• Magazine
  • Events
  • Videos
  • Gallery
  • Blog
  • Login

Sidebar

  • Magazine
  • Events
  • Videos
  • Gallery
  • Blog
  • Login

Magazine menu

  • Home
  • ଓଡିଶା
  • ଅପରାଧ
  • ଦେଶ / ବିଦେଶ
  • ରାଜନୀତି
  • ମନୋରଞ୍ଜନ / କ୍ରୀଡା
  • ପର୍ଯ୍ୟଟନ
  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
Odiaray Odiaray Odiaray

Innovation for Sustainability

Mountains
23
Mon, Nov
  • Home
  • ଓଡିଶା

    World Categories

    • Africa

    • Europe

    • Middle East

    • US Canada

    • ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଲାବୋରେଟୋରୀ ଖୋଲିବାକୁ ଓଡିଶା ସରକାର ଦେଲେ ଅନୁମତି

    • ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    Latest World News

    • ଓଡିଶା
      Details
      Dec 05 2020

      ପୋଡିଗଲା VIMSAR ରକ୍ତ ଭଣ୍ଡାର ର ଫ୍ରିଜର

    • ଓଡିଶା
      Details
      Dec 11 2020

      ୨୦୨୩ ପୁରୁଷ ହକି ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି ରାଉରକେଲା, ଭିତ୍ତିଭୂମି ବିକାଶକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା

    • ଓଡିଶା
      Details
      Nov 28 2021

      ସମ୍ଭାବ୍ୟ ତୃତୀୟ ଲହର ପ୍ରତିହତ ପାଇଁ ପୂର୍ଣ୍ଣସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

    • ଓଡିଶା
      Details
      Jan 24 2021

      ଜୟ ମା ଭବାନି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱରରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର

    • ଓଡିଶା
      Details
      Dec 10 2022

      Odisha bagged first prize for generation of highest number of ABHA IDs

    • ଓଡିଶା
      Details
      Feb 22 2021

      ଶ୍ରୀଜଗନ୍ନାଥ ସଂସ୍କୃତି ଜାଗରଣ ନିମନ୍ତେ ଚେତନା କେନ୍ଦ୍ରର କର୍ମକର୍ତ୍ତାଙ୍କ ସହ ଆଲୋଚନା

    • ଓଡିଶା
      Details
      Feb 02 2023

      National Poet Writers’ Association presents “Ama Angikar” magazine book to Koraput’s young lecturer Trinath Patnayak

    • ଓଡିଶା
      Details
      Sep 07 2021

      ଅବହେଳା ପରିଲକ୍ଷିତ ହେଲେ ପୁଣି ଫେରିବ ଲକ୍ଡାଉନ: ଓଡ଼ିଶା ମୁଖ୍ୟମନ୍ତ୍ରୀ

    • ଓଡିଶା
      Details
      Nov 09 2022

      କ୍ୟାପିଟାଲ ହସ୍ପିଟାଲ ଏବଂ ବିଏମସି ହସ୍ପିଟାଲ ପାଇଁ ଚୁକ୍ତିଭିତ୍ତିକ ଭିତ୍ତିରେ ସୁପର ସ୍ପେଶାଲିଷ୍ଟ ଏବଂ ସ୍ପେଶାଲିଷ୍ଟଙ୍କୁ ଚୁକ୍ତିଭିତ୍ତିକ ଭିତ୍ତିରେ ନିଯୁକ୍ତି ଦେବା ପାଇଁ “କର୍ପସ ପାଣ୍ଠି” ପ୍ରଦାନକୁ ଅନୁମୋଦନ

  • ଅପରାଧ

    Tech Categories

    • Personal Tech

    • Security

    • Green Tech

    • Space

    Latest Technology News

    • ଅପରାଧ
      Details
      Dec 18 2021

      ଭୁବନେଶ୍ୱର AIIMS ରୋଡ଼ରେ ସିରିଜ ଚୋରି

    • ଅପରାଧ
      Details
      Oct 18 2021

      କୋରାପୁଟରେ କାର୍ ଭର୍ତ୍ତି ଗଞ୍ଜେଇ ଜବତ

    • ଅପରାଧ
      Details
      Aug 05 2022

      କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

    • ଅପରାଧ
      Details
      Jul 23 2023

      ଗଜପତିରେ ଜଙ୍ଗଲ ଭିତରୁ ୩୭ କ୍ୱିଣ୍ଟାଲର ଗଞ୍ଜେଇ ଜବତ

    • ଅପରାଧ
      Details
      Apr 23 2022

      ଘରର ଝରକା ଭାଙ୍ଗି ଟଙ୍କା, ସୁନା ଲୁଟ

    • ଅପରାଧ
      Details
      Mar 10 2022

      ବିପୁଳ ପରିମାଣର ଚନ୍ଦନ କାଠ ଜବତ, ୪ ତସ୍କର ଗିରଫ

    • ଅପରାଧ
      Details
      Nov 23 2022

      ଭୁବନେଶ୍ୱର ଝାରପଡାରେ ବୋମାମାଡ଼

    • ଅପରାଧ
      Details
      Jun 04 2022

      ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ, ଏକାଧିକ ଆହତ

    • ଅପରାଧ
      Details
      Feb 12 2022

      ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ

  • ଦେଶ / ବିଦେଶ

    Sport Categories

    • Football

    • Cricket

    • Tennis

    • Box

    • Horse

    • Racing

    Latest Sport News

    • ଦେଶ / ବିଦେଶ
      Details
      Jul 25 2022

      ଶପଥ ନେଲେ ନୂଆ ରାଷ୍ଟ୍ରପତି

    • ଦେଶ / ବିଦେଶ
      Details
      Feb 03 2021

      ବିଶ୍ୱର ପ୍ରଥମ ହାଇବ୍ରିଡ଼ ଏରୋ ସ୍ପେସ ଶୋ ଆରମ୍ଭ

    • ଦେଶ / ବିଦେଶ
      Details
      Apr 30 2023

      ମନ୍‌ କୀ ବାତ୍‌ ପ୍ରକୃତରେ ମୋ ପାଇଁ ଏକ ବିଶେଷ ଯାତ୍ରା: ପ୍ରଧାନମନ୍ତ୍ରୀ ମୋଦୀ

    • ଦେଶ / ବିଦେଶ
      Details
      Mar 08 2023

      "शिक्षा के माध्यम से सशक्तिकरण: डॉ. मोना लिसा की समावेशिता और सामाजिक परिवर्तन की ओर यात्रा"

    • ଦେଶ / ବିଦେଶ
      Details
      Dec 12 2022

      "ବସୁଦେବ କୁଟୁମ୍ବକମ୍” ଥିମ୍ ମାଧ୍ୟମରେ ବିଶ୍ୱ ପ୍ରାଥମିକତା ଉପରେ ଏକ ସାଧାରଣ ପଥ ତିଆରି କରିବାକୁ ଭାରତ ଲକ୍ଷ୍ୟ ରଖିଛି।

    • ଦେଶ / ବିଦେଶ
      Details
      Jul 26 2026

      'କ୍ୟାଚ୍ ଦ ରେନ୍‌’ ଅଭିଯାନରେ ସାମିଲ ହେଲା ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ

    • ଦେଶ / ବିଦେଶ
      Details
      Mar 02 2022

      APCA Opens Admissions for Advanced Diploma in Culinary Arts

    • ଦେଶ / ବିଦେଶ
      Details
      Aug 09 2022

      Apply for the PG Cert International Business Law with the University of Essex Online

    • ଦେଶ / ବିଦେଶ
      Details
      Mar 22 2022

      Bank of Baroda partners with Reserve Bank Innovation Hub to boost Financial Inclusion of Women using Technology

  • ରାଜନୀତି

    Health Categories

    • Personal Tech

    • Security

    • Green Tech

    • Space

    Latest Health News

    • ରାଜନୀତି
      Details
      Feb 16 2022

      ପଞ୍ଚାୟତ ନିର୍ବାଚନ: ବୁଥ୍ ପରିସରରେ ଉତ୍ତେଜନା ଯୋଗୁଁ ବହୁ ସମୟ ଧରି ବନ୍ଦ ରହିଲା ମତଦାନ

    • ରାଜନୀତି
      Details
      Mar 06 2022

      ଆମ ଆଦମୀ ପାର୍ଟି ପକ୍ଷରୁ ପଦଯାତ୍ରା

    • ରାଜନୀତି
      Details
      Nov 21 2021

      ଆସନ୍ତାକାଲି ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଆନ୍ଦୋଳନ

    • ରାଜନୀତି
      Details
      Jan 19 2021

      କଂଗ୍ରେସ ଭବନ ସମ୍ମୁଖରେ ହୋହଲ୍ଲା

    • ରାଜନୀତି
      Details
      Nov 17 2021

      ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ରାଜ୍ୟବ୍ୟାପୀ ଆନ୍ଦୋଳନ

    • ରାଜନୀତି
      Details
      Feb 06 2022

      ଢେଙ୍କାନାଳରେ ଜମିଲାଣି ନିର୍ବାଚନ ପ୍ରଚାର, ତିନି ନମ୍ବର ଜୋନ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ରବିନାରାୟଣ ପଧାନ

    • ରାଜନୀତି
      Details
      Oct 30 2021

      ଦରଦାମ୍ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି

    • ରାଜନୀତି
      Details
      Jan 01 2024

      ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେଡି

    • ରାଜନୀତି
      Details
      Nov 08 2021

      ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

  • ମନୋରଞ୍ଜନ / କ୍ରୀଡା

    Science Categories

    • Chemistry

    • Engineering

    • Mathematics

    • Biochemistry

    • Medicine

    • ବିଶିଷ୍ଠ ଅଭିନେତା ରବି ପଟବର୍ଦ୍ଧନଙ୍କର ଦେହାନ୍ତ

    Latest Science News

    • ମନୋରଞ୍ଜନ / କ୍ରୀଡା
      Details
      Jul 04 2022

      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

    • ମନୋରଞ୍ଜନ / କ୍ରୀଡା
      Details
      Sep 05 2021

      ଗଣେଶ ପୂଜାରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ଓଡ଼ିଆ ଆଲବମ୍ (What Shall I Do)

