• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
29
Sun, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Nov 28 2026

      କଟକ ଗୋଷ୍ଠୀ ସଂଘର୍ଷ; ୧୫ରୁ ଅଧିକ ଅଟକ

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ଶରଧାବାଲି ଠେଲାପେଲା ଘଟଣା: ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍‌ପି

Details
Odia Ray Admin
ଓଡିଶା
29 June 2025

ପୁରୀ: ପୁରୀ ଶରଧାବାଲି ଠେଲାପେଲା ଘଟଣାରେ ବଦଳିଲେ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଓ ଏସ୍‌ପି ଭିନୀତ ଅଗ୍ରୱାଲ। ଚଞ୍ଚଳ ରାଣା ହେଲେ ପୁରୀର ନୂଆ ଜିଲ୍ଲାପାଳ। ପିନାକ ମିଶ୍ରଙ୍କୁ ଦିଆଗଲା ନୂଆ ଏସ୍‌ପି ଭାବେ ନିଯୁକ୍ତି। ଡିସିପି ବିଷ୍ଣୁ ପତି ଓ କମାଣ୍ଡାଣ୍ଟ ଅଜୟ ପାଢ଼ୀ ନିଲମ୍ବିତ ହୋଇଥିବା ସୂଚନା। ମୃତ ୩ ଶ୍ରଦ୍ଧାଳୁଙ୍କ ପରିବାର ଲୋକଙ୍କୁ ୨୫ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ରାଜ୍ୟ ସରକାର।

powered by social2s

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

Details
Odia Ray Admin
ଓଡିଶା
29 June 2025

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଆଗାମୀ ୨ ଦିନ ଯାଏଁ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଉତ୍ତର ଓଡିଶା, ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ ଦେଇ ଗତିକରିବା ସମ୍ଭାବନା ରହିଛି। ଜୁଲାଇ ୩ ତାରିଖ ଯାଏଁ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ମିଳିଛି ସୂଚନା।

powered by social2s

ଜୁଲାଇ ୧ରୁ ଯାଜପୁରରେ ଖୋଲିବ ହୋଟେଲ୍

Details
Odia Ray Admin
ଓଡିଶା
28 June 2025

ଯାଜପୁର: ଯାଜପୁର ଜିଲ୍ଲାରେ ଜୁଲାଇ ୧ରୁ ଖୋଲିବ ହୋଟେଲ୍। ହୋଟେଲ୍, ରେଷ୍ଟୁରାଣ୍ଟ ଓ ରାସ୍ତାକଡ଼ ଖାଦ୍ୟ ଦୋକାନ ଖୋଲିବା ନେଇ ମିଳିଛି ଅନୁମତି। ମାର୍ଗଦର୍ଶିକା ପାଳନ କରି ଦୋକାନ ଖୋଲିବାକୁ ଅନୁମତି ଦେଇଛି ଜିଲ୍ଲା ପ୍ରଶସାନ। ଡାଇରିଆ ପାଇଁ ବନ୍ଦ କରାଯାଇଥିଲା ଦୋକାନ ବଜାର।

powered by social2s

ପୁଣି ଆରମ୍ଭ ହେଲା ରତ୍ନଭଣ୍ଡାର ମରାମତି କାର୍ଯ୍ୟ

Details
Odia Ray Admin
ଓଡିଶା
28 June 2025

ପୁରୀ: ପୁଣି ଆରମ୍ଭ ହେଲା ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଆଜିଠାରୁ ବାହାର ରତ୍ନଭଣ୍ଡାର କାର୍ଯ୍ୟ ଆରମ୍ଭ ହୋଇଛି। ୮ ଦିନ ମଧ୍ୟରେ କାମ ଶେଷ କରିବାକୁ ଯୋଜନା ପ୍ରସ୍ତୁତ କରାଯାଇଛି। ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି ଚାରି ଜଣିଆ ବିଶେଷଜ୍ଞ ଟିମ୍। ନୀତିକାନ୍ତି ସହ ଚାଲିଛି ଗର୍ଭଗୃହ ମରାମତି କାମ।

powered by social2s

ପୁରୀ ଶରଧାବାଲିରେ ଠେଲାପେଲା; ୩ ମୃତ

Details
Odia Ray Admin
ଓଡିଶା
29 June 2025

ପୁରୀ: ପୁରୀ ଗୁଣ୍ଡିଚା ମନ୍ଦିର ନିକଟ ଶରଧାବାଲିରେ ଠେଲାପେଲାରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଛି ଓ ଅନେକ ଆହତ ହୋଇଛନ୍ତି। ଆଜି ଭୋର ୪:୨୦ ରେ ଘଟିଛି ଅଘଟଣ। ଏହି ଘଟଣାରେ ଅସନ୍ତୋଷ ବ୍ୟକ୍ତ କଲେ ପ୍ରତ୍ୟକ୍ଷଦର୍ଶୀ ଓ କହିଲେ ଯେ ଭିଡ଼ ଭିତରକୁ ୨ଟି ଟ୍ରକ ପଶିଥିଲା। ପହୁଡ଼ ଖୋଲିବା ପରେ ସବୁ ରୁଣ୍ଡ ହୋଇଥିଲେ। ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଏହି ଘଟଣାର ତଦନ୍ତ ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୂଚନା ଦେଇଛନ୍ତି। ଡିଜିପି ୱାଇ ବି ଖୁରାନିଆ ଘଟଣାସ୍ଥଳରେ ପହଁଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।

