ତି ।

powered by social2s

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି କରୁଛି

Details
Odia Ray Admin
ଓଡିଶା
04 July 2025

ଭୁବନେଶ୍ୱର: ପ୍ରସ୍ତାବିତ ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର-ଓଡ଼ିଶା ସରକାରଙ୍କ ଏକ ପ୍ରମୁଖ ଭିତ୍ତିଭୂମି ପ୍ରକଳ୍ପ-ଅନେକ ମଞ୍ଜୁରୀ ଏବଂ ନିୟାମକ ମାଇଲଖୁଣ୍ଟ ସହିତ ଅଗ୍ରଗତି ରେକର୍ଡ କରିଛି ଏବଂ ଏହାର ଉପଲବ୍ଧି ଦିଗରେ ଏହାର ଗତିକୁ ପୁନଃ ନିଶ୍ଚିତ କରିଛି। ସେପ୍ଟେମ୍ବର ୨୨,୨୦୨୩ରେ ଭାରତ ସରକାରଙ୍କ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ (ଏମ. ଓ. ସି. ଏ) ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ସାଇଟ୍ କ୍ଲିୟରାନ୍ସ ପ୍ରଦାନ କରିବା ପରେ ଉପକୂଳୀୟ ସହର ପୁରୀକୁ ଏକ ଅନ୍ତର୍ଜାତୀୟ ପ୍ରବେଶ ପଥରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଥିବା ଏହି ପ୍ରକଳ୍ପକୁ ଗୁରୁତ୍ୱପୂର୍ଣ୍ଣ ପ୍ରୋତ୍ସାହନ ମିଳିଥିଲା। ଏହା ପରେ ୨୦୨୫ ମସିହା ମେ ୬ ତାରିଖରେ କେନ୍ଦ୍ରରୁ ନୀତିଗତ ଅନୁମୋଦନ ମିଳିଥିଲା, ଯାହା ପରବର୍ତ୍ତୀ ବିକାଶ ପାଇଁ ସବୁଜ ସଙ୍କେତ ପ୍ରଦାନ କରିଥିଲା। ସମୁଦାୟ ୧୧୬୪ ଏକର ପରିମିତ ଅଞ୍ଚଳରେ ପରିବ୍ୟାପ୍ତ ଏହି ପ୍ରକଳ୍ପରେ ସର୍ବନିମ୍ନ ଜଙ୍ଗଲ ପରିବର୍ତ୍ତନ କରାଯାଇଛି, ମାତ୍ର ୬୮ ଏକରକୁ ଜିଲ୍ଲା ସ୍ତରୀୟ କମିଟି (ଡିଏଲସି)/ରାଜସ୍ୱ ଜଙ୍ଗଲ ଜମି ଭାବେ ବର୍ଗୀକୃତ କରାଯାଇଛି। ଓଡ଼ିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ (ଏମଓଇଏଫ ଆଣ୍ଡ ସିସି) କୁ ସମସ୍ତ ଆବଶ୍ୟକୀୟ ଅନୁପାଳନ ଦସ୍ତାବିଜ ଦାଖଲ କରିସାରିଛି। ଆଇଆରଓ, ଏମଓଇଏଫ ଆଣ୍ଡ ସିସି, ଭୁବନେଶ୍ୱର ଅଧୀନରେ ଥିବା ଆଞ୍ଚଳିକ ପ୍ରାଧିକୃତ କମିଟି (ଆରଇସି) ପ୍ରଥମ ପର‌୍ୟ୍ୟାୟ ଜଙ୍ଗଲ ମଞ୍ଜୁରୀ ପାଇଁ ଏହି ପ୍ରକଳ୍ପକୁ ସୁପାରିଶ କରିଛି। ଜଙ୍ଗଲ ପରିବର୍ତ୍ତନ ପ୍ରସ୍ତାବ ଏବେ କେନ୍ଦ୍ର ସରକାରଙ୍କ ସକ୍ରିୟ ବିଚାରଧୀନରେ ରହିଛି। ଜୁନ୍ ୨୪,୨୦୨୫ ରେ ଅନୁଷ୍ଠିତ ବୈଠକରେ, ଏମଓଇଏଫ ଏବଂ ସିସିର ପରାମର୍ଶଦାତା କମିଟି ଅଲିଭ୍ ରିଡ୍ଲେ କାଛ, ଡଲ୍ଫିନ ଏବଂ ପ୍ରବାସୀ ପକ୍ଷୀଙ୍କ ପରି ପରିବେଶ ସମ୍ବେଦନଶୀଳ ପ୍ରଜାତି ପାଇଁ ଏକ ଜୀବବୈଚିତ୍ର‌୍ୟ ସଂରକ୍ଷଣ ଯୋଜନା ଏବଂ ପ୍ରଶମନ ପଦକ୍ଷେପ ସମେତ ଅତିରିକ୍ତ ସୂଚନା ଲୋଡିଥିଲେ। ବର୍ତ୍ତମାନ ୱାଇଲ୍ଡଲାଇଫ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (ଡବ୍ଲୁଆଇଆଇ) ସହଯୋଗରେ ଏହି ସଂରକ୍ଷଣ ଯୋଜନା ପ୍ରସ୍ତୁତ କରାଯାଉଛି। ବଡ଼ ଧରଣର ଭିତ୍ତିଭୂମି ପ୍ରକଳ୍ପ ପାଇଁ ଏଭଳି ପଦକ୍ଷେପ ମାନକ ପ୍ରୋଟୋକଲର ଅଂଶ ବୋଲି ସରକାରୀ ଅଧିକାରୀମାନେ ସ୍ପଷ୍ଟ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ପରାମର୍ଶଦାତା କମିଟିର ସୁପାରିସ ଅନୁଯାୟୀ ଆବଶ୍ୟକ ପ୍ରଶମନ ପଦକ୍ଷେପ ପ୍ରସ୍ତୁତ କରିବା ଆରମ୍ଭ କରିସାରିଛି ଏବଂ ପ୍ରଥମ ପର‌୍ୟ୍ୟାୟ ମଞ୍ଜୁରୀ ପାଇବା ପାଇଁ ଯୋଜନା ଦାଖଲ କରିବ। ଏକ ପ୍ରମୁଖ ନିୟାମକ ମାଇଲଖୁଣ୍ଟ ଭାବରେ, ଏମଓଇଏଫ ଏବଂ ସିସି ଅଧୀନରେ ଥିବା ବିଶେଷଜ୍ଞ ମୂଲ୍ୟାଙ୍କନ କମିଟି (ଇଏସି) ଜୁନ୍ ୨୬,୨୦୨୫ ରେ ଅନୁଷ୍ଠିତ ବୈଠକରେ ଏହି ପ୍ରକଳ୍ପ ପାଇଁ ପରିବେଶ ମଞ୍ଜୁରୀ ସୁପାରିସ କରିସାରିଛି। ଏହି ଗୁରୁତ୍ୱପୂର୍ଣ୍ଣ ବିକାଶକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ପ୍ରକଳ୍ପକୁ କାର‌୍ୟ୍ୟକାରୀ ପର‌୍ୟ୍ୟାୟକୁ ସ୍ଥାନାନ୍ତର କରି ଅନୁରୋଧ ପ୍ରସ୍ତାବ (ଆରଏଫପି) ଜାରି କରିବାର ପଦ୍ଧତି ଚୂଡ଼ାନ୍ତ କରିବେ ବୋଲି ଆଶା କରାଯାଉଛି। ଥରେ କାର‌୍ୟ୍ୟକ୍ଷମ ହେବା ପରେ, ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ଭାରତର ଅନ୍ୟତମ ସମ୍ମାନିତ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଗନ୍ତବ୍ୟସ୍ଥଳକୁ ସିଧାସଳଖ ବିମାନ ସଂଯୋଗ ପ୍ରଦାନ କରିବ, ଯାହା ପର‌୍ୟ୍ୟଟନ, ନିଯୁକ୍ତି ଏବଂ ଆଞ୍ଚଳିକ ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବ। ନିରନ୍ତର ଭିତ୍ତିଭୂମି ଓ ଦାୟିତ୍ୱବାନ ଅଭିବୃଦ୍ଧି ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ମଧ୍ୟ ଏହି ପ୍ରକଳ୍ପ ପ୍ରତିଫଳିତ କରୁଛି।

powered by social2s

More Articles ...

  1. ଯୁକ୍ତ ତିନି ନାମଲେଖା ପାଇଁ ଗାଇଡଲାଇନ ଜାରି
  2. ପୁରୀ ପୌରପାଳିକା କୁ ପୁରୀ ମହାନଗର ନିଗମ ଘୋଷଣା
  3. ଆନ୍ତର୍ଜାତିକ ସମବାୟ ବର୍ଷ ପାଳନ ଉପଲକ୍ଷେ “ସମବାୟ ପଦଯାତ୍ରା”
Page 409 of 2256
  • Start
  • Prev
  • 404
  • 405
  • 406
  • 407
  • 408
  • 409
  • 410
  • 411
  • 412
  • 413
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.