    • ମନୋରଞ୍ଜନ / କ୍ରୀଡା
      Details
      Jan 24 2021

      ତୋଷାଳି ରେ ଟିଜି ସୁରକ୍ଷା ଟ୍ରଷ୍ଟ ପକ୍ଷରୁ ଷ୍ଟଲରେ ଭିଡ଼

    • ମନୋରଞ୍ଜନ / କ୍ରୀଡା
      Details
      Dec 20 2020

      ୱିନର୍ସ କ୍ଲବ ପକ୍ଷରୁ ଭଲୀ ବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ

    • ମନୋରଞ୍ଜନ / କ୍ରୀଡା
      Details
      Dec 17 2022

      ଓଡିଶାର ଓଟିଟି ପ୍ଲାଟ୍ଫର୍ମ ‘ଆଓ ନେକ୍ସଟ୍’ପକ୍ଷରୁ ସୁପର୍ନ୍ୟାଚୁରାଲ ଥ୍ରିଲର ୱେବ୍ସିରିଜ୍ ‘ଆନ୍ଥୋନି’ ଉନ୍ମୋଚିତ

    • ମନୋରଞ୍ଜନ / କ୍ରୀଡା
      Details
      Jun 21 2022

      ଜୁଲାଇ ୧ ରଥରେ ଫିଟିବ "ବିଦ୍ୟାରାଣ"

    • ମନୋରଞ୍ଜନ / କ୍ରୀଡା
      Details
      Oct 22 2021

      'ଉଡ୍ର' ଆୟୋଜିତ କୁମାର ଉତ୍ସବ ଉଦଯାପିତ; ଶେଷ ଦିନରେ ମନମୋହିଲା ଏକକ ଓ ଦଳଗତ ଓଡ଼ିଶୀ ନୃତ୍ୟ

    • ମନୋରଞ୍ଜନ / କ୍ରୀଡା
      Details
      Jan 18 2023

      Greenlam Industries shows what a seed of love can do

    • ମନୋରଞ୍ଜନ / କ୍ରୀଡା
      Details
      Apr 06 2022

      Sing your heart out with ‘Humma Girl’ Shashaa Tirupati on Smule 123 Riyaaz Wild Card round

  • ପର୍ଯ୍ୟଟନ

    Travel Categories

    • Family

    • Adventure

    • Eat

    • Guide

    • Romance

    • ହୀରାକୁଦ ରେ ଆରମ୍ଭ ହେଲା ଇକୋ ରିଟ୍ରିଟ

  • ବାଣିଜ୍ୟ /ବ୍ୟବସାୟ
  • More
    • English News
    • ସମ୍ପାଦକୀୟ
    • ବିଜ୍ଞାନ
    • ସ୍ୱାସ୍ଥ୍ୟ
    • ବିଶେଷ
    • ଧର୍ମ ଆଧ୍ୟତ୍ମିକା
    • ରୋଷେଇ
  • News
  1. You are here:  

ସୃଷ୍ଟି ହେଲା ଲଘୁଚାପ

Details
Odia Ray Admin
ଓଡିଶା
29 August 2026

ଭୁବନେଶ୍ୱର : ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉପକୂଳରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ରେ ଲଘୁଚାପ ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ସୂଚନା। ଆଗାମୀ ୪୮ ଘଣ୍ଟା ଯାଏଁ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି। ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ଗତି କରିପାରେ। ଉତ୍ତର ଓଡ଼ିଶା ସମେତ ସାରା ଓଡ଼ିଶାରେ ବର୍ଷା ହେବା ଆଶଙ୍କା ରହିଛି।