powered by social2s

ସାମୁହିକ ପ୍ରଚେଷ୍ଟାରେ ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ ରଥଯାତ୍ରା ସମୟରେ ସ୍ବାସ୍ଥ୍ଯ ଜନିତ ଜିରୋ କେଜୁଆଲଟି ଲକ୍ଷ୍ଯ ହାସଲ କରିଛି

Details
Odia Ray Admin
ଓଡିଶା
28 June 2025

ଭୁବନେଶ୍ବର/ପୁରୀ: ଚତୁର୍ଦ୍ଧାମୂରତିଙ୍କ ମାନବୀୟ ଲୀଳାର ନିଦର୍ଶନ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ସମୟରେ ସାମୁହିକ ପ୍ରଚେଷ୍ଟାରେ ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ ସ୍ବାସ୍ଥ୍ଯ ଜନିତ ଜିରୋ କେଜୁଆଲଟି ଲକ୍ଷ୍ଯ ହାସଲ କରିଛି । ସେଥିପାଇଁ ମାନ୍ଯବର ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ ପକ୍ଷରୁ ପୁରୀଠାରେ ନିୟୋଜିତ ସମସ୍ତ ଅଧିକାରୀ, କର୍ମଚାରୀ ଓ ସ୍ବେଚ୍ଛାସେବୀଙ୍କୁ ସାଧୁବାଦ ଜଣାଇଛନ୍ତି । ରଥଯାତ୍ରା-୨୦୨୫ ଅବସରରେ ସମନ୍ବିତ ଓ ସୁବ୍ୟବସ୍ଥିତ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବହୁବିଧ ପଦକ୍ଷେପ ଗ୍ରହଣ କରାଯାଇଛି l ପୁରୀଠାରେ ବିଭାଗର କ୍ଯାମ୍ପ ଅଫିସ୍ କାର୍ଯ୍ଯ କରୁଛି । ଏହି ବର୍ଷ ଅତିରିକ୍ତ ବେଡ଼ ସଂଖ୍ୟା ଗତ ବର୍ଷର ୧୪୦ରୁ ୨୬୫କୁ ବୃଦ୍ଧି କରାଯାଇଛି l ସ୍ୱାସ୍ଥ୍ୟସେବାକୁ ବ୍ୟାପକ ଏବଂ ତ୍ୱରିତ କରିବା ଉଦ୍ଦେଶ୍ୟରେ ଅନ୍ୟ ଜିଲ୍ଲାରୁ ୩୭୮ ଜଣ ଅତିରିକ୍ତ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କୁ ନିୟୋଜିତ କରାଯାଇଛି । ଅତିରିକ୍ତ ସହାୟତା ପ୍ରଦାନ କରିବା ଉଦ୍ଦେଶ୍ୟରେ ପ୍ରଥମ ଥର ପାଇଁ ଏଏମ୍‌ସ୍‌, ଭୁବନେଶ୍ୱର ପକ୍ଷରୁ ଚିକିତ୍ସା କେନ୍ଦ୍ରରେ ଏକ ବିଶେଷ ଡାକ୍ତର ଟିମ୍‌ ନିୟୋଜିତ ହୋଇ କାର୍ଯ୍ଯ କରୁଛନ୍ତି । ଜରୁରୀକାଳୀନ ଚିକିତ୍ସା ପରିବହନ ପାଇଁ ବ୍ୟାପକ ଆମ୍ବୁଲେନ୍ସ ନେଟୱାର୍କ ସୁନିଶ୍ଚିତ କରାଯାଇଛି । ୩୧ଟି ସରକାରୀ ଆମ୍ବୁଲାନ୍ସ ଏବଂ ସ୍ଵେଚ୍ଛା ସେସେବୀ ସହାୟତାରେ ୪୩ଟି ଆମ୍ବୁଲାନ୍ସକୁ ମିଶାଇ ମୋଟ ୭୪ଟି ଆମ୍ବୁଲାନ୍ସ ସେବାରେ ଅଛନ୍ତି । ଜନସ୍ୱାସ୍ଥ୍ୟ ସଚେତନତାକୁ ବ୍ୟାପକ କରିବା ଉଦ୍ଦେଶ୍ୟରେ ଖାଦ୍ୟ ନିରାପତ୍ତା, ନିରାପଦ ପାନୀୟ ଜଳ, ହାତ ଧୋଇବା ଏବଂ ସ୍ୱଚ୍ଛତା ପ୍ରୋଟୋକଲ, ଓଆର୍‌ଏସ୍‌ ବ୍ୟବହାର, ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ, କୋଭିଡ୍‌-୧୯ ପ୍ରତିରୋଧ ବ୍ୟବସ୍ଥା ଏବଂ ଆୟୁଷ୍ମାନ ଭାରତ କାର୍ଯ୍ୟକ୍ରମ ବାବଦରେ ସୂଚନା, ଶିକ୍ଷା ଏବଂ ଯୋଗାଯୋଗ ଅଭିଯାନ ଜାରି ରହିଛି । ରଥଯାତ୍ରା ସମୟରେ ସମସ୍ତ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ କାର୍ଯ୍ୟକଳାପକୁ ସମନ୍ୱୟ କରିବା ଏବଂ ଜରୁରୀକାଳୀନ ପରିସ୍ଥିତି ପାଇଁ ଏକ ନିର୍ଦ୍ଦିଷ୍ଟ ରଥଯାତ୍ରା କଣ୍ଟ୍ରୋଲ ରୁମ୍‌ ୨୪ ଘଣ୍ଟା କାର୍ଯ୍ୟ କରୁଛି । ଯେକୌଣସି ଚିକିତ୍ସା ସହାୟତା କିମ୍ବା ସ୍ୱାସ୍ଥ୍ୟସେବା ସଂପର୍କିତ ସୂଚନା ପାଇଁ କଣ୍ଟ୍ରୋଲ ରୁମ୍‌ ମୋବାଇଲ ନମ୍ବର +୯୧ ୬୩୭୦୫୬୦୨୪୭ ଏବଂ ଲ୍ୟାଣ୍ଡଲାଇନ ନମ୍ବର ୦୬୭୫୨-୨୨୨୧୭୫ରେ ଯୋଗାଯୋଗ ପାଇଁ ବ୍ଯବସ୍ଥା କରାଯାଇଛି । ବିଭାଗର ଏହି ସମସ୍ତ କାର୍ଯ୍ଯ ମାନ୍ଯବର ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗଙ୍କ ପ୍ରତ୍ଯକ୍ଷ ତତ୍ତ୍ବାବଧାନରେ ଜାରିରହିଛି । ମହାପ୍ରଭୁଂକ ରଥଯାତ୍ରା ସମୟରେ ଭକ୍ତବୃନ୍ଦଙ୍କୁ ଅବିରତ ସମର୍ପିତ ସ୍ବାସ୍ଥ୍ଯସେବା ଯୋଗାଇଥିବାରୁ ମାନ୍ଯବର ମନ୍ତ୍ରୀ ସମସ୍ତ ଡାକ୍ତର, ନର୍ସ, ସ୍ବାସ୍ଥ୍ଯକର୍ମୀ ଓ ସ୍ବେଚ୍ଛାସେବୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