powered by social2s

ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ୬ଟି ଏମଓୟୁ ସ୍ୱାକ୍ଷରିତ

Details
Odia Ray Admin
ଓଡିଶା
28 August 2026

ଭୁବନେଶ୍ୱର: ଓଡ଼ିଶାର ଚାଷୀମାନଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କ ଆୟ ବୃଦ୍ଧି କରିବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ୬ଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ଆଜି ସ୍ୱାକ୍ଷର କରିଛନ୍ତି। ଡିଜିଟାଲ୍ କୃଷି, ଉନ୍ନତ ବିହନ, ଜଳବାୟୁ ସହନଶୀଳତା ଏବଂ ପୋଷଣ କ୍ଷେତ୍ରରେ ସୁଧାର ଆଣିବା ପାଇଁ ଡାକ ବିଭାଗ (ଓଡ଼ିଶା ସର୍କଲ), ଇକ୍ରିସାଟ୍ (ICRISAT) ଏବଂ ଏମ୍. ଏସ୍. ସ୍ୱାମୀନାଥନ୍ ରିସର୍ଚ୍ଚ ଫାଉଣ୍ଡେସନ୍ (MSSRF) ସହିତ ଏହି ବୁଝାମଣା ପତ୍ରଗୁଡ଼ିକ ସ୍ୱାକ୍ଷରିତ ହୋଇଛି। ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, କୃଷି ସଚିବ ଶ୍ରୀ ସଚିନ୍ ରାମଚନ୍ଦ୍ର ଜାଧବ, ମୁଖ୍ୟ ପୋଷ୍ଟମାଷ୍ଟର ଜେନେରାଲ୍ ଶ୍ରୀ ନିର୍ମଳଜୀତ ସିଂହ, କୃଷି ନିର୍ଦ୍ଦେଶକ ଶ୍ରୀ ଶୁଭମ୍ ସକ୍ସେନା ଏବଂ ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ କାଲୁଙ୍ଗେ ଗୋରଖ ୱାମନଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, "ଏହି ୬ଟି ଐତିହାସିକ ବୁଝାମଣା ପତ୍ର ଓଡ଼ିଶା କୃଷି କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଆଣିବ। ଗ୍ରାମୀଣ ଡାକ ସେବକଙ୍କ ଜରିଆରେ ଆଗ୍ରିଷ୍ଟାକ୍‌ (AgriStack) ପଞ୍ଜିକରଣ ଏବଂ ଇକ୍ରିସାଟ୍ ଓ ଏମଏସଏସଆରଏଫ୍ ଭଳି ସଂସ୍ଥା ସହ ମିଶି ଆମେ ଚାଷୀଙ୍କୁ ସଶକ୍ତ କରୁଛୁ। ଏହା ଦ୍ୱାରା ଡାଲି ଓ ତୈଳବୀଜ ଉତ୍ପାଦନରେ ଓଡ଼ିଶା ଆତ୍ମନିର୍ଭରଶୀଳ ହେବା ସହ ସରକାରୀ ଯୋଜନାଗୁଡ଼ିକ ସିଧାସଳଖ ଚାଷୀଙ୍କ ପାଖରେ ପହଞ୍ଚିପାରିବ।" ଡାକ ବିଭାଗ ସହ ହୋଇଥିବା ଚୁକ୍ତି ଦ୍ୱାରା ଗ୍ରାମୀଣ ଡାକ ସେବକମାନେ ଗାଁ ଗାଁରେ ପହଞ୍ଚି ଚାଷୀଙ୍କ ପଞ୍ଜିକରଣ, କୃଷକ ଆଇଡି (Farmer ID) ତିଆରି, ସିଏମ୍ କିଷାନ, ପିଏମ୍ କିଷାନ ଇ-କେୱାଇସି (e-KYC) ଏବଂ ଆଧାର ସଂଯୋଗୀକରଣ ଭଳି ସେବା ଯୋଗାଇଦେବେ। ଇକ୍ରିସାଟ୍ (ICRISAT) ସହ ହୋଇଥିବା ୪ଟି ବୁଝାମଣା ମାଧ୍ୟମରେ ଡାଲି, ବୁଟ, ମଟର, ହରଡ଼, ଚିନାବାଦାମ ଓ ରାଶି ଭଳି ଫସଲର ଉନ୍ନତ ଓ ଜଳବାୟୁ ସହନଶୀଳ ବିହନ ପ୍ରସ୍ତୁତ କରାଯିବ। ଏହା ଦ୍ୱାରା ଚାଷୀମାନେ ଭଲ ବିହନ ପାଇବା ସହ ସେମାନଙ୍କ ଉତ୍ପାଦନ ବୃଦ୍ଧି ପାଇବ। ସେହିପରି ଏମଏସଏସଆରଏଫ୍ (MSSRF) ସହ ବୁଝାମଣା ମାଧ୍ୟମରେ ନୟାଗଡ଼ ଜିଲ୍ଲାର ୩,୦୦୦ କ୍ଷୁଦ୍ର ଚାଷୀଙ୍କ ପାଇଁ 'ପୋଷଣ ପାଇଁ କୃଷି' ପ୍ରକଳ୍ପ ଆରମ୍ଭ ହେବ। ଏଥିରେ ପୋଷକତତ୍ତ୍ୱ ଯୁକ୍ତ ଫସଲ, ପରିବା ଚାଷ, କୁକୁଡ଼ା ପାଳନ ଓ ମାଛ ଚାଷକୁ ପ୍ରୋତ୍ସାହନ ଦିଆଯିବ, ଯାହା ଦ୍ୱାରା ଚାଷୀଙ୍କ ଆୟ ବଢ଼ିବା ସହ ପରିବାରର ସ୍ୱାସ୍ଥ୍ୟରେ ସୁଧାର ଆସିବ। ଏହି ପଦକ୍ଷେପଗୁଡ଼ିକ ଡିଜିଟାଲ୍ ସେବା, ଉତ୍ପାଦନ ବୃଦ୍ଧି ଏବଂ ପୋଷଣ ସୁରକ୍ଷାକୁ ସୁଦୃଢ଼ କରିବ। ଏହି କାର୍ଯ୍ୟକ୍ରମର ଅସଲ ସଫଳତା ଚାଷୀମାନଙ୍କର ପ୍ରତ୍ୟକ୍ଷ ଉନ୍ନତି ଦ୍ୱାରା ହିଁ ପ୍ରମାଣିତ ହେବ ବୋଲି ରାଜ୍ୟ ସରକାର ପ୍ରକାଶ କରିଛନ୍ତି।

powered by social2s

କୁକୁର ମାଲିକଙ୍କୁ ମେୟରଙ୍କ ଚେତାବନୀ

Details
Odia Ray Admin
ଓଡିଶା
28 August 2026

ଭୁବନେଶ୍ୱର: କୁକୁର ରଖିଥିବା ମାଲିକଙ୍କୁ ଚେତାବନୀ ଦେଲେ ଭୁବନେଶ୍ୱର ମେୟର ସୁଲୋଚନା ଦାସ। ଭୁବନେଶ୍ୱର ସହର ସୌନ୍ଦର୍ଯ୍ୟକରଣକୁ ନଷ୍ଟ କଲେ କଡ଼ା କାର୍ଯ୍ୟାନୁଷ୍ଠାନ କହିଲେ ମେୟର। ସେ ପ୍ରକାଶ କରିଛନ୍ତି ଯେ, କୁକୁରକୁ ବାହାରକୁ ନେଇ ମଳତ୍ୟାଗ କରାଇଲେ କାର୍ଯ୍ୟାନୁଷ୍ଠାନ ହେବ। କୁକୁର ଦ୍ୱାରା କାହାକୁ ଅସୁବିଧାରେ ନ ପକାଇବା ପାଇଁ ଜନସାଧାରଣଙ୍କୁ ମେୟର ଅପିଲ୍ କରିଛନ୍ତି।

powered by social2s

ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ

Details
Odia Ray Admin
ଓଡିଶା
27 August 2026

ଭୁବନେଶ୍ୱର : ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ଇସ୍ତଫା ଗ୍ରହଣ କରି ଗୃହ ମନ୍ତ୍ରାଳୟକୁ ପଠାଇଲେ ଓଡ଼ିଶା ସରକାର। ୨୦୧୩ ବ୍ୟାଚ୍‌ର ଆଇପିଏସ ଅଧିକାରୀ ଜଗମୋହନ ମୀନା।

powered by social2s

ନୟାଗଡ଼ରୁ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ; ୧ କୋଟି ୩ ଲକ୍ଷରୁ ଉର୍ଦ୍ଧ୍ୱ ମହିଳାଙ୍କ ଆକାଉଣ୍ଟକୁ ଗଲା ୫,୧୬୩ କୋଟିରୁ ଅଧିକ ଟଙ୍କା