powered by social2s

ଆରମ୍ଭ ହେଲା ଦ୍ବିତୀୟ ଦିନର ରଥଟଣା

Details
Odia Ray Admin
ଓଡିଶା
28 June 2025

ପୁରୀ: ବଡ଼ଦାଣ୍ଡରେ ଗଡ଼ିଲା ୩ ରଥ ଲକ୍ଷାଧିକ ଭକ୍ତଙ୍କ ଗହଳରେ ରଥଟଣା ଆରମ୍ଭ ହୋଇଛି। ବଳଗଣ୍ଡି ଛକରୁ ଗଡ଼ିଲା ବଳଭଦ୍ରଙ୍କ ତାଳଧ୍ବଜ ରଥ। ସିଂହଦ୍ୱାର ଛକରୁ ଟଣାଗଲା ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ମାର୍କେଟ ଛକରେ ଅଟକିଥିଲା ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ। ରାତି ହୋଇଯିବାରୁ ଗତକାଲି ବନ୍ଦ ହୋଇଥିଲା ରଥଟଣା।

powered by social2s

More Articles ...

  1. ବଡ଼ଦାଣ୍ଡରେ ଆରମ୍ଭ ହେଲା ରଥଟଣା
  2. ଆସନ୍ତା ୩୦ ତାରିଖରେ ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ
  3. ବିଶ୍ଵାପ୍ରସିଦ୍ଧ ରଥଯାତ୍ରା ପାଇଁ ଲୋକାରଣ୍ୟ ଶ୍ରୀକ୍ଷେତ୍ର
Page 415 of 2257
  • Start
  • Prev
  • 410
  • 411
  • 412
  • 413
  • 414
  • 415
  • 416
  • 417
  • 418
  • 419
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.