Details
Odia Ray Admin
ଓଡିଶା
28 August 2026

ଭୁବନେଶ୍ୱର : ରାକ୍ଷୀ ପୂର୍ଣ୍ଣିମା ଅବସରରେ ଭାଇ ଟିଏ ନିଜ ଭଉଣୀକୁ କିଛି ଉପହାର ଦେଇଥାଏ। ଓଡ଼ିଶାର ଶାସନ ମୁଖ୍ୟ ଭାବେ ରକ୍ଷା ବନ୍ଧନରେ ସୁଭଦ୍ରା ସହାୟତା ପ୍ରଦାନ କରି ମତେ ଏକ ଭାଇର କର୍ତ୍ତବ୍ୟ ସମ୍ପାଦନ କରିବା ଭଳି ଅନୁଭବ ହେଉଛି ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ ଅବସରରେ କହିଛନ୍ତି । ସୂଚନାଯୋଗ୍ୟ ଯେ ଆଜି ନୟାଗଡ଼ ଜିଲ୍ଲା ଲାଠିପଡ଼ାଠାରେ ମୁଖ୍ୟମନ୍ତ୍ରୀ, ବାଚସ୍ପତି, ଉପମୁଖ୍ୟମନ୍ତ୍ରୀ, ସାଂସଦ ଓ ବିଧାୟକଙ୍କ ଗହଣରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କରାଯାଇଛି । ରାଜ୍ୟର ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ହିତାଧିକାରୀଙ୍କୁ ୫,୧୬୩ କୋଟି ର ଉର୍ଦ୍ଧ୍ୱ ଟଙ୍କା ପ୍ରଦାନ କରାଯାଇଛି । ଏଥିରେ ନୟାଗଡ଼ ଜିଲ୍ଲାର ୨ ଲକ୍ଷ ୩୩ ହଜାର ୫୮୫ ହିତାଧିକାରୀ ଅନ୍ତର୍ଭୁକ୍ତ ଅଛନ୍ତି । ଉପସ୍ଥିତ ସୁଭଦ୍ରା ମା ଓ ଭଉଣୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ “ସୁଭଦ୍ରା ଯୋଜନା କେବଳ ଟଙ୍କା ଆବଣ୍ଟନର ଅବସର ନୁହେଁ, ଏହା ହେଉଛି ନାରୀ ସଶକ୍ତିକରଣର ପ୍ରତୀକ ଏବଂ ରାଜ୍ୟର ଅଧା ଜନସଂଖ୍ୟା ପ୍ରତି ଆମ ସରକାରଙ୍କ ପ୍ରତିବଦ୍ଧତା । ନାରୀ ସଶକ୍ତିକରଣର ପ୍ରକୃତ ଅର୍ଥ ବ୍ୟାଖ୍ୟା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେବଳ ସହାୟତା ପ୍ରଦାନ କରିବା ସଶକ୍ତିକରଣ ନୁହେଁ, ବରଂ ମହିଳାମାନଙ୍କୁ ସାମାଜିକ, ରାଜନୈତିକ ତଥା ଆର୍ଥିକ ସ୍ତରରେ ଆତ୍ମନିର୍ଭର କରି ନିଜ ପାଇଁ ନିଜେ ନିଷ୍ପତ୍ତି ନେବାର ଅଧିକାର ଦେବା ହିଁ ଅସଲ ସଶକ୍ତିକରଣ। IIM ସମ୍ବଲପୁର ଓ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆର ସର୍ଭେ ରିପୋର୍ଟକୁ ଉଦ୍ଧୃତ କରି ସେ ପ୍ରକାଶ କରିଛନ୍ତି ଯେ ପ୍ରାୟ ୮୦ ପ୍ରତିଶତ ମହିଳା ସୁଭଦ୍ରା ସହାୟତାକୁ କେବଳ ଦୈନନ୍ଦିନ ଆବଶ୍ୟକତା ପାଇଁ ଖର୍ଚ୍ଚ ନକରି, ଦୀର୍ଘମିଆଦୀ ଆର୍ଥିକ ସୁରକ୍ଷା, ବ୍ୟବସାୟ ଓ ବିକାଶ କାର୍ଯ୍ୟରେ ନିୟୋଜିତ କରିଛନ୍ତି। ୮୭.୧୯ ପ୍ରତିଶତ ହିତାଧିକାରୀ ସୁଭଦ୍ରାକୁ ଅତ୍ୟନ୍ତ ଉପଯୋଗୀ ବୋଲି ମତ ଦେଇଛନ୍ତି । ମହିଳାଙ୍କ ଆକାଉଣ୍ଟ ବାଲାନ୍ସ ଓ ମାସିକ ଖର୍ଚ୍ଚରେ ବୃଦ୍ଧି ଘଟିଛି । ନୟାଗଡ଼ର ରଞ୍ଜୁବାଳା ଓ ସୌଦାମିନୀ ନନ୍ଦ, ଗଞ୍ଜାମର ଗୌରୀ ସାହୁ, ସୁବର୍ଣ୍ଣପୁରର ଭାରତୀ ଜଗଦଳ, ଏବଂ କୋରାପୁଟର ଆରତୀ ଖୋସଲାଙ୍କ ଭଳି ଉଦ୍ୟମୀ ଭଉଣୀମାନଙ୍କ ସଫଳତାର କାହାଣୀ ରାଜ୍ୟର ଅନ୍ୟ ମହିଳାମାନଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିଛି ବୋଲି ସେ କହିଛନ୍ତି । ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ଗଠିତ ‘Women Entrepreneurship Platform’ ଜରିଆରେ ମହିଳାମାନଙ୍କୁ ବିଜିନେଶ ଆରମ୍ଭ କରିବାକୁ ମାର୍ଗ ଦର୍ଶନ , ଦକ୍ଷତା ପ୍ରଶିକ୍ଷଣ, ବଜାର ସଂଯୋଗ ଏବଂ ଆର୍ଥିକ ସହାୟତା ଇତ୍ୟାଦି ପ୍ରଦାନ କରାଯିବାର ଵ୍ୟଵସ୍ଥା କରାଯାଇଛି ବୋଲି ସେ କହିଥିଲେ । ଧାର୍ଯ୍ୟ ଲକ୍ଷ୍ୟ ପୂର୍ବରୁ ୨୭ ଲକ୍ଷ ‘ଲକ୍ଷପତି ଦିଦି’ ସୃଷ୍ଟି କରି ଓଡ଼ିଶା ଦେଶରେ ପ୍ରଥମ ସ୍ଥାନରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଥିଲେ । ଏହାସହିତ ମୁଖ୍ୟମନ୍ତ୍ରୀ କନ୍ୟାବିବାହ ଯୋଜନା, ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଏବଂ ରାଜ୍ୟ ବଜେଟ୍‌ରେ ମହିଳାଙ୍କ ପାଇଁ ୧ ଲକ୍ଷ ୨୨ ହଜାର ୭୬୪ କୋଟି ଟଙ୍କାର ଐତିହାସିକ ବ୍ୟୟବରାଦ ବିଷୟରେ ସେ ଆଲୋକପାତ କରିଥିଲେ। ସଂସଦରେ ‘ନାରୀଶକ୍ତି ବନ୍ଦନ ଅଧିନିୟମ’ ମାଧ୍ୟମରେ ମହିଳାମାନଙ୍କୁ ରାଜନୈତିକ ସଂରକ୍ଷଣ ଦେବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ୟମକୁ ସେ ପ୍ରଶଂସା କରିବା ସହ ଆଗାମୀ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସମସ୍ତଙ୍କୁ ଦୀପଟିଏ ଜାଳି ଆଶୀର୍ବାଦ ପ୍ରାର୍ଥନା କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ନୟାଗଡ଼ ଜିଲ୍ଲାର ୨ ଲକ୍ଷ ୩୩ ହଜାର ୫୮୫ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପଞ୍ଚମ କିସ୍ତିରେ ୧୧୬ କୋଟି ୮୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିବା ସେ ସୂଚନା ଦେଇଛନ୍ତି। ନୟାଗଡ଼ ଜିଲ୍ଲାବାସୀଙ୍କୁ ଆଶ୍ୱାସନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେନ୍ଦ୍ର ସରକାରଙ୍କ ସହଯୋଗରେ ଖୁବ୍ ଶୀଘ୍ର ନୟାଗଡ଼ ଚିନି କଳ ପ୍ରତିଷ୍ଠା ସହିତ ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ମଧ୍ୟ ଆରମ୍ଭ ହେବ । ଏହି ଅବସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢୀ କହିଥିଲେ ଯେ ଆମ ସରକାର ଦାୟିତ୍ୱ ନେବା ସମୟରେ ସଠିକ୍ ନିଷ୍ପତ୍ତି ନେଇ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଆଜି ଏହି ସୁଭଦ୍ରା ଯୋଜନା ରାଜ୍ୟର ଏକ କୋଟିରୁ ଉର୍ଦ୍ଧ୍ୱ ମା ଓ ଭଉଣୀଙ୍କ ସାମାଜିକ ଓ ଆର୍ଥିକ ଜୀବନରେ ପରିବର୍ତ୍ତନ ଆଣିଛି । ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ରାଜ୍ୟର ସାଢ଼େ ଚାରି କୋଟି ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ମୁଖ୍ୟମନ୍ତ୍ରୀ ଦିନ ରାତି କଠିନ ପରିଶ୍ରମ କରୁଛନ୍ତି । ନୟାଗଡ଼ର ଇଂରାଜୀ ବନାନକୁ ସଂଶୋଧନ କରି ନୟାଗଡ଼ ଜିଲ୍ଲାର ସ୍ୱାଭିମାନ ଓ ଅସ୍ମିତାକୁ ମୁଖ୍ୟମନ୍ତ୍ରୀ ସୁରକ୍ଷିତ କରିଛନ୍ତି ବୋଲି ସେ କହିଥିଲେ । ଏହି ଅବସରରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ତଥା ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା କହିଥିଲେ ଯେ ସୁଭଦ୍ରା ହେଉଛି ମା ଓ ଭଉଣୀ ମାନଙ୍କ ସ୍ୱପ୍ନ, ସମ୍ମାନ ଓ ସ୍ୱାବଲମ୍ବନର ପ୍ରତୀକ । ରାକ୍ଷୀ ପୂର୍ଣ୍ଣିମା ଅବସରରେ ଆମ ବସ୍ ରେ ମା ଓ ଭଉଣୀ ମାନଙ୍କ ପାଇଁ ମାଗଣା ଯାତ୍ରା ସୁବିଧା କରିଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ସୁଭଦ୍ରା ଆଜି ମହିଳାମାନଙ୍କୁ ନିଜେ ନିଷ୍ପତ୍ତି ନେବାର ଓ ଉଦ୍ୟୋଗୀ ବନିବାର ସୁଯୋଗ ପ୍ରଦାନ କରିଛି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ସୁଭଦ୍ରା ହେବ ବିକାଶର ମୂଳପିଣ୍ଡ ବୋଲି ସେ କହିଥିଲେ। ପୁରୀ ସାଂସଦ ଡକ୍ଟର ସମ୍ବିତ ପାତ୍ର ଧାର୍ଯ୍ୟ ସମୟ ପୂର୍ବରୁ ଲକ୍ଷପତି ଦିଦି ଟାର୍ଗେଟ୍ ହାସଲ କରି ରେକର୍ଡ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ୍ ଜଣାଇ କହିଥିଲେ ଯେ ଟେଲିଭିଜନରେ ମୁଖ୍ୟମନ୍ତ୍ରୀଙ୍କ ବୋଟ୍ ଓ ଖାଲିପାଦରେ ବନ୍ୟା ଗସ୍ତ ଦେଖି ସଂସଦ ରେ ସାଂସଦ ମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। କନ୍ଧମାଳ ସାଂସଦ ଶ୍ରୀ ସୁକାନ୍ତ ପାଣିଗ୍ରାହୀ କହିଥିଲେ ଯେ ମାତୃ ଶକ୍ତିର ଜାଗରଣ ହେଲେ ସମାଜର ବିକାଶ ହୁଏ । ଆଜି ଦେଶରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ ରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ମାତୃଶକ୍ତିର ସମ୍ମାନ କ୍ଷେତ୍ରରେ ଏକ ନୂଆ ଜାଗରଣ ସୃଷ୍ଟି ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝର ଓ ଗଞ୍ଜାମ ଜିଲ୍ଲାର ସଫଳ ସୁଭଦ୍ରା ହିତାଧିକାରୀ ଓ ପ୍ରଶିକ୍ଷିତ ହିତାଧିକାରୀଙ୍କ ସହିତ ବାର୍ତ୍ତାଳାପ କରିଥିଲେ। Subhadra Annual report ୨୦୨୫-୨୬, SBI Survey Report ଏବଂ ସୁଭଦ୍ରା ସମୀକ୍ଷା ଉନ୍ମୋଚନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ କମିଶନର ତଥା ଶାସନ ସଚିବ ଡ଼ଃ ମୃଣାଳିନୀ ଦର୍ସ୍ୱାଲ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଓ ଖଣ୍ଡପଡ଼ା ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀ ଦୁଷ୍ମନ୍ତ କୁମାର ସ୍ୱାଇଁ ଧନ୍ୟବାଦ୍ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶିକା ଶ୍ରୀମତୀ ମୋନିଷା ବାନାର୍ଜୀ ଏବଂ ନୟାଗଡ଼ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

powered by social2s

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ରାଖୀ ପୂର୍ଣ୍ଣିମା ନୀତି

Details
Odia Ray Admin
ଓଡିଶା
28 August 2026

ପୁରୀ : ଆଜି ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ରାଖୀ ପୂର୍ଣ୍ଣିମା ନୀତି। ପୃଥିବୀର ସବୁଠାରୁ ବଡ଼ ରାଖୀ ପିନ୍ଧିବେ ମହାପ୍ରଭୁ। ଅନୁଷ୍ଠିତ ହେବ ପ୍ରଭୁ ବଳଭଦ୍ରଙ୍କ ଜନ୍ମ ନୀତି। ରାଖୀ ପ୍ରସ୍ତୁତ କରିଛନ୍ତି ପାଟରା ବିଶୋଇ ସେବାୟତ।

powered by social2s

ଗୋଳାବନ୍ଧ ପାଇଁ ୭୫ କୋଟିର ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Details
Odia Ray Admin
ଓଡିଶା
27 August 2026

ଭୁବନେଶ୍ୱର : ଗୋଳାବନ୍ଧରେ ବିସ୍ଥାପିତଙ୍କ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧୩୭୧ ପରିବାର ପାଇଁ ୭୫.୬୦ କୋଟିର ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ଏହି ଅର୍ଥରେ ପ୍ରତି ପରିବାରକୁ ୫ ଲକ୍ଷ ଟଙ୍କାର ମିଳିବ କ୍ଷତିପୂରଣ। ଘର ନିର୍ମାଣ ସହାୟତା ବାବଦରେ ୪ କୋଟି ୨୫ ଲକ୍ଷ ୧୦ ହଜାର ଆବଣ୍ଟନ ହୋଇଛି। ଛେଳିଗଡ଼ ଜଳସେଚନ ପ୍ରକଳ୍ପ ବିସ୍ଥାପିତ ୧୧୨ ପରିବାର ପାଇବେ ଘରବାରି ଓ ଜମି ପଟ୍ଟା। ଆଜି ପ୍ରଥମ ପର୍ଯ୍ୟାୟରେ ୯୬ ପରିବାର ପାଇଲେ ଘରବାରି ଓ ଜମି ପଟ୍ଟା। ବେଳାଭୂମି ସମତୁଲକରଣ ପାଇଁ ୨.୮୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମଞ୍ଜୁର କରାଯାଇଛି। ଅର୍ଜିପଲ୍ଲୀ ବନ୍ଦର ନବୀକରଣ ସହ ଗଢ଼ାହେବ ୨୮ଟି ଫିସ୍ ଲ୍ୟାଣ୍ଡିଂ ସେଣ୍ଟର।

powered by social2s

More Articles ...

  1. ରାକ୍ଷୀ
  2. ନେପାଳ ବନ୍ୟା: ବିପଦରେ ଥିବା ଓଡ଼ିଆଙ୍କ ପାଇଁ ଓଡ଼ିଶା ସରକାରଙ୍କ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍
  3. ପବିତ୍ର ରକ୍ଷା ବନ୍ଧନରେ ମହିଳାଙ୍କ ନିମନ୍ତେ ଆମ ବସ୍ ଯାତ୍ରା ଦେୟମୁକ୍ତ
Page 73 of 2250
  • Start
  • Prev
  • 68
  • 69
  • 70
  • 71
  • 72
  • 73
  • 74
  • 75
  • 76
  • 77
  • Next
  • End

Odiaray Odiaray

 

 

Abhishek Mohanty

mobile 9861575227

Bhubaneswar

odisharaynews@gmail.com

mohanty.abhisek2010@gmail.com

 
Order Now
Footer Home Banner
Copyright © All Rights Reserved. Bootstrap is a front-end framework of Twitter, Inc. Code licensed under Apache License v2.0. Font Awesome font licensed under SIL OFL 1.